ମେଟ୍ରୋ

ରିମାଣ୍ଡ ଅବଧି ପୂର୍ବରୁ ଦୁଇ ବନ୍ଧୁଙ୍କୁ ଜାମିନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲ ଚିକିତ୍ସା ସମ୍ପର୍କିତ ଅଡିଓ ଭାଇରାଲ ମାମଲାରେ ଗିରଫ ହୋଇଥିବା ୨ ଅଭିଯୁକ୍ତ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ବୁଧବାର ଜାମିନ ମିଳିଛି। ଜଣେ ଜାମିନଦାର ଓ ୧୦ହଜାର ଟଙ୍କା ମୁଚାଲିକାରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌...

ଯୁବଗୋଷ୍ଠୀ ଦେଶ ଓ ବିଶ୍ୱର ଭବିଷ୍ୟତ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ବିଶ୍ୱ ଓଡ଼ିଆ ମହାସଂଘ ପକ୍ଷରୁ ବୁଧବାର ବିଶ୍ୱ ଯୁବଦିବସ ଭିଡିଓ କନଫରେନ୍ସ ମାଧ୍ୟମରେ ପାଳିତ ହୋଇଯାଇଛି। ବିଶ୍ୱ ଓଡ଼ିଆ ମହାସଂଘର ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କୃଷିମନ୍ତ୍ରୀ ଓ ଉଚ୍ଚଶିକ୍ଷା...

ରାଜଧାନୀ ଉପକଣ୍ଠରୁ ପ୍ରାଚୀନ ସଭ୍ୟତାର ସନ୍ଧାନ

ଭୁବନେଶ୍ୱର(ବ୍ୟୁରୋ),୧୩।୮:ଭୁବନେଶ୍ୱର ଉପକଣ୍ଠ ହାଇଟେକ୍‌ ଛକଠାରୁ ୭ କିଲୋମିଟର ଦୂର କୁଆଖାଇ ନଦୀର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ ବରିମୁଣ୍ଡ ଗ୍ରାମରୁ ପ୍ରାଚୀନ ସଭ୍ୟତାର ସନ୍ଧାନ ମିଳିଛି। ବରିମୁଣ୍ଡ ଗ୍ରାମର ଜଳଯୋଗାଣକେନ୍ଦ୍ର ନିକଟରେ ଏକ ପାଣିଟାଙ୍କି ନିର୍ମାଣକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ପାଣି...

ଧରାପଡ଼ିଲା ଧରମଭାଇ-ଭଉଣୀ ଗ୍ୟାଙ୍ଗ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କମିଶନରେଟ ପୋଲିସକୁ ଚକ୍‌ମା ଦେଖାଇ ରାଜଧାନୀରେ ଉତ୍ପାତ କରୁଥିଲେ ଜଣେ ଲେଡି ଲୁଟେରା। ଗ୍ୟାଙ୍ଗ୍‌ ଗଢ଼ି ସହରରେ ଲୁଟ୍‌ପାଟ କରୁଥିଲେ। ଧରମ ଭାଇ-ଭଉଣୀ ଗ୍ୟାଙ୍ଗ୍‌ ନାଁରେ ପରିଚିତ ଏହି ଗ୍ୟାଙ୍ଗ୍‌ ଶେଷରେ ଖଣ୍ଡଗିରି ପୋଲିସ ହାତରେ ଧରାପଡିଛି।...

ବଦଳିଲା କୋଭିଡ୍‌ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବ୍ୟାପକ ସଚେତନତା ଅଭିଯାନ ସତ୍ତ୍ୱେ କେତେକ ଲୋକ ସାମାଜିକ...

କରୋନା ରୋଗୀଙ୍କ ଚିକିତ୍ସାରେ ଅର୍ଥ ବାଧକ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଅର୍ଥ ଅଭାବରୁ କୌଣସି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ...

ଶ୍ରୀମନ୍ଦିର ପାର୍ଶ୍ୱ ଉଚ୍ଛେଦ, ଥଇଥାନକୁ ମୋହର

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶ୍ରୀମନ୍ଦିର ବିକାଶ ଲାଗି ରାଜ୍ୟ ସରକାର ମେଘନାଦ ପାଚେରି ଚତୁଃପାର୍ଶ୍ୱରେ ୭୫ ମିଟର ଦୂରତାରେ ଥିବା ସମସ୍ତ ବେସରକାରୀ ଜମି, ବାସଗୃହ, ଦୋକାନ ଆଦି ଅଧିଗ୍ରହଣ କରିଛନ୍ତି। ଜମି ହରାଇଥିବା ପରିବାରକୁ ମଙ୍ଗଳାହାଟ ନିକଟବର୍ତ୍ତୀ ୬.୬୧୬ ଏକର...

ଲେବାନନ୍‌ ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିକୁ ନେଇ ସରକାର ତତ୍ପର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଲେବାନନ୍‌ ବିସ୍ଫୋରଣ ଘଟଣା ପରେ ରାଜ୍ୟର କଳକାରଖାନାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଫ୍ୟାକ୍ଟ୍ରି ଆଣ୍ଡ ବଏଲର ନିର୍ଦ୍ଦେଶକ ଗତ ସୋମବାର ରାଜ୍ୟରେ ଥିବା ସବୁ କଳକାରଖାନାକୁ ଚିଠି ଲେଖିଛନ୍ତି। ଫ୍ୟାକ୍ଟ୍ରିଗୁଡିକର ନିରାପତ୍ତା ଏବଂ ସୁରକ୍ଷା ପାଇଁ ପଦକ୍ଷେପ...

ବସ୍ତିବାସିନ୍ଦାଙ୍କ ପାଇଁ ୨୫% ପୌର ବଜେଟ: ୨୦ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ପୌରସଂସ୍ଥାଗୁଡ଼ିକ ମୌଳିକ ସେବା ସହିତ ଭିତ୍ତିଭୂମି ଯୋଗାଇଦେବେ। ଏନେଇ ପୌରସଂସ୍ଥା ସେମାନଙ୍କ ବାର୍ଷିକ ବଜେଟର ୨୫ ପ୍ରତିଶତ ବ୍ୟୟ ବରାଦ କରିବେ। ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଲୋକ ବସ୍ତିରେ ରହୁଛନ୍ତି।...

ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଅଜୟଙ୍କ ଘର ସମେତ ୬ ସ୍ଥାନରେ ଛାପା ମାରିଛି ଭିଜିଲାନ୍ସର...

ସୁସ୍ଥ ହେଲେ ୧୬୭୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡରୁ ୧୬୩, କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧,...

ଭୁବନେଶ୍ୱରରେ ଆଜି ୧୮୭ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୭ ଜଣଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୩ ଲୋକାଲ କଣ୍ଟାକ୍ଟ କେସ ରହିଛି। ଜୟଦେବ ବିହାରର ଏକ ହୋଟେଲର ୧୮ କର୍ମଚାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri