ମେଟ୍ରୋ

ପାସ୍‌ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍‌ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍‌ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ...

CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪...

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫ ପ୍ରତିଶତ ରହିଛି। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ...

ଲଘୁଚାପ: ୮ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ବର୍ଷାଜାରି ରହିଛି । ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲଘୁଚାପ ବର୍ଷା ଲାଗିରହିବ। ତେବେ ୮ଟି ଜିଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ...

ଆର୍‌ଟିଓ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ପରିବହନ ବିଭାଗର କେତେକ ଅଧିକାରୀଙ୍କୁ ପଦୋନ୍ନତି ଦିଆଯିବା ସହ କେତେକ ଆର୍‌ଟିଓଙ୍କୁ ବଦଳି କରାଯାଇଛି। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଯୁଗ୍ମ ସଚିବ ପରିବହନ (ବୈଷୟିକ) ମନୋରଞ୍ଜନ ଲୋଧାଙ୍କୁ ଅତିରିକ୍ତ...

ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ନଗର...

କୋଭିଡ୍‌ କେୟାର ହୋମ୍‌ ପାଇଁ ବିଏମ୍‌ସିର ନୂଆ ଏସ୍‌ଓପି

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କୋଭିଡ୍‌ କେୟାର ହୋମ୍‌ (ସିସିଏଚ୍‌) ବନ୍ଦୋବସ୍ତ କରିବା ପାଇଁ ବିଏମ୍‌ସି ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସ୍‌ଓପି) ଜାରି କରିଛି। ଗାଇଡ୍‌ଲାଇନ୍ସକୁ ଅନୁପାଳନ କରି ସିସିଏଚ୍‌ କରିବାକୁ ବିଭିନ୍ନ ଆବାସିକ କଲ୍ୟାଣ ସଂଘ ଏବଂ ଆବାସିକ ସମାଜକୁ ବିଏମ୍‌ସି...

୪ ଜିଲା ପାଇଁ ସ୍ବତନ୍ତ୍ର ରଣନୀତି: କୋରାପୁଟରେ ହେବ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍‌ ପରିସ୍ଥିତି ଓ ରଣନୀତି ନେଇ ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲାରେ ଆଞ୍ଚଳିକଭିତ୍ତିକ ରଣନୀତି ଅବଲମ୍ବନ କରିବା...

ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ...

୧୪ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୧୯।୮: ଲଗାତର ତୃତୀୟ ଦିନ ଲାଗି ପେଟ୍ରୋଲ ଦର ବୃଦ୍ଧି ଘଟିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବଢିବା ଯୋଗୁ ଦର ୮୧.୪୪ ଟଙ୍କା ଛୁଇଁଛି। ଏହି ସମୟରେ ଡିଜେଲ ଦର ଅପରିବର୍ତ୍ତିିତ ୮୦.୦୩ ଟଙ୍କା...

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୫୩୫ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୪୫ହଜାର ଟପିଲା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୨୮୭ଜଣ ଖୋର୍ଦ୍ଧାର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୭୮, ଗଞ୍ଜାମର ୧୫୬, କନ୍ଧମାଳର ୧୦୫, ପୁରୀର ୯୬, କଟକର ୮୪, କୋରାପୁଟର ୭୩, ବରଗଡ଼ର ୭୦, ନୟାଗଡ଼ର...

ରାଜଧାନୀରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୨୨୦, ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦିନକୁ ଦିନ ରାଜଧାନୀରେ କରୋନା ସ୍ଥିତି ଜଟିଳ ହୋଇ ପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱରରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୬ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୮୪ ଲୋକାଲ କେସ୍‌ ରହିଛି। ସେହିଭଳି ୧୨୩ଜଣ ସୁସ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri