ମେଟ୍ରୋ

ପୁରୀ ହାଜତ ମୃତ୍ୟୁ ମାମଲା: ସତ୍ୟ ପାଠ ଦାଖଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଛନ୍ତି। ସରକାର ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ଅସ୍ବୀକାର କରିଛନ୍ତି। ଏହା ସହ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମଧ୍ୟ କୋର୍ଟରେ ଦାଖଲ କରାଯାଇଛି। ତେବେ ଏହି ମାମଲାର ଷ୍ଟାଟସ୍‌…

ଆଜି ରାଜ୍ୟରୁ ୨୪୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୨ ଜଣ ଚିହ୍ନଟ…

ସ୍କୁଲ ପଡ଼ିଆରେ ବିଡିଏର ନିର୍ମାଣକୁ ବିରୋଧ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ୟୁନିଟ୍‌-୬ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିଜ କବ୍‌ଜାରେ ରଖି ବେଆଇନ ନିର୍ମାଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ପୁରାତନ ଛାତ୍ର ସଂଘ। ଯଦି ବିଡିଏ କର୍ତ୍ତୃପକ୍ଷ ଏଥିରୁ…

ବିଏମ୍‌ସିକୁ ଓଡିଏଫ୍‌ ପ୍ଲସ୍‌ପ୍ଲସ୍‌ ମାନ୍ୟତା

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଓଡିଏଫ୍‌ ପ୍ଲସ୍‌ପ୍ଲସ୍‌ ମାନ୍ୟତା ମିଳିଛି। ସ୍ବଚ୍ଛ ଭାରତ ମିଶନର ଏକ ପ୍ରମୁଖ ସୂଚକାଙ୍କ ହେଉଛି ଓଡିଏଫ୍‌ପ୍ଲସ୍‌ ପ୍ଲସ୍‌ ମାନ୍ୟତା। ୨୦୨୦ ଡିସେମ୍ବର ୧୦ ଓ ୧୧ ତାରିଖରେ କ୍ୟୁସିଆଇ ସଂସ୍ଥା ଦ୍ୱାରା ଭୁବନେଶ୍ୱରର ସ୍ଥିତିକୁ…

ସର୍ବସାଧାରଣରେ ଧୂମପାନ ନିଷେଧ ଦିଶାହୀନ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ତମାଖୁ ସେବନ କ୍ୟାନ୍‌ସରର କାରଣ। ସିଗାରେଟ ଓ ଅନ୍ୟ ତମାଖୁ ବ୍ୟବହାରକାରୀଙ୍କ ପାଇଁ ଏପରି ସତର୍କତା ସତ୍ତ୍ୱେ ଲୋକେ ଏହାଠାରୁ ଦୂରେଇ ଯାଇପାରୁନାହାନ୍ତି। ନିଜେ ବିପଦକୁ ଆମନ୍ତ୍ରଣ କରିବା ସହ ସର୍ବସାଧାରଣ ସ୍ଥାନରେ ଧୂମପାନ କରି ସିଗାରେଟ ଆଣ୍ଡ୍‌ ଅଦର…

୧୬୦ ସ୍ଥାନରେ ହେବ କୋଭିଡ୍‌ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍‌ ଟିକାକରଣ ହେବ। ଏଥିପାଇଁ ସେସନ୍‌ ସାଇଟ୍‌ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ଏ…

ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଏହି ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ୟୁଜି…

ଆଜି ରାଜ୍ୟରୁ ୨୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ରବିବାର ରାଜ୍ୟରେ ୨୬୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୮୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୧ ଜଣ ଚିହ୍ନଟ…

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଇଣ୍ଡୋନେସିଆରୁ ଉଡ଼ାଣ ହେବାର ମାତ୍ର ୪ ମିନିଟ୍‌ ପରେ ଏକ ଯାତ୍ରୀବାହୀ ବିମାନ ସମୁଦ୍ର ମଧ୍ୟରେ ଖସି ପଡ଼ିଥିଲା। ତେବେ ଏହି ବିମାନର ଭଗ୍ନାବଶେଷ ମିଳିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ…

ବୋଥ୍ରାଙ୍କୁ ଟୁଇଟ୍‌ ପରେ ସ୍କୁଲ୍‌ ଛାତ୍ରଙ୍କ ପାଇଁ ବଦଳିଲା ‘ମୋ ବସ୍‌’ ସମୟ

ଭୁବନେଶ୍ୱର, ୧୦।୧(ବ୍ୟୁରୋ): ଜଣେ ସ୍କୁଲ ଛାତ୍ରଙ୍କ ପାଇଁ ବଦଳିଛି ‘ମୋ ବସ୍‌’ର ସମୟ ସୂଚୀ। ଭୁବନେଶ୍ୱରର ଏମ୍‌ବିଏସ୍‌ ସ୍କୁଲରେ ପଢୁଥିବା ସାଇ ଅନ୍ବେଷ ନାମକ ଜଣେ ଛାତ୍ରଙ୍କ ଅନୁରୋଧକ୍ରମେ ମୋ ବସ୍‌ ପରିଚାଳନା କରୁଥିବା କ୍ୟାପିଟାଲ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ…

ଜେଲରେ ବାହୁସ୍ଫୋଟ ମାରି ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ: ଲୁଟ୍‌ ଗହଣାରେ ବାନ୍ଧବୀଙ୍କୁ ଖୁସି କରୁଥିଲେ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଲୁଟ୍‌ ପାଇଁ ତୁଳସୀ ଦେଈ ନାମକ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିଲା। ୫ ମାସ ପରେ ଏହି ହୃଦୟବିଦାରକ ଘଟଣାର ମୁଖ୍ୟ ଅଭିଯୁକ୍ତ ଧରାପଡିଛନ୍ତି। ସେ ଅନ୍ୟ ଏକ ଲୁଟ୍‌ ଘଟଣାରେ ଜେଲରେ…

‘ଇଲ୍‌’ ମାଛର ନୂଆ ପ୍ରଜାତି ସନ୍ଧାନ

ଭୁବନେଶ୍ୱର, ୧୦।୧(ବ୍ୟୁରୋ): ବର୍ଷ ଆରମ୍ଭରୁ ସାମୁଦ୍ରିକ ବିଜ୍ଞାନରେ ପୁଣି ଓଡ଼ିଶା ତଥା ଭାରତ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ବୈଜ୍ଞାନିକ। ଏକ ପାଞ୍ଚଜଣିଆ ରିସର୍ଚ୍ଚ ଟିମ୍‌ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରୁ ଏକ ନୂଆ ପ୍ରଜାତିର ସାମୁଦ୍ରିକ ଇଲ୍‌ ମାଛ ଆବିଷ୍କୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?