ମେଟ୍ରୋ

ଅଭିନେତ୍ରୀ ଶୁଭ୍ରା କୁଣ୍ଡୁ ଗିରଫ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଛି। ତାଙ୍କ ନାମରେ ୧୭ ହଜାର ୫୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବାବେଳେ ଶନିବାର…

ଝାରପଡ଼ା ଜେଲରେ କଏଦୀ ମୃତ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮ ମସିହାରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହିଥିଲା। ନୟାଗଡ଼ ଥାନା ପୋଡି ଘଟଣାର ସେ…

ରାଜ୍ୟରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଶନିବାରବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା ହେବା ସହ ଶୁଭେଚ୍ଛା ଜଣାଇଛନ୍ତି। ଟିକା ନେଇଥିବାରୁ ତାଙ୍କୁ ଉତ୍ସାହିତ କରିଥିଲେ ଏବଂ ଟିକାକରଣ…

ବିପଜ୍ଜନକ ହେଉଛି ଇ-ବର୍ଜ୍ୟବସ୍ତୁ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଇ(ଇଲେକ୍ଟ୍ରୋନିକ)-ବର୍ଜ୍ୟବସ୍ତୁ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଦିନକୁ ଦିନ ଇଲେକ୍ଟ୍ରୋନିକ ସାମଗ୍ରୀର ବହୁଳ ବ୍ୟବହାର ହେଉଥିବାରୁ ଏହାର ବର୍ଜ୍ୟବସ୍ତୁ ବଢ଼ିବାରେ ଲାଗିଛି। ତେବେ ଏହି ବର୍ଜ୍ୟବସ୍ତୁ ସଂଗ୍ରହ ଓ ପୁନଃ ପ୍ରକ୍ରିୟାକରଣ ହେଉ ନ ଥିବାରୁ ଦିନକୁ ଦିନ ଇ-ବର୍ଜ୍ୟବସ୍ତୁର…

ଦିଲ୍ଲୀ ଗଲେ ୫୦୦ ଚାଷୀ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ ବସ୍‌ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ଚାଲିଥିବା…

ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍‌ଏ) ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ‘ଇସ୍ପାତ ନିର୍ମାଣ ଏବଂ ଭିତ୍ତିଭୂମି…

ରାଜ୍ୟ ସରକାର ଭ୍ରମିତ କରୁଛନ୍ତି: ଭାଜପା

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ପରୀ ହତ୍ୟାକାଣ୍ଡକୁ ନେଇ ଚାଲିଥିବା ଏସ୍‌ଆଇଟି ତଦନ୍ତ ପ୍ରସଙ୍ଗରେ ଜନ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ହାଇକୋର୍ଟରୁ ତଥ୍ୟ ମାଗିଥିଲେ। ହେମନ୍ତଙ୍କ ଆବେଦନର ଉତ୍ତର ଗତ ୬ ତାରିଖରେ ହାଇକୋର୍ଟରୁ ଆସିଛି, ଯେଉଁଥିରେ ହାଇକୋର୍ଟ ସ୍ପଷ୍ଟଭାବେ ଉଲ୍ଲେଖ…

ନବୀନ ପୁଣି ନମ୍ବର ଓ୍ବାନ୍‌

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ଓ୍ବାନ୍‌ ହୋଇଛନ୍ତି । ଦେଶର ସବୁଠୁ ଭଲ ଓ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି। ସି ଭୋଟର ଏବଂ ଏବିପି ଦେଶ୍‌କା ମୁଡ୍‌ ସର୍ଭେରୁ ଏହା ସ୍ପଷ୍ଟ ହୋଇଛି।…

ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ ପୂର୍ବରୁ ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଘରୋଇ ଡାକ୍ତରଖାନାକୁ…

ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଆଜି ରାଜ୍ୟରେ ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୮ ଜଣ ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?