ମେଟ୍ରୋ

ଭୁବନେଶ୍ୱରରେ ପୁଣି ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୭୩ ଜଣ ଚିହ୍ନଟ ହୋଇଥିବାବେଳେ ୧୫୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ୮ଜଣ ଟ୍ରାଫିକ କର୍ମୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜମହଲରୁ ୯,...

ଯୁକ୍ତ ୨ ନାମ ଲେଖା: କେତେ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ, କେବେଠୁ ନାମ ଲେଖା ଜାଣନ୍ତୁ…

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରମାନେ ଏଥିପାଇଁ ଆବେଦନ କରିପାରିବେ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ ଦାଶ କହିଛନ୍ତି ଯେ,...

ବିଦ୍ୟା ବାଲନଙ୍କ ସମ୍ବଲପୁରୀ ଶାଢ଼ୀ ନିଲାମ: କିଣିଲେ ଓଡ଼ିଆ ଛାତ୍ରୀ

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବାଲନ ତାଙ୍କ ଫିଲ୍ମ ‘ଶକୁନ୍ତଳା ଦେବୀ’ର ପ୍ରମୋଶନ ପାଇଁ ଯେଉଁ ସମ୍ବଲପୁରୀ ଶାଢ଼ି ପିନ୍ଧିଥିଲେ, ତାହା ନିଲାମ ହୋଇଯାଇଛି। ଅନ୍‌ଲାଇନ୍‌ରେ ଏହି ଶାଢ଼ିର ନିଲାମ ଡକାଯାଇଥିଲା। ତେବେ ଏହାକୁ ଜଣେ ଓଡ଼ିଆ ଛାତ୍ରୀ...

ଆଜି ଆଉ ୧୦ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଶୁକ୍ରବାର ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଆଜି ସର୍ବାଧିକ ଗଞ୍ଜାମରୁ ୪...

CORONAVIRUS UPDATE: ରାଜ୍ୟରେ ୭୨୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୬୯୮ ପଜିଟିଭ୍

‌ ଭୁବନେଶ୍ୱର,୨୧ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୨୬୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ...

ସାବଧାନ! ବାତିଲ୍‌ ହୋଇପାରେ ଡିଏଲ୍‌

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଟ୍ରାଫିକ ନୟମ ଆହୁରି କଡ଼ାକଡ଼ି ହୋଇଛି। କଟକଣା ନ ମାନିଲେ ୩ ମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ବାତିଲ ହେବ। ଧାର୍ଯ୍ୟ ନିୟମରୁ ଅଧିକ ଦ୍ରୁତବେଗରେ ଗାଡ଼ି ଚଳାଇଲେ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ବାତିଲ କରାଯିବ। ସେହିପରି ମୋବାଇଲରେ ଗପି...

ରାଜଧାନୀରେ ବଡ଼ ର଼୍ୟାକେଟ: ବିଲ୍ଡରଙ୍କୁ ହନିଟ୍ରାପ୍‌ରେ ଫସାଇ କାର୍‌, ଟଙ୍କା ଲୁଟ୍‌

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀରେ ହନିଟ୍ରାପ୍‌ ର଼୍ୟାକେଟ ସକ୍ରିୟ ହୋଇଉଠିଛି। ଲୁଟେରାମାନେ ସୁନ୍ଦରୀ ଝିଅଙ୍କ ସହ ମଉଜମସ୍ତି କରିବା ଲୋଭ ଦେଖାଇ ଧନୀ ଲୋକଙ୍କୁ ଫସାଇ ସର୍ବସ୍ବ ଲୁଟୁଛନ୍ତି। ଏଭଳି ଏକ ର଼୍ୟାକେଟରେ ଫସିଛନ୍ତି ତାଳଚେରର ଜଣେ ବିଲ୍ଡର ରଥି ଅଳଙ୍କାର ସିଂ।...

ଜାତୀୟ ରାଜପଥରେ ମୃତ୍ୟୁର ଆଁ

ଭୁବନେଶ୍ୱର, ୨୧।୮ (ବ୍ୟୁରୋ): କଟକ-ଭୁବନେଶ୍ୱର ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥର ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡିଛି। ନଖରା, ପଳାଶୁଣି ପୋଲଠାରୁ ଖଣ୍ଡଗିରି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଖାଲ ମୃତ୍ୟୁର ଆଁ ମେଲି ରହିଛି। ପ୍ରତିଦିନ...

ବିଷ ଝଡ଼ାଇବା ପାଇଁ ଏସିଡ୍‌ ବୋଳି ଚିକିତ୍ସା ଘଟଣା: ନିଜ ଆଡୁ ମାମଲା ରୁଜୁ କଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ମୃଦଙ୍ଗପଲ୍ଲୀ ଅଞ୍ଚଳରେ ସାପ କାମୁଡ଼ା ରୋଗୀଙ୍କୁ ଏସିଡ୍‌ ବୋଳି ଚିକିତ୍ସା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଓଡ଼ିଶା ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)। ଏନେଇ ଖବର ପ୍ରକାଶ ପାଇବା...

ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏହି ଘୋଷଣା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା...

ବର୍ଷା ବିତ୍ପାତ: ଫୁଲୁଛି ନଦୀ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟରେ ବର୍ଷା ବିପତ୍ାତ ସୃଷ୍ଟି କରିଛି। ଫଳରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାରେ ଲାଗିଛି। ଗତ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ କେତେକ ଜିଲାରେ ରାସ୍ତାଘାଟ ଧୋଇ ନେବା ସହିତ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୪୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ଜାଣନ୍ତୁ …

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆଜିସୁଦ୍ଧା ୪୮୫୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri