କରୋନାରେ ମୃତ ୧୨ ଶିକ୍ଷକଙ୍କ ପରିବାରକୁ ମିଳିବ ଆର୍ଥତ୍କ ସହାୟତା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ଶିକ୍ଷକମାନେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି। ୫ ମାସ ହେଲାଣି ନିଜ ଜୀବନକୁ ବାଜି ଲଗାଇ ନିଃସ୍ବାର୍ଥପର ଭାବେ ସେବା କରିଚାଲିଛନ୍ତି। ସାରା ରାଜ୍ୟରେ ୬୨ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ ଓ...
କରୋନା ମୁକାବିଲା ଲାଗି ବୈଷୟିକ କମିଟି ଗଠିତ
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି। ଯଦିଓ ଅଧିକ ନମୁନା ପରୀକ୍ଷା ହେଉଥିବାରୁ ସଂକ୍ରମିତ ଅଧିକ ଚିହ୍ନଟ ହେଉଛନ୍ତି, ତଥାପି କାହିଁକି ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା ବଢ଼ୁଛି ତାହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା...
ମଦ୍ରାସା ବୋର୍ଡ ପରୀକ୍ଷା: ପାସ୍ ହାର ୮୦.୭୮%
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଓଡ଼ିଶା ମଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବୋର୍ଡ ଅଧୀନରେ ହୋଇଥିବା ମୌଲବୀ(ମାଟ୍ରିକ୍), ମାହିର(ଯୁକ୍ତ୨), ଅଲିମ୍(ଯୁକ୍ତ୩), ଫାଜିଲ(ପିଜି) ସ୍ତରୀୟ ପରୀକ୍ଷାଫଳକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି। ଚଳିତବର୍ଷ ପାସ୍...
ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ଲଘୁଚାପ ସୃଷ୍ଟି ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଡିପ୍ରେଶନ(ଅବପାତ)ରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଉପରେ ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୨୪ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀରୁ ୮୫, କୋରାପୁଟରୁ ୬୯, ନୂଆପଡାରୁ ୬୮, ବାଲେଶ୍ୱରରୁ ୬୬,...
ରାଜଧାନୀରେ ମାଡି ଚାଲିଛି କରୋନା: ଆଜି ୩୭୦ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜଧାନୀରେ ମାଡି ଚାଲିଛି କରୋନା। ବୁଧବାର ଭୁବନେଶ୍ୱରରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭୦ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୪ ଚିହ୍ନଟ ହୋଇଥିବାବେଳେ ୧୬୬ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ବାଣୀବିହାର ପଥର ବନ୍ଧରୁ ୧୪ ଆକ୍ରାନ୍ତ ଚିହ୍ନଟ...
୨୩ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୯।୮(ବ୍ୟୁରୋ):ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ଏହା ଶେଷ ନ ହେଉଣୁ ୨୩ରେ ଆଉ ଏକ ଲଘୁଚାପ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମିଳିଥିବା ସୂଚନାନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ...
୧୦ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର,...
ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ...
ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪...
ପାସ୍ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ...
CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪...
Archives


