କୋଠାବାଡ଼ି ନିୟମ କୋହଳ ହେଲା
ଭୁବନେଶ୍ୱର,୧୫।୮(ବ୍ୟୁରୋ): ସହରାଞ୍ଚଳରେ ଗୃହ ନିର୍ମାଣ କରିବା ସହଜ ହେବ। ରାଜ୍ୟ ସରକାର କୋଠାବାଡ଼ି ନିର୍ମାଣକୁ ନେଇ ଥିବା ନିୟମରେ କେତେକ ସଂଶୋଧନ ଆଣିଛନ୍ତି । ରାଜ୍ୟର ୯ଟି ଉନ୍ନୟନ କର୍ତ୍ତୃପକ୍ଷଙ୍କ ପାଇଁ ଗୋଟିଏ ପ୍ରକାର କୋଠାବାଡି ନିୟମ ପ୍ରଚଳନ କରାଯିବ।...
ଗାଁକୁ ଯାଇ ପାଠ ପଢ଼ାଇବେ ଶିକ୍ଷକ
ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଦୋହଲିଯାଇଛି। କେବେ ସ୍କୁଲ ଖୋଲିବ ଏବଂ ଶ୍ରେଣୀରେ ପାଠପଢ଼ା ସ୍ବାଭାବିକ ହେବ ସେନେଇ ନିର୍ଦ୍ଦିଷ୍ଟ କହିହେଉନାହିଁ। ତେଣୁ ଅନ୍ଲାଇନ୍ ପାଠପଢ଼ାକୁ ଅଧିକାଂଶ ଶିକ୍ଷାନୁଷ୍ଠାନ ଆପଣାଇଛନ୍ତି। କିନ୍ତୁ ଏ କ୍ଷେତ୍ରରେ ସରକାରୀ...
ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ...
ଆଇପିଏସ୍, ଓପିଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୨ଜଣ ଆଇପିଏସ୍ ଏବଂ ୩ଜଣ ଓପିଏସ୍ଙ୍କୁ ବଦଳି କରିଛନ୍ତି। ଇଓଡବ୍ଲ୍ୟୁରେ ଥିବା ୧୯୯୯ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ଘନଶ୍ୟାମ ଉପାଧ୍ୟାୟଙ୍କୁ ଭିଜିଲାନ୍ସ ଆଇଜି ଭାବେ ବଦଳି କରାଯାଇଛି। ଏସ୍ପି (କମ୍ପ୍ୟୁଟର) ସତୀଶ କୁମାର ଗଜଭିୟଙ୍କୁ...
ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ୱରରୁ ୭୧, ସୁନ୍ଦରଗଡରୁ ୬୩, ପୁରୀରୁ...
ଆଜି କଟକରୁ ୬୩ ପଜିଟିଭ ଚିହ୍ନଟ
କଟକ ଅଫିସ, ୧୪।୮- କଟକ ସହରରୁ ଶୁକ୍ରବାର ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୩୦ ଜଣ, କଣ୍ଟେନମେଣ୍ଟ ଜୋନରୁ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ମାଲଗୋଦାମ ନିକଟ...
ଲଘୁଚାପ: ୨ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର,୧୪ା୮(ବ୍ୟୁରୋ)- ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ...
ସ୍ବାଧୀନତା ଦିବସ ପାଇଁ ରାଜଧାନୀରେ ସୁରକ୍ଷା କଡାକଡି
ଭୁବନେଶ୍ୱର,୧୪।୮(ବ୍ୟୁରୋ)-ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ଓ ପରେଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିବେ। ଏଥିପାଇଁ...
ରାଜଧାନୀରୁ ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୪୭ ମଧ୍ୟରୁ ୧୪୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୯୯ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଆଇଗିଣିଆରୁ ୩, ବାପୁଜୀ ନଗରରୁ ୩, ବୁଦ୍ଧେଶ୍ୱରୀ କଲେନୀରୁ ୪,...
ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..
ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୧୪ଜଣ ପୋଲିସ ରାଷ୍ଟ୍ରପତି ପଦକ, ପୋଲିସ ପଦକ ପାଇବେ ବୋଲି ଜଣାପଡ଼ିଛି। ବିଶିଷ୍ଟ...
ଆଜି ଆଉ ୧୦ ଜୀବନ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମରୁ...
CORONAVIRUS UPDATE: ରାଜ୍ୟରେ ୫୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୭୭
ଭୁବନେଶ୍ୱର,୧୪ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ...
Archives


