ମେଟ୍ରୋ

ଦିଲ୍ଲୀର ବର୍ଜ୍ୟରୁ ପ୍ରସ୍ତୁତ ହେବ ଇନ୍ଧନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଊର୍ଜାକୁ ଆତ୍ମନିର୍ଭର କରିବା ଓ ସ୍ବଚ୍ଛ ଭାରତ ମିଶନ ଦିଗରେ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ବର୍ଜ୍ୟବସ୍ତରୁ ଊର୍ଜା ଉତ୍ପାଦନ ପାଇଁ ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସିଏଲ) ଏବଂ ଉତ୍ତର ଦିଲ୍ଲୀ ମହାନଗର ନିଗମ (ଏନ୍‌ଡିଏମ୍‌ସି) ମଧ୍ୟରେ ବୁଝାମଣାପତ୍ର ମଙ୍ଗଳବାର ସ୍ବାକ୍ଷରିତ…

ଠିକାଦାରଙ୍କୁ ସୁରକ୍ଷା ଯୋଗାଇବାକୁ ଜିଲାପାଳ, ଏସ୍‌ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା(ପିଏମ୍‌ଜିଏସ୍‌ଓ୍ବାଇ) କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଗତ ୪ ବର୍ଷ ଧରି ଓଡ଼ିଶା ପ୍ରଥମ ସ୍ଥାନ ବଜାୟ ରଖିପାରିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି…

ସୀମା ବିବାଦ ନେଇ ବସିଲା ଗୃହ କମିଟି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ଥିବା ସୀମା ବିବାଦ ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭା ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼ ଆଦି ପଡ଼ୋଶୀ…

ସ୍ବାସ୍ଥ୍ୟ ଭିତ୍ତିଭୂମି ତ୍ୱରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇ ଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ…

ଫୋକସ୍‌ରେ ଷ୍ଟୁଡେଣ୍ଟ ଆଡପ୍‌ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ‘ମୋ ସ୍କୁଲ୍‌’ ଅଭିଯାନକୁ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନକୁ ଆଣିବା ପରେ ଏହାକୁ ଅଧିକ ବ୍ୟାପକ କରିବା ପାଇଁ ସ୍ଥିର କରାଯାଇଛି। ଚଳିତବର୍ଷଠାରୁ ଏହି ଅଭିଯାନ ମାଧ୍ୟମରେ ଷ୍ଟୁଡେଣ୍ଟ ଆଡପ୍‌ଶନ (ପୋଷ୍ୟ ଛାତ୍ରୀଛାତ୍ର) କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ପୁରାତନ…

ପୋଲିସ କମିଶନରଙ୍କୁ ଭେଟିଲେ କୁଳପତି

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାକୁ ନେଇ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟିଛନ୍ତି। କ୍ୟାମ୍ପସରେ ଅଶାନ୍ତ ପରିସ୍ଥିତି ସଂକ୍ରାନ୍ତରେ ସେ ଆଲୋଚନା କରିଛନ୍ତି। ଏଥିସହିତ ଶାନ୍ତି ଫେରାଇ…

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲା: ଶୁଭ୍ରାଙ୍କୁ ୩ ଘଣ୍ଟା ଜେରା, ୩ ସହଯୋଗୀଙ୍କୁ ନୋଟିସ୍‌

ଭୁବନେଶ୍ୱର,୨୦।୧(ବ୍ୟୁରେ): ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଦ୍ୱିତୀୟ ଦିନରେ ସିବିଆଇ ୩ଘଣ୍ଟା ଜେରା କରିଛି। ଜେରାବେଳେ ଏହି ଠକେଇରେ ରାଜ୍ୟର ବହୁ ବଡ଼ ବଡ଼ ନେତା ଓ ପ୍ରଭାବଶାଳୀଙ୍କ ଲିଙ୍କ୍‌ ଥିବା…

ଯୁବକଙ୍କୁ ଆକ୍ରମଣ କରି ଟଙ୍କା, ସୁନା ଲୁଟ୍‌

ଭୁବନେଶ୍ୱର,୨୦।୧(ବ୍ୟୁରେ): ରାଜଧାନୀ ରାଜପଥରେ ରାତିରେ ମାତୁଛନ୍ତି ଲୁଟେରା। ସୋମବାର ବିଳମ୍ବିତ ରାତିରେ ଜଣେ ଖବରଦାତାଙ୍କୁ ଆକ୍ରମଣ କରିବା ସହ ତାଙ୍କଠାରୁ ମୋବାଇଲ୍‌ ଫୋନ୍‌, ୫ହଜାର ଟଙ୍କା ଓ ସୁନା ମୁଦି ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ଇଂଲିଶ ଖବରକାଗଜର କର୍ମଚାରୀ…

୨୨ରୁ ‘ମିଡ୍‌ଟର୍ମ ଏଣ୍ଡ୍‌କନ୍‌ ୨୦୨୧’

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଡାକ୍ତରୀ ବିଦ୍ୟାରେ ବିପ୍ଳବ ପାଇଁ ପ୍ରଥମଥର ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ସମ୍ମିଳନୀ। ଏଣ୍ଡୋସ୍କୋପି, ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଚାର ପ୍ରସାର ନିମନ୍ତେ ହାଇବ୍ରିଡ୍‌ ଓ ଭର୍ଚୁଆଲ ମାଡ୍‌ରେ ଅନୁଷ୍ଠିତ ହେବ ‘ମିଡ୍‌ଟର୍ମ ଏଣ୍ଡ୍‌କନ୍‌ ୨୦୨୧’…

ସିତାର ସାଙ୍ଗକୁ ଓଡ଼ିଶୀର ମୂର୍ଚ୍ଛନା

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଯନ୍ତ୍ର ସଙ୍ଗୀତ ସୀତାର ବାଦନ ସାଙ୍ଗକୁ ଓଡ଼ିଶୀ ସଙ୍ଗିତର ମୂର୍ଚ୍ଛନାରେ ମୁଖରିତ ହୋଇଥିଲା ରାଜାରାଣୀ ମନ୍ଦିର ପ୍ରାଙ୍ଗଣ। ଅବସର ଥିଲା ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା। ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୂକୁଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା…

ନିଯୁକ୍ତି ନ ଦେଲେ ମାସିକ ୬ ହଜାର ଦିଅ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଯୁବ ଶାଖା ତରଫରୁ ବିଭିନ୍ନ ଦାବି ନେଇ ସୋମବାର ରାଜ୍ୟରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଯୁବ ଶାଖା ରାଜ୍ୟ ସଭାପତି ସତ୍ୟବ୍ରତ…

ନିୟମିତ ହେଲେ ୩,୮୮୪ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର,୨୦।୧(ବ୍ୟୁରୋ) : ଓଡ଼ିଶାର ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ମୋଟ ୩,୮୮୪ଜଣ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ରାଜ୍ୟ ସରକାର ନିୟମିତ କରିଛନ୍ତି। ଏ ସମ୍ପର୍କିତ ଫାଇଲ୍‌ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ମଞ୍ଜୁରୀ ପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଆଦେଶ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?