ମେଟ୍ରୋ

ଇକୋ ବାର୍‌ ସିଲ୍‌, ମାଲିକଙ୍କୁ ନୋଟିସ

ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): କୋଭିଡ୍‌ ନିୟମ ଉଲ୍ଲଂଘନ କରି ଜନ୍ମଦିନ ପାଳିବା ମହଙ୍ଗା ପଡ଼ିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଇନ୍‌ଫୋସିଟି ରୋଡ୍‌ରେ ଥିବା ଇକୋ ବାର୍‌ରେ ଚଢାଉ କରି ତାହାକୁ ସିଲ୍‌ କରିଛି। ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ କରିବା ସହ ଜନ୍ମଦିନ…

ପାର୍ବଣ ସୁରକ୍ଷା ପାଇଁ ୧୫ ଦିନିଆ ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ପାର୍ବଣ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି କମିଶନରେଟ ପୋଲିସ। ଏଥିପାଇଁ ୧୫ଦିନିଆ ସ୍ପେଶାଲ ଡ୍ରାଇଭ୍‌ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦାଦାବଟି, ଲୁଟ, ଡକାୟତି, ଜୁଆ, ଦେହ ବ୍ୟବସାୟ, ନିଶା କାରବାର ଆଦି ଉପରେ କଡ଼ା ନଜର ରହିବ।…

ବିଦ୍ୟୁତ୍‌ କାଟରେ ସାମିଲହେବାକୁ କଂଗ୍ରେସର ନିବେଦନ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବିଦ୍ୟୁତ୍‌ ଉପତ୍ାଦନ ପାଇଁ ଆବଶ୍ୟକ ଜଳ, କୋଇଲା ଯଥେଷ୍ଟ ପରିମାଣର ସୂର୍ଯ୍ୟକିରଣ ଓ କୁଣ୍ଡା ଉପଲବ୍ଧ ଅଛି। ତେଣୁ ଓଡ଼ିଶାରେ ବିଦ୍ୟୁତ୍‌ ଉପତ୍ାଦନ ଖର୍ଚ୍ଚ ସବୁଠାରୁ କମ୍‌ ହେବା କଥା। କିନ୍ତୁ ଯାହା ଉପତ୍ାଦନ ହେଉଛି ସେଥିରୁ ୩୫…

‘ଗଣମାଧ୍ୟମ ମୁହଁରେ କଳା ବୋଳିଲେ’

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଏକ ଫେକ୍‌ ଭିଡିଓ ଭାଇରାଲ ନେଇ ଓଟିଭି ସାମ୍ବାଦିକଙ୍କୁ ପୋଲିସ ଉଠାଇନେଇ ଜେରା କରିବା ପରେ ଟୁଇଟର ଯୁଦ୍ଧ ଜୋର ଧରିଛି। ଏହାକୁ ନିନ୍ଦାକରି ଓଡ଼ିଶା ଏବଂ ମହାରାଷ୍ଟ୍ର ପୋଲିସ ପାକିସ୍ତାନ ଭଳି…

ବଳାତ୍କାର ପ୍ରସଙ୍ଗ: ମାନବାଧିକାର କମିଶନଙ୍କୁ ଭେଟିଲା ଭାଜପା

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ):ମହିଳାଙ୍କ ପ୍ରତି ସରକାର ଓ ପ୍ରଶାସନର ଉଦାସୀନତା ମନୋଭାବ ଯୋଗୁ ବଳାତ୍କାର, ଘରୋଇ ହିଂସା ଏବଂ ହତ୍ୟା ଘଟଣା ବୃଦ୍ଧି ପାଉଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର ଜଣେ ଛାତ୍ରୀଙ୍କୁ କିଛି ଦୃର୍ବୁତ ମେ…

ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିବାକୁ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ସୋମବାର ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ସେ ଜଣାଇଛନ୍ତି ଯେ, ମୋତେ ବଦନାମ କରିବା ଏବଂ ମାନସିକ ସ୍ତରରେ…

୫ରୁ ଯୁକ୍ତ୨ ଅପ୍ସନାଲ ପରୀକ୍ଷା

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ଯୁକ୍ତ୨ ଅପ୍ସନାଲ ପରୀକ୍ଷା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷାର ଯେଉଁ ବିଷୟଗୁଡ଼ିକର ପରୀକ୍ଷା ହୋଇନି ଓ ଗ୍ରେସ୍‌ ମାର୍କ ଦିଆଯାଇଛି, ସେସବୁ ବିଷୟରେ ପରୀକ୍ଷା ହେବ…

ଡବ୍ଲ୍ୟୁଏଫ୍‌ପି ସଫଳତା ପଛରେ ଓଡ଼ିଆ ପୁଅ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୦୨୦ ମସିହା ଲାଗି ନୋବେଲ ଶାନ୍ତି ପୁରସ୍କାର ପାଇଛି ୱାର୍ଲଡ୍‌ ଫୁଡ୍‌ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‌ପି)। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ କାର୍ଯ୍ୟ କରୁଥିବା ଡବ୍ଲ୍ୟୁଏଫ୍‌ପିକୁ ନୋବେଲ ପୁରସ୍କାର ଦୌଡ଼ରେ ସାମିଲ କରିଥିବା କେତେଜଣ ପ୍ରମୁଖ ବ୍ୟକ୍ତିବିଶେଷଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଆ…

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ…

୭ଦିନରେ ସ୍ପଷ୍ଟୀକରଣ ଦେବେ ସରକାର

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଘରୋଇ ସ୍କୁଲ ଫି’ ଛାଡ଼ ସମ୍ପର୍କିତ ମାମଲାରେ ହାଇକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। କେତେକ ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିଶନକୁ ଅଗ୍ରାହ୍ୟ କରିବା ସହ ହାଇକୋର୍ଟ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ଆସନ୍ତା ୭ଦିନ…

ଭୁଲିଗଲେ ବର୍ଷା ଜଳ ସଂରକ୍ଷଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ନିଅଣ୍ଟିଆ ବର୍ଷା ଯୋଗୁ ରାଜ୍ୟରେ ଅନେକ ନଦୀ, ନାଳ ଓ ପୋଖରୀ ଉଭେଇ ଗଲେଣି। ସେଥିରୁ ଅଧିକାଂଶ ବର୍ଷା ଦିନେ ମଧ୍ୟ ଶୁଖିଲା ରହୁଛି। ଜଳାଶୟ ଶୁଖିଲା ପଡ଼ିବା ଯୋଗୁ ଏହାର ଗୁରୁତର ପ୍ରଭାବ ଭୂଗର୍ଭ ଜଳସ୍ତର ଉପରେ ପଡ଼ୁଛି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪, ସୁନ୍ଦରଗଡରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୂରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭, କଳାହାଣ୍ଡିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri