ମେଟ୍ରୋ

ଖୁସି ଖବର: ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା। ସ୍ପାଇସ ଜେଟ ବିମାନ ଯୋଗେ ମଙ୍ଗଳବାର ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ କରୋନା ଟିକା ଆସି ପହଞ୍ଚିଛି । ପୁନେସ୍ଥିତ ସେରମ ଇନଷ୍ଟିଚ୍ୟୁଟ୍‌ କୋଭିସିଲ୍ଡ ଟିକା ଭୁବନେଶ୍ବରରେ ପହଞ୍ଚିଛି । କଡା ସୁରକ୍ଷା…

ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…

ଆଜି ଓଡ଼ିଶାରେ ପହଞ୍ଚିବ କରୋନା ଟିକା

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନାକୁ ମାତ ଦେବାକୁ ଆସୁଥିବା ଟିକା କୋଭିଶିଲ୍ଡର ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଅନୁମତି ମିଳିବା ପରେ ମଙ୍ଗଳବାର ଏହା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପହଞ୍ଚିବ। ପୁଣେରୁ ଭୁବନେଶ୍ୱରକୁ ସ୍ବତନ୍ତ୍ର ସ୍ପାଇସ ଜେଟ୍‌ ବିମାନରେ ଏହି…

କାର୍ଯ୍ୟରେ ଯୋଗଦେଲେ ଅସିତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଏବଂ ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ରାଜୀବ ଭବନଠାରେ ଡବ୍ଲ୍ୟୁଓଡିସି କାର୍ଯ୍ୟର ସମୀକ୍ଷା କରି କହିଛନ୍ତି,…

ଖୋଲିଲା ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାର ଖୋଲିଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷବର୍ଷ ପାଠପଢ଼ା ହେବ। ପ୍ରଥମ ପର୍ଯ୍ୟାୟରେ ୟୁଜି ଓ ପିଜି ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ହେବ। ଦୀର୍ଘ ୯ମାସ ପରେ…

ଟିକା ସମ୍ପୂର୍ଣ୍ଣ ନିରାପଦ, ଫଳପ୍ରଦ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପ୍ରଥମେ କେବଳ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯିବ। ମାତ୍ର ସେମାନଙ୍କ ପରିବାରକୁ…

କେନ୍ଦୁପତ୍ର ତୋଳାଳି, କର୍ମଚାରୀଙ୍କୁ ୬୦ କୋଟିର ବୋନସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରୁ କେବଳ ବୋନସ ପରିମାଣ ହେଉଛି ୫୯.୭୮ କୋଟି ଟଙ୍କା। ଏଥିସହିତ କେନ୍ଦୁପତ୍ର କର୍ମଚାରୀଙ୍କ…

୧୩ରେ ପେନ୍‌ସନ୍‌, ଜିପିଏଫ୍‌ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍‌ସନ୍‌ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍‌) ପ୍ରାପ୍ୟ ଠିକ୍‌ ସମୟରେ ପାଇପାରି ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଧାନ ମହାଲେଖାକାର(ଏ.ଜି.)ଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା…

ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ହଠାତ ଶୀତ ଗାଏବ ହୋଇଯାଇଛି। ଆଉ ଶୀତ ବସ୍ତ୍ରର ଆବଶ୍ୟକତା ପଡୁନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରୁ ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀକୁ ଛୁଇଁଲାଣି। ପାରଦ ସ୍ବାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ…

ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ସମ୍ଭାଳିଲେ ଓଡ଼ିଆ ପୁଅ

ଭୁବନେଶ୍ୱର୍‌,୧୧।୧(ବ୍ୟୁରୋ): ୧୯୯୨ ବ୍ୟାଚର ଆଇଏଏସ୍‌ ଅଧିକାରୀ ସୁବ୍ରତ ସାହୁ ଅତିରିକ୍ତ ଭାବେ ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଅଛନ୍ତି। ତେଣୁ ତାଙ୍କ ସ୍ଥାନରେ ସୁବ୍ରତଙ୍କୁ ନିଯୁକ୍ତି ନେଇ…

ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ଟିକାକରଣର ପ୍ରଥମ ପର୍ଯ୍ୟାୟରେ କେବଳ ସ୍ବ୍ୟାସ୍ଥ୍ୟ କର୍ମୀଙ୍କୁ ଟିକା ପ୍ରଦାନ କରାଯିବ ବୋଲି ଏସ୍‌ସିବି ମେଡିସିନ ବିଭାଗ ମୁଖ୍ୟ ଡାକ୍ତର ଜୟନ୍ତ ପଣ୍ଡା ପ୍ରକାଶ କରିଛନ୍ତି। କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?