ମେଟ୍ରୋ

ଜୀବନ ସହ ଖେଳୁଛି ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜଧାନୀରେ ଦୁର୍ଘଟଣା ରୋକିବାକୁ ଟ୍ରାଫିକ କଟକଣାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ସହରର ବିଭିନ୍ନ ରାସ୍ତାରେ ଗର୍ତ୍ତ ସୃଷ୍ଟି ହୋଇ ଅନେକ ଦୁର୍ଘଟଣା ଘଟୁଥିଲେ ମଧ୍ୟ ଏହାକୁ ମରାମତି କରିବାକୁ ବିଭାଗୀୟ ଅଧିକାରୀଙ୍କ ତତ୍ପରତା ଦେଖିବାକୁ ମିଳୁନାହିଁ। ଏସ୍‌ପ୍ଲାନେଡ ମଲ୍‌ ପାର୍ଶ୍ୱ…

ନକଲି କୋର୍ଟ ଅର୍ଡର ଦେଇ ନେଇଛନ୍ତି ୧୮ଲକ୍ଷ

ଭୁବନେଶ୍ୱର,୧୫।୧(ବ୍ୟୁରେ): କିଡ୍‌ନୀ ଯୋଗାଇଦେବା ନାଁରେ ଠକେଇ ର଼୍ୟାକେଟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ର଼୍ୟାକେଟ ମୁଖ୍ୟ କେନ୍ଦ୍ରାପଡାର ହିମାଂଶୁ ଭୂଷଣ ନନ୍ଦ(୩୨)ଙ୍କୁ ନୟାପଲ୍ଲୀ ପୋଲିସ ଗିରଫ ପରେ ତାଙ୍କ ବିରୋଧରେ ରାଜଧାନୀର ବିଭିନ୍ନ ଥାନାରେ ଅଭିଯୋଗ ସଂଖ୍ୟା ବଢ଼ିବାରେ ଲାଗିଛି।…

ଫେରୁଛି ଶୀତ: ୫ ଡିଗ୍ରୀ ତଳକୁ ଖସିଲା ୧୨ ସହର

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଗତ କିଛି ଦିନ ଶୀତ ଗାଏବ ହେବା ପରେ ପୁଣି ଥରେ ଝଲକ ଦେଖାଇଛି। ଆଭ୍ୟନ୍ତୀଣ ଓଡିଶାରେ ପାରଦ ୩ରୁ ୫ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୧୨…

ଟିକାକରଣ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି

ଭୁବନେଶ୍ୱର, ୧୫।୧(ବ୍ୟୁରୋ):ଶନିବାରଠାରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ। ଏହି ପ୍ରଥମ ପର୍ଯ୍ୟାୟ ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଥମେ ପଞ୍ଜୀକୃତ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଏନେଇ ଗୁରୁବାରଠାରୁ ସ୍ବାସ୍ଥ୍ୟକର୍ମୀଙ୍କ ମୋବାଇଲ୍‌ ଫୋନ୍‌କୁ ଏସ୍‌ଏମ୍‌ଏସ୍‌…

ଟିକା ନ ନେବାକୁ ସ୍ବାସ୍ଥ୍ୟକର୍ମୀଙ୍କ ଚେତାବନୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ):ରାଜ୍ୟରେ ଶନିବାରଠାରୁ ଆରମ୍ଭ ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଯୋଜନା ହୋଇଛି। କିନ୍ତୁ କରୋନା ଟିକା ନ ନେବାକୁ ଚେତାବନୀ ଦେଇଛନ୍ତି ୧୫ ହଜାର ସ୍ବାସ୍ଥ୍ୟକର୍ମୀ। କ୍ୟାଡର୍‌ ପୁନର୍ଗଠନ ଓ ପଦବୀ ପରିବର୍ତ୍ତନ…

ବ୍ରିଜ୍‌ ଉପରେ ଜଳିଗଲା କାର୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଫାୟାରଷ୍ଟେଶନ ଓଭର ବ୍ରିଜ୍‌ ଉପରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍‌ ଜଳିଯାଇଛି। ଏହି କାର୍‌ରେ ଡ୍ରାଇଭରଙ୍କ ସହ ଆଉ ୨ ଯାତ୍ରୀ ଥିଲେ। କାର୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ସେମାନେ ସମସ୍ତେ ବାହାରକୁ ବାହାରି ଆସିଥିଲେ।   ଅଗ୍ନିଶମ ବାହିନୀ…

ଆଜି ରାଜ୍ୟରୁ ୨୨୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୨୨୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୭ ଜଣ ଚିହ୍ନଟ…

କଟକରେ ହେବ ନେତାଜୀ ବସ୍‌ ଟର୍ମିନାଲ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):କଟକ ଖାନନଗରଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ ହେବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ…

ସବୁ ପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ପଞ୍ଚାୟତଗୁଡ଼ିକରେ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସଂଯୋଗ କରିବାକୁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ମେ ସୁଦ୍ଧା ଏହି କାର୍ଯ୍ୟ ସମ୍ପନ୍ନ କରିବାକୁ ଲକ୍ଷ୍ୟ ରଖାଯାଇଛି । ବୁଧବାର ଡିଜିଟାଲ ମୋଡ୍‌ରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଭାରତ ନେଟ୍‌…

ଯୁକ୍ତ୨ ଇନ୍‌ଷ୍ଟାଣ୍ଟ, ଅପ୍ସନାଲ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କଳାରେ ପାସ୍‌ହାର ୮୦.୮୪% ଥିବାବେଳେ ବିଜ୍ଞାନରେ ୬୨%, ବାଣିଜ୍ୟରେ ୫୭.୫୫% ଓ ଧନ୍ଦାମୂଳକ ଶିକ୍ଷାରେ ୫୨% ରହିଛି। କଳାରେ ପ୍ରଥମ ଶ୍ରେଣୀରେ ୨୯ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୬୪ଜଣ ଦ୍ୱିତୀୟ…

ପ୍ରଥମ ଡୋଜ୍‌ ପରେ ପଜିଟିଭ ଆସିଲେ ଦ୍ୱିତୀୟ ଡୋଜ୍‌ ନେବେନି

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାରେ ଶନିବାରଠାରୁ ୧୬୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହେବ। ପ୍ରତି କେନ୍ଦ୍ରରେ ଦୈନିକ ସର୍ବାଧିକ ୧୦୦ ଜଣଙ୍କୁ ଟିକା ଦିଆଯିବ। କମ୍‌ ହିତାଧିକାରୀ ଥିଲେ ୨/୩ କେନ୍ଦ୍ରକୁ ମିଶାଇ ଗୋଟିଏ କେନ୍ଦ୍ରରେ ଟିକା ଦିଆଯିବ। ଦୈନିକ ସକାଳ ୯ଟାରୁ…

ଭୁବନେଶ୍ୱରରେ କୋଭାକ୍ସିନ, ବାକିି କୋଭିଶିଲ୍ଡ

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାକୁ ଦୁଇ ପ୍ରକାର କରୋନା ଟିକା ଆସିଛି। ‘କୋଭିଶିଲ୍ଡ’ ଟିକାର ୪ଲକ୍ଷ ୮ହଜାର ଡୋଜ୍‌ ଓ ‘କୋଭାକ୍ସିନ’ର ୨୦ହଜାର ଡୋଜ୍‌ ଆସିଛି। ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବାକୁ ଥିବାବେଳେ କାହାକୁ କେଉଁ ଟିକା ଦିଆଯିବ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?