ଗୁଗଲ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡିଆ ଭାଷାକୁ ଆଉ ଏକ ବଡ ସଫଳତା ମିଳିଛି। ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଏବେ ଓଡିଆ ଭାଷା ଉପଲବ୍ଧ ହେବ। ମାଇକ୍ରୋସଫ୍ଟ ପକ୍ଷରୁ ଏନେଇ ଘୋଷଣା କରାଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି।...
ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର...
୫ ମହାନଗର ନିଗମ ଅଞ୍ଚଳରେ ଜଙ୍ଗଲ ସୃଷ୍ଟି ହେବ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟର ୫ ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଅଞ୍ଚଳରେ ବ୍ୟାପକ ଜଙ୍ଗଲ ସୃଷ୍ଟି କରାଯିବ। ‘ନଗର ବନ’ଯୋଜନାରେ ଏଥିପାଇଁ ୧୩ କୋଟି ୮୪ଲକ୍ଷ ଟଙ୍କା ବିନିଯୋଗ ହେବ। ରାଜ୍ୟ ଜଙ୍ଗଲ ଓ...
ଲା-ନିନା ପ୍ରଭାବ: ସେପ୍ଟେମ୍ବରରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବ। ରାଜ୍ୟର ସେପ୍ଟେମ୍ବର ମାସରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ପ୍ରଶାନ୍ତ ମହାସାଗରରେ ଶରତ ଋତୁରେ ଲା-ନିନା ସୃଷ୍ଟି ହେବ ବୋଲି ଆମେରିକାର...
୧୫ ପଇସା ବଢ଼ିଲା ପେଟ୍ରୋଲ
ଭୁବନେଶ୍ୱର,୧୮।୮: ପେଟ୍ରୋଲ ଦର ଲଗାତର ଭାବେ ଦ୍ୱିତୀୟ ଦିନ ଲାଗି ବୃଦ୍ଧି ଘଟିଛି। ରବିବାର ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୨ ପଇସା ବଢିଥିବା ବେଳେ ସୋମବାର ୧୫ ପଇସା ବଢିଛି। ଫଳରେ ଦର ୮୧.୭୦ ଟଙ୍କା ଛୁଇଁଛି।...
କୋଭିଡ ପରୀକ୍ଷାରେ ଓଡିଶା ଆଗୁଆ
ଭୁବନେଶ୍ୱର,୧୭ା୮(ବ୍ୟୁରୋ)-କୋଭିଡ-୧୯ ପରୀକ୍ଷାରେ ଓଡିଶା ଚତୁର୍ଥ ଆଗୁଆ ରାଜ୍ୟରେ ପରିଣତ ହୋଇଛି। ଦିନକୁ ୫୦ ହଜାରରୁ ଅଧିକ ପରୀକ୍ଷା କରାଯାଉଛି। ଅଗଷ୍ଟ ୧୬ ତାରିଖରେ ଓଡିଶାରେ ୫୦ ହଜାର ୪୨୧ ଟେଷ୍ଟ କରାଯାଇଥିଲା। ଓଡିଶାରେ ପ୍ରତି ନିୟୁତ କୋଭିଡ ପରୀକ୍ଷାରେ ଓଡିଶା...
କମିଶନରେଟ ପୋଲିସରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠିକୁ ଗଲେ…
ଭୁବନେଶ୍ୱର,୧୭।୮(ବ୍ୟୁରୋ):କଟକ-ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ଼ଧରଣର ବଦଳି ହୋଇଛି। ୨ ଡିସିପିଙ୍କ ସମେତ ୧୭ ଥାନା ଅଧିକାରୀ ଓ ୫ ଏସ୍ଆଇଙ୍କୁ ବଦଳି କରାଯାଇଥିବା ନେଇ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। କମିଶନରେଟ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଡିସିପି...
ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ୱରରୁ ୧୦୧, ଖୋର୍ଦ୍ଧାରୁ ୯୯, ଢେଙ୍କାନାଳରୁ ୬୩, ମୟୂରଭଞ୍ଜରୁ ୫୧,...
ବର୍ଷକରେ ଝଲସିବ ଏକାମ୍ର କ୍ଷେତ୍ର: ଏକା ସାଙ୍ଗେ ୨ ଲକ୍ଷ ଲୋକ ଦେଖି ପାରିବେ ଶିବରାତ୍ରୀ
ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିର ବିଶ୍ୱ ଐତିହ୍ୟ ସ୍ଥଳରେ ପରିଣତ ହେବ। ବଦଳିଯିବ ମନ୍ଦିର ଚାରିପାଖ ରୂପ ରେଖ। ଚତୁଃପାର୍ଶ୍ୱରେ ସୃଷ୍ଟି ହେବ ଆଧ୍ୟାତ୍ମିକ ପରିବେଶ। ଏକା ସାଙ୍ଗରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମହାପ୍ରଭୂ ଶ୍ରୀ ଲିଙ୍ଗରାଜଙ୍କ ବେଢାରେ...
୧୯ରେ ଯୁକ୍ତ ୨ ବାଣିଜ୍ୟ ଓ ୩୧ ପୂର୍ବରୁ ପ୍ରକାଶ ପାଇବ କଳା ପରୀକ୍ଷା ଫଳ
ଭୁବନେଶ୍ୱର,୧୭।୮(ବ୍ୟୁରୋ)-ଆସନ୍ତା ୧୯ରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ୧୯ ତାରିଖ ଦିନ ୧୧ଟା ୩୦ରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୩୧ ପୂର୍ବରୁ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା...
ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ ଚିହ୍ନଟ: ୯୪ ସ୍ଥାନୀୟ ସଂକ୍ରମିତ
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ପୁଣି ୧୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୪ ରହିଥିବା ବେଳେ ୯୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି।...
ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା
ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ୍। ମୋ’ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି।...
Archives


