ଦୁଇ ଥାନା ପୋଲିସର ଖୋଳତାଡ଼, ମିଳୁନି ସୁରାକ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର କୋଳଥିଆରୁ କୋରାପୁଟ କାର୍ ଭଡାରେ ନେଇ ଡ୍ରାଇଭରଙ୍କୁ ହତ୍ୟା ଓ ଗାଡ଼ି ଲୁଟ୍ ଘଟଣାକୁ ୨ଦିନ ବିତିଯାଇଛି। ଏହି ଘଟଣାରେ କାର୍ ଲୁଟ୍ ଗ୍ୟାଙ୍ଗ୍ର ସମ୍ପୃକ୍ତି ରହିଛି ନା ପୂର୍ବ ଶତ୍ରୁତାକୁ ନେଇ ଏପରି ହତ୍ୟାକାଣ୍ଡ ଘଟିଛି ତାହାକୁ…
ମାଟିତଳେ ମନ୍ଦିର ଭଗ୍ନାବଶେଷ
ପୁରୁଣା ଭୁବନେଶ୍ୱର,୨୯।୧(ଡି.ଏନ୍.ଏ.): ଏକାମ୍ର କ୍ଷେତ୍ରର ଉନ୍ନତି ପାଇଁ ମିଳିତ ଟିମ୍ ପକ୍ଷରୁ ଉଚ୍ଛେଦ ଓ ଖନନ ପ୍ରକ୍ରିୟା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ନିକଟ ଶୁକସାରୀ ମନ୍ଦିର ପରିସରରେ ଖନନ ବେଳେ ମାଟିତଳୁ ଏକ…
ପେଟ୍ କୋକ୍ ବ୍ୟବହାର ବନ୍ଦ କର: ଏନ୍ଜିଟି ନିର୍ଦ୍ଦେଶ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଶିଳ୍ପଗୁଡ଼ିକରେ ଜାଳେଣି ଭାବେ ବ୍ୟବହୃତ ହେଉଥିବା ପେଟ୍କୋକ୍ ଏବଂ ଫର୍ନେସ ଅଏଲ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଏହା କେବଳ ପରିବେଶ ନୁହେଁ, ମନୁଷ୍ୟ ସ୍ବାସ୍ଥ୍ୟ ଉପରେ ମଧ୍ୟ ଗଭୀର ପ୍ରଭାବ ପକାଉଛି। ଏଥିଯୋଗୁ ଲୋକମାନେ ମାରାତ୍ମକ ରୋଗର ଶିକାର…
ରମାଦେବୀ ଛାତ୍ରୀଙ୍କୁ ହତ୍ୟା: ପୋଲିସ ହାତରେ ଧରାପଡ଼ିଲା ପ୍ରେମିକ
ଭୁବନେଶ୍ୱର(ବ୍ୟୁରୋ)/ରସୁଲପୁର,୨୯।୧: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ ଜବତ ଘଟଣାରେ ଭୁବନେଶ୍ୱର ଏୟାରଫିଲ୍ଡ ପୋଲିସ ପ୍ରେମିକ ରାକେଶ ସ୍ବାଇଁଙ୍କୁ ଧରିବା ସହ ତାଙ୍କର ଜଣେ ସହଯୋଗୀଙ୍କୁ ଅଟକ ରଖିଛି। ଝରାଫୁଲଙ୍କୁ ହତ୍ୟା କରିବା…
ଆଜି ରାଜ୍ୟରୁ ୧୧୩ ପଜିଟିଭ୍ ଚିହ୍ନଟ, ୨୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୬ ଜଣ ଚିହ୍ନଟ…
ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩ କୋଟି
ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ କିସ୍ତି ବାବଦରେ ୧୮ ରାଜ୍ୟ ପାଇଁ ୧୨,୩୫୧.୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ…
ବିଧାନସଭାରେ ହେବ ବିରାଟ କାଠ ତିଆରି ଅରଟ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଓ ରାଜ୍ୟର ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାର ସୁରକ୍ଷା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ସଂସ୍କୃତି ମନ୍ତ୍ରୀ…
କୋଷ୍ଟାଲ୍ ହାଇଓ୍ବେ ପରିବର୍ତ୍ତିତ ନକ୍ସାକୁ ନେଇ ଉଦ୍ବେଗ
ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପ୍ରସ୍ତାବିତ ଉପକୂଳ ରାଜପଥ(କୋଷ୍ଟାଲ୍ ହାଇଓ୍ବେ) ପ୍ରକଳ୍ପର ନକ୍ସା ପରିବର୍ତ୍ତନ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ ମୁଖ୍ୟ ପ୍ରବନ୍ଧକ ରାମ ପ୍ରସାଦ ପଣ୍ଡା କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ଏବଂ ଜଙ୍ଗଲ, ପରିବେଶ ଓ…
ପାଠକ ବାପପୁଅଙ୍କୁ ଜାମିନ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ବୁଧବାର ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟରୁ ଜାମିନ ମିଳିଛି। ଗିରଫ ହେବାର ୬୦ ଦିନ ମଧ୍ୟରେ ଭିଜିଲାନ୍ସ ପକ୍ଷରୁ କୋର୍ଟରେ ଚାର୍ଜଶିଟ୍ ଦାଖଲ କରିବାରେ ବିଫଳ ହେବାରୁ ଏହାର ସୁବିଧା…
ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’
ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ ସମ୍ମାନ’ ଘୋଷଣା କରାଯାଇଛି। ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’…
ବାଙ୍କୀରେ ବାର୍ଡ ଫ୍ଲୁ ଆଶଙ୍କା
ଭୁବନେଶ୍ୱର, ୨୭।୧(ବ୍ୟୁରୋ): କଟକ ବାଙ୍କୀ ଗଡ଼ରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ବିଲରେ ମରି ପଡିଛନ୍ତି ପରିବ୍ରାଜକ ପକ୍ଷୀ ରୁଡି ଶେଲ ଡକ୍ । କିଛି ପକ୍ଷୀ ଜୀବନ ବିକଳରେ ଛଟପଟ ମଧ୍ୟ ହେଉଛନ୍ତି। ଦେଶରେ…
ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ-ଜନତା ମୁହାଁମୁହିଁ
ଭୁବନେଶ୍ବର, ୨୬।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅର୍ଥାତ୍ ମଙ୍ଗଳବାର ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। କଂଗ୍ରେସ ଭବନ ନିକଟରେ ଛିଡା ହୋଇ ଜୋର ଜବରଦସ୍ତ ପରେଡ ଦେଖିବା ସମୟରେ ପୋଲିସ ଅଟକାଇବାକୁ ଉଦ୍ୟମ କରିଥିଲା । ରାଜ୍ୟସ୍ତରୀୟ ପରେଡ୍ ସମାରୋହରୁ…

