ମେଟ୍ରୋ

ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪ ଲକ୍ଷ…

ପିପିଲି ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ପିପିଲି ବିଧାନସଭା ଆସନ ଖାଲି ପଡ଼ିଛି। ଏଠାରେ ଉପନିର୍ବାଚନ କରିବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଯଦିଓ ଏହି ଉପନିର୍ବାଚନ ପାଇଁ…

୨୯ରୁ ଆବେଦନ, ୩ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟର ସବୁ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୯ ତାରିଖରୁ ଛାତ୍ରୀଛାତ୍ରମାନେ ଆବେଦନ କରିବେ। ୨୯ ତାରିଖ ପୂର୍ବାହ୍ନ ୧୧ଟାରୁ ସାମ୍ସ ଓ୍ବେବ୍‌ସାଇଟ୍‌ www.samsodisha.gov.inରେ…

ବଢ଼ିଲା ସ୍କୁଲ ପୋଷ୍ୟ ଗ୍ରହଣ ତାଲିକା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଚିଠି ଲେଖିଛନ୍ତି। ଏହାପରଠୁ ପୋଷ୍ୟ ଗ୍ରହଣ ତାଲିକା ଲମ୍ବିବାରେ ଲାଗିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ…

୧୩ ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩ ପ୍ରସଙ୍ଗ ଉଠାଇବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…

୬୨ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁର

ଭୁବନେଶ୍ୱର,୨୬।୧(ବ୍ୟୁରୋ): ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯାତନା ତଥା ସେ ସଂକ୍ରାନ୍ତ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇ ପାରିବ, ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ଏକ…

ଧାନକିଣା ଅନିୟମିତତାରେ ୨ଜଣ ନିଲମ୍ବିତ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଖରିଫ ବିପଣନ ଋତୁ ୨୦୧୯-୨୦ରେ କେନ୍ଦୁଝର ଜିଲାର ସାହାରପଡ଼ା ଲ୍ୟାମ୍ପସ୍‌ରେ ଧାନ କିଣାରେ ଅନିୟମିତତା ଅଭିଯୋଗ ଆସିବା ପରେ କେନ୍ଦୁଝରର ଡିଆର୍‌ସିଏସ୍‌ ପ୍ରମୋଦ କୁମାର ବରିହା ଏବଂ ଏଆର୍‌ସିଏସ୍‌ ପର୍ଶୁରାମ ପାତ୍ରଙ୍କୁ ନିଲମ୍ବନ କରାଯାଇଛି। ଧାନକିଣାରେ ଅନିୟମିତତା ଅଭିଯୋଗର ତଦନ୍ତ…

ବିଧାୟକ, ଏମ୍‌ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହାଇକୋର୍ଟର ବିଚାରପତି, ରାଜ୍ୟର ସବୁ ଏମ୍‌ପି, ବିଧାୟକଙ୍କୁ ଅନୁରୋଧ…

ଓଡ଼ିଶାର ୧୩ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରେ): ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୪୬ ଜଣଙ୍କୁ ପୋଲିସ ପଦକ ଘୋଷଣା କରାଯାଇଛି। ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ପୋଲିସ ପଦକ…

୬ ଓଡ଼ିଆଙ୍କୁ ପଦ୍ମ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ତାଲିକାରେ ଏଥର ୬ ଜଣ ଓଡ଼ିଆ ପଦ୍ମ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଚଳିତବର୍ଷ ପାଇଁ ଦେଶରେ ୭…

୭୨ତମ ସାଧାରଣତନ୍ତ୍ର ଦିବସ ପାଳନ: ରାଜ୍ୟପାଳ କଲେ ପତାକା ଉତ୍ତୋଳନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ସାରା ଦେଶ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣ ଦିବସ ପାଳିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହାସହ…

ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ସବୁ ଲୋକାଲ କେସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସବୁ ଲୋକାଲ କେସ୍‌ ଥିବା ଜଣା ପଡ଼ିଛି। ସେହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?