ମେଟ୍ରୋ

୨ ଜଙ୍ଗଲ ବିଭାଗର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୧ା୧(ବ୍ୟୁରୋ):ଦୁର୍ନୀତି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, କର୍ତ୍ତବ୍ୟରେ ଅବହେଳା ଆଦି କାରଣରୁ ବାଲେଶ୍ୱର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ୍‌ର ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍‌ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କୁ…

ରାଜ୍ୟସ୍ତରୀୟ ପେନ୍‌ସନ, ଭବିଷ୍ୟନିଧି ଅଦାଲତ

ଭୁବନେଶ୍ୱର,୨୧।୧(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟସ୍ତରୀୟ ପେନ୍‌ସନ ଓ ଭବିଷ୍ୟନିଧି ଅଦାଲତ ଏ.ଜି. ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ମହାଲେଖାକାର ବିଭୁଦତ୍ତ ବସନ୍ତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଦାଲତରେ ରାଜ୍ୟର ବିଭିନ୍ନ ଜିଲାରୁ ୧୫୦ଜଣ ଅବସରପ୍ରାପ୍ତ ସରକାରୀ…

ଓଡ଼ିଆ ଭାଷା ପ୍ରଚାର ଲାଗି ବାହାର ରାଜ୍ୟ ଗସ୍ତ କରିବ ଗୃହ କମିଟି

ଭୁବନେଶ୍ୱର,୨୧।୧(ବ୍ୟୁରୋ):ଓଡ଼ିଶାର ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ ତଥା ତା’ର ପ୍ରତିକାର ପାଇଁ ସୁପାରିଶ କରିବାକୁ ଗଠିତ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ…

‘ଯେଉଁଠି ଥିଲେ ଟିକା ନେଇପାରିବେ’

ଭୁବନେଶ୍ୱର, ୨୧।୧(ବ୍ୟୁରୋ):ଗୋଟିଏ ଜାଗାରେ ଡାଟାବେସ୍‌ ଥିବାବେଳେ ରେଜିଷ୍ଟ୍ରେଶନ ଅନ୍ୟତ୍ର କରିଥିବା ବ୍ୟକ୍ତି ଟିକାଦାନରୁ ବଞ୍ଚତ୍ତ ହେବେ ନାହିଁ। ପ୍ରଥମ ଡୋଜ୍‌ ଟିକା ନେବା ପରେ ଯଦି ପରବର୍ତ୍ତୀ ସମୟରେ ତାଙ୍କର ଅନ୍ୟ ସ୍ଥାନକୁ ବଦଳି ହୋଇଛି କିମ୍ବା ଅନ୍ୟ ସ୍ଥାନକୁ ଆସିଛନ୍ତି…

ବିଜେଡି ନେତାଙ୍କ ପାଇଁ ଭିନ୍ନ ଆଇନ: ଭାଜପା

ଭୁବନେଶ୍ୱର,୨୧ା୧(ବ୍ୟୁରୋ):ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟାପିକା ବୋହୂ ପ୍ରାୟ ୨ବର୍ଷ କାଳ କଲେଜ ନ ଆସି ଦରମା ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ଗୋଟେ ଆଇନ ଥିବାବେଳେ ବିଜେଡିର ନେତା, ମନ୍ତ୍ରୀ, ଏମ୍‌ପିଙ୍କ ପରିବାର ଲାଗି ଭିନ୍ନ…

୨୬ରୁ ହାଇବ୍ରିଡ୍‌ ଆଦିବାସୀ ମେଳା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ୟୁନିଟ-୧ ଆଦିବାସୀ ପଡ଼ିଆରେ ଆସନ୍ତା ୨୬ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା। କରୋନା ମହାମାରୀ ଯୋଗୁ ଷ୍ଟଲ୍‌ ସଂଖ୍ୟା ହ୍ରାସ କରି ମେଳାକୁ ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ଆଦିବାସୀ ପଡ଼ିଆରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫେବୃୟାରୀ ୯ତାରିଖ…

ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର/ସମ୍ବଲପୁର,୨୧।୧(ବ୍ୟୁରୋ):ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୀବ ମିତ୍ତଲ। ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଅଧିନିୟମ ୨୦୨୦ ଅନୁସାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବୁଧବାର ପ୍ରଫେସର ମିତ୍ତଲଙ୍କୁ ଏହି ନୂଆ ନିଯୁକ୍ତି ପ୍ରଦାନ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ଦିନଠାରୁ ୪ବର୍ଷ…

ବାମପନ୍ଥୀ ମାଓବାଦୀ କାର୍ଯ୍ୟକଳାପ ରୋକିବାକୁ ରଣନୀତି

ଭୁବନେଶ୍ୱର,୨୧।୧(ବ୍ୟୁରୋ):ରାଜ୍ୟରେ ବାମପନ୍ଥୀ ମାଓବାଦୀଙ୍କ କାର୍ଯ୍ୟକଳାପକୁ ରୋକିବାକୁ ଆରମ୍ଭ ହୋଇଛି ନୂଆ ରଣନୀତି। ଏନେଇ ବିଏସ୍‌ଏଫ୍‌ ମହାନିର୍ଦ୍ଦେଶକ ରାକେଶ ଆସ୍ଥାନା ବୁଧବାର ଓଡ଼ିଶା ଗସ୍ତରେ ଆସି ପୋଲିସ ଡିଜି ଅଭୟଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ୍‌ରେ ଅନୁଷ୍ଠିତ ବୈଠକରେ ଏହା…

ସେନାକୁ ଆହୁରି ଆଧୁନିକୀକରଣ କରିବାକୁ ପଡ଼ିବ

ଭୁବନେଶ୍ୱର, ୨୧।୧(ବ୍ୟୁରୋ):ସୀମା ଉପରେ ଚାଇନା ଓ ପାକିସ୍ତାନ ସହ ଲଢ଼ିବାକୁ ହେଲେ ଆମକୁ ଆହୁରି ପ୍ରସ୍ତୁତ ହେବାକୁ ପଡିବ। ସେନାକୁ ଆଧୁନିକୀକରଣ କରିବା ସହ କାରିଗରି କ୍ଷେତ୍ରରେ ଉନ୍ନତି ଆଣିବାକୁ ହେବ। ଭାରତୀୟ ସେନାର ନୂଆ ଉପମୁଖ୍ୟ ଭାବେ ଦାୟିତ୍ୱ ନେବାକୁ…

ଉଜୁଡ଼ିପାରେ ରବି ଫସଲ

ଭୁବନେଶ୍ୱର,୨୧ା୧(ବ୍ୟୁରୋ):ବର୍ଷା ନ ହେବାରୁ ରାଜ୍ୟରେ ଖରିଫ ଫସଲ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ରହିଛି। ପଶ୍ଚିମା ବାୟୁ ପ୍ରବାହ ଧୋକା ଦେବାରୁ ରାଜ୍ୟରେ ବର୍ଷା ହେଉନାହିଁି। ଫଳରେ ଡାଲିଜାତୀୟ ଓ ତୈଳବୀଜ ଫସଲ ତଥା ବାଦାମ, ମୁଗ, ବିରି, କୋଳଥ,…

ବଢିଲା ବସ୍‌ ଭଡ଼ା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବୁଧବାର ବସ୍‌ ଭଡ଼ା ବଢ଼ାଇଛନ୍ତି ରାଜ୍ୟ ସରକାର। ଅଡିନାରି ବସ୍‌ ଭଡ଼ା କିଲୋମିଟର ପିଛା ୭୩ରୁ ୭୪ ପଇସାକୁ ବୃଦ୍ଧି କରାଯାଇଥିବା ବେଳେ ଏକ୍ସପ୍ରେସ ବସ୍‌ ଭଡା ୭୬ରୁ ୭୭ ପଇସାକୁ ବୃଦ୍ଧି ହୋଇଛି। ସେହିପରି ଡିଲକ୍ସ ବସ୍‌ ସେବା…

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଓଡ଼ିଆ ସିନେ ଜଗତ ପାଇଁ ଆଉ ଏକ ଦୁଃଖ ଖବର। ବରିଷ୍ଠ ଅଭିନେତା ରବି ମିଶ୍ରଙ୍କର ବୁଧବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟା ଗକରିଛନ୍ତି। ତାଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?