ମେଟ୍ରୋ

ନବୀନ ଧରିଲେ ବିଜେଡି ମଙ୍ଗ: ପଦିଏ କହିଦେଲେ ଗଣେଶ

ଭୁବନେଶ୍ୱର,୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ହୋଇଛନ୍ତି। ତେବେ ବିଜେଡି ସାଂଗଠନିକ ନିର୍ବାଚନ ପରେ ଗଣେଶ୍ବର ବେହେରା ତାଙ୍କ...

ପୁଣି ବିଜେଡି ମଙ୍ଗ ନବୀନଙ୍କ ହାତରେ: ନବମ ଥର ପାଇଁ ହେଲେ ସଭାପତି 

ଭୁବନେଶ୍ୱର, ୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ । ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ହୋଇଛନ୍ତି। ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର...

Top 5 agricultural scientists of Odisha: କୃଷି କ୍ଷେତ୍ରରେ ଓଡ଼ିଶାର ୫ ବୈଜ୍ଞାନିକଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଏହା ଏମିତି ଏକ ରାଜ୍ୟ, ଯାହାର ନିଜର ଭୌଗୋଳିକ ସ୍ଥିତି ଓ କୃଷି ଉପରେ ଅଧିକ ନିର୍ଭରଶୀଳ। ଓଡ଼ିଶାରେ କୃଷି କ୍ଷେତ୍ରରେ ଅନେକ ବୈଜ୍ଞାନିକଙ୍କ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମାତ୍ର ସେଥିମଧ୍ୟରୁ...

୫୦ରୁ ୬୦ କି.ମି. ବେଗରେ ବହିବ ପବନ: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୯ା୪:ରାଜ୍ୟର ବିଭିନ୍ନ ଜିଲାରେ କିଛିଦିନ ହେବ କାଳବୈଶାଖୀ ତାଣ୍ଡବ ରଚୁଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ବ୍ୟାପକ କ୍ଷୟକ୍ଷତି ଘଟାଉଛି। ଶୁକ୍ରବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଆଦି ଅଧିକାଂଶ...

ରାଶନ କାର୍ଡକୁ ନେଇ ଆସିଲା ବଡ଼ ଖବର: ୨୨ ସୁଦ୍ଧା ପ୍ରସ୍ତୁତି ଶେଷକର

ଭୁବନେଶ୍ୱର,୧୯ା୪(ରବିନାରାୟଣ ଜେନା):ରାଜ୍ୟରେ ଦୀର୍ଘଦିନ ଧରି ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ଥିବା ଯୋଗ୍ୟ ବ୍ୟକ୍ତିଙ୍କୁ ଖୁବ୍‌ଶୀଘ୍ର ରାଶନକାର୍ଡ ଯୋଗାଇ ଦିଆଯିବ। ଏଥିପାଇଁ ବ୍ଲକ ଓ ପୌରାଞ୍ଚଳସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଚଳିତମାସ ୨୨ ସୁଦ୍ଧା ଶେଷ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ...

ବିଜେଡି ସଭାପତି ଭାବେ ଆଜି ନବୀନଙ୍କ ନାମ ଘୋଷଣା:ଶଙ୍ଖ ଭବନରେ ବସିବ ରାଜ୍ୟ ପରିଷଦ ବୈଠକ

ଭୁବନେଶ୍ୱର,୧୯ା୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା କରାଯିବ। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦଳର ଆଭ୍ୟନ୍ତରୀଣ ଗଠନ ଓ...

ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲାରେ ଝଡ଼ବର୍ଷା ପ୍ରଭାବ ଦେଖିବାକୁ ମିଳିଛି । ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା...

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଆଇଏଏସ୍‌ Nikunja Bihari Dhal, ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୧୮।୪: କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍‌ ଏହି ଆଇଏଏସ୍‌ ଅଫିସର ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାମ କରୁଛନ୍ତି । କେନ୍ଦ୍ରରେ ତାଙ୍କୁ ସଂସଦୀୟ...

କାଳବୈଶାଖୀ ଅଘଟଣ: କାଖରେ ପଶି କାନ୍ଧପଟେ ବାହାରିଲା ଗ୍ରୀଲକଣ୍ଟା

ଭୁବନେଶ୍ୱର,୧୮।୪(ବ୍ୟୁରୋ): କାଳବୈଶାଖୀ ବେଳେ ନାବାଳକଙ୍କ ଶରୀରରେ ପଶିଗଲା ଗ୍ରୀଲ। ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଆଇଆରସି ଭିଲେଜରେ। ନାବାଳକ ଜଣଙ୍କ ହେଲେ ସୋହନ ଦିଗଲ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟଅ, ଶୁଖାଯାଇଥିବା...

୨ ଘଣ୍ଟା ପ୍ରବଳ ବର୍ଷିବ : ୬୦ରୁ ୭୦ କିମି ବେଗରେ ବହିବ ପବନ, ଏହି ଜିଲାକୁ…

ଭୁବନେଶ୍ୱର,୧୮।୪: ପାଣିପାଗ ବିଭାଗ ପକ୍ଷରୁ ୨ ଜିଲାକୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ନେଇ ୨ ଘଣ୍ଟା ପାଇଁ ରେଡ ୱାର୍ନିଂ ଦିଆଯାଇଛି। ମୟୂରଭଞ୍ଜ ଓ ଭଦ୍ରକ ଜିଲାକୁ ପାଣିପାଗ ବିଭାଗ ସତର୍କ କରିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା...

ୟୁଜିସି ନେଟ୍‌ ପରୀକ୍ଷା ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ ଫର୍ମ ପୂରଣ କରିବାର ଶେଷ ତାରିଖ

ଭୁବନେଶ୍ୱର,୧୮ା୪: ୟୁଜିସି-ନେଟ୍‌ ଜାତୀୟ ଯୋଗ୍ୟତା ପରୀକ୍ଷା ୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଛାତ୍ରୀଛାତ୍ର ଏନେଇ ସରକାରୀ ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ କରିପାରିବେ। ଫର୍ମ ପୂରଣ କରିବାର ଶେଷ ତାରିଖ ମେ ୭ ରାତି ୧୧ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri