ମେଟ୍ରୋ

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଆଜି ହେଉଛି ନୂଆଁଖାଇ ପର୍ବ। ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସମ୍ବଲପୁରୀ ଭାଷାରେ ଟୁଇଟ୍‌ କରି ନୂଆଁଖାଇର ଜୁହାର ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି...

କାର୍ଯ୍ୟକାରୀ ହେବ ୬୦୨କୋଟିର ବନ ପ୍ରକଳ୍ପ

ଭୁବନେଶ୍ୱର, ୨୩।୮(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୦୨କୋଟି ଟଙ୍କାର ବନ ପ୍ରକଳ୍ପ କାର୍ଯ୍ୟକାରୀ କରିବ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସଂଯୋଜନା କମିଟି ଦ୍ୱାରା ଏସବୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି। ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ଏକ୍ଷେତ୍ରରେ...

ରାଜ୍ୟରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଉ ପୁଣି ୧୦ ମୁଣ୍ଡ ନେଲା କରୋନା, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୭ ବର୍ଷୀୟ ବ୍ୟକ୍ତି, କଟକର ୮୭ ବର୍ଷୀୟା ବୃଦ୍ଧା ଓ ୭୫ ବର୍ଷୀୟ ବୃଦ୍ଧ, ଗଜପତିର ୪୫ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ୬୦ ବର୍ଷୀୟ ବୃଦ୍ଧ,...

ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧,୧୧୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି...

ଯୁବ ବର୍ଗଙ୍କ ପାଇଁ ବାୟୋଫ୍ଲକ୍‌ ଯୋଜନା: କମ୍‌ ଜମିରେ ଅଧିକ ମାଛ ଉତ୍ପାଦନ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶିକ୍ଷିତ ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ବାୟୋଫ୍ଲକ ପଦ୍ଧତି ମାଧ୍ୟମରେ ସଘନ ମାଛ ଚାଷ ପ୍ରୋତ୍ସାହନ ନାମରେ ଏକ ନୂତନ ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟର ଉଦ୍ୟୋଗୀ, ଶିକ୍ଷିତ ବେକାର...

୧୯ ନଦୀ ଜଳ ପ୍ରଦୂଷଣ ପ୍ରସଙ୍ଗ: ସିପିସିବିକୁ ରିପୋର୍ଟ ଦେଲା ଏସ୍‌ପିସିବି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି) ରାଜ୍ୟର ୧୯ ନଦୀର ପ୍ରଦୂଷଣ ରୋକିବା ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)କୁ ଅବଗତ କରାଇଛି। ୧୯ ନଦୀ ପାଇଁ ପ୍ରସ୍ତୁତ କରାଯାଇଥିବା ସଂଶୋଧିତ ଆକ୍ସନ ପ୍ଲାନ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ...

ଭୁବନେଶ୍ୱରରେ ପିକ୍‌ ସ୍ତରରେ ସଂକ୍ରମଣ: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍‌ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସଂକ୍ରମଣ ନିୟନ୍ତ୍ରଣ କରିବାକୁ ମାସକ ପାଇଁ...

ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ...

ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ପୋଲିସ ସିକ୍ୟୁରିଟି ଓ୍ବିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚନ୍ଦକାର...

ଏବେ କରୋନା ସଂକ୍ରମଣରେ ପିକ୍‌ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ବଳ୍ପ ଆଣ୍ଟିବଡ଼ି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି।...

ରାଜ୍ୟରେ ଆଉ ୯ଜଣଙ୍କ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ପୁଣି କରୋନାଜନିତ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୯୯କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri