ମେଟ୍ରୋ

ନେତାଜୀ ଜୟନ୍ତୀ ପାଳନ କମିଟି ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।…

ନବୀନଙ୍କ ସମ୍ପତ୍ତି ୬୪.୯୮କୋଟି: ଗତ ଆର୍ଥିକ ବର୍ଷ ତୁଳନାରେ ବଢିଛି…

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ନବୀନଙ୍କ ସମ୍ପତ୍ତି ଗତ ଆର୍ଥିକ ବର୍ଷ ତୁଳନାରେ ୨୦୧୯-୨୦ରେ ୭୧ ଲକ୍ଷ ଟଙ୍କା ବଢିଛି। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ନବୀନଙ୍କ ସମ୍ପତ୍ତି…

ସ୍ବଚ୍ଛ ହେବ ବିନ୍ଦୁସାଗର

ଭୁବନେଶ୍ୱର, (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୦।୧(ଡି.ଏନ୍‌.ଏ.): ସ୍ବଚ୍ଛ ହେବ ପବିତ୍ର ତୀର୍ଥ ପୁଷ୍କରିଣୀ ବିନ୍ଦୁସାଗରର ଜଳ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି କାର୍ଯ୍ୟକ୍ରମ ଅଧୀନ ଏକାମ୍ର ଯୋଜନାରେ ଶନିବାର ‘ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିନ୍ଦୁସାଗର ତାଙ୍କ ପାଇଁ…

ରାଜ୍ୟରେ ସୁସ୍ଥ ହେଲେ ୨୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୨୬୯ କରୋନା ଆକ୍ରାନ୍ତ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି କଟକରୁ ସର୍ବାଧିକ ୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ…

ଆଜି ରାଜଧାନୀରୁ ୧୨ ନୂଆ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୬

ଭୁବନେଶ୍ୱର,୯ା୧(ବ୍ୟୁରୋ): ରାଜଧାନୀରୁ ଶନିବାର ୧୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ…

କଲ୍‌ଗାର୍ଲ ଲୋଭ ଦେଖାଇ ଖାଲି କରିଦେଲେ ଆକାଉଣ୍ଟ

ଭୁବନେଶ୍ୱର,୯।୧(ବ୍ୟୁରେ) : ସୁନ୍ଦରୀ ତରୁଣୀଙ୍କ ମୋହ ଦେଖାଇ ଫସାଇବା ପରେ ଟଙ୍କା ଲୁଟୁଛନ୍ତି ସାଇବର ଠକ। ରାଜଧାନୀର ଜଣେ ଯୁବକଙ୍କୁ ଏଭଳି ମୋହରା ବନାଇ ତାଙ୍କ ଆକାଉଣ୍ଟକୁ ଖାଲି କରିଦେଇଛନ୍ତି ସାଇବର ଠକ। ମାତ୍ର ୨୦ ମିନିଟ୍‌ ଫୋନରେ କଥା ହେବା…

ରାଜ୍ୟ ସରକାରଙ୍କୁ ସିସିଆଇର ପ୍ରଶଂସା

ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା କରିଛି। ଶୁକ୍ରବାର ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଣ୍ଡଷ୍ଟ୍ରି ଆଣ୍ଡ୍‌ ଇଣ୍ଟରନାଲ ଟ୍ରେଡ୍‌ (ଡିପିଆଇଆଇଟି)…

୧୧୦ ସ୍ଥାନରେ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ସରିଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): କରୋନା ଟିକାକରଣ ପୂର୍ବରୁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ଶୁକ୍ରବାର ରାଜ୍ୟର ୧୧୦ ସ୍ଥାନରେ ଶେଷ ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ,…

ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଠକେଇ

ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିଏମ୍‌ପି ଆଣ୍ଡ୍‌ ସନ୍ସ କନଷ୍ଟ୍ରକ୍ସନ ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ ବି.…

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୮।୧(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୧ ଜଣ…

ତମାଣ୍ଡୋ ଗୁଳିକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣିଲା ପୋଲିସ

ଭୁବନେଶ୍ୱର,୮।୧(ବ୍ୟୁରୋ): ତମାଣ୍ଡୋ ଗୁଳିକାଣ୍ଡ ଘଟଣାରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ଆକାଶ ଷଡ଼ଙ୍ଗୀ, ବଳିଆ ଓରଫ ବଳରାମ ରାଉତରାୟ ଓ ମୃତ୍ୟୁଞ୍ଜୟ ସେଠୀଙ୍କୁ ଗୁରୁବାର ୪ ଦିନିଆ ରିମାଣ୍ଡରେ ଆଣିଛି। ଏମାନଙ୍କୁ ତଡିପାର କରାଯାଇଥିଲେ ମଧ୍ୟ ସେମାନେ ରାଜଧାନୀରେ ରହି ଦୁଇଟି ଗୁଳିକାଣ୍ଡ…

ବାର୍ଡ ଫ୍ଲୁ: ଖୋଲିଲା ନିୟନ୍ତ୍ରଣ କକ୍ଷ

ଭୁବନେଶ୍ୱର,୮।୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ବଡବେରଣା ପଞ୍ଚାୟତର ଗୋବିନ୍ଦପୁର ଗ୍ରାମରେ ୧୨୦ କୁକୁଡ଼ାଙ୍କ ମୃତ୍ୟୁ ହୋଇଛି। କୁକୁଡ଼ାଙ୍କ ଏଭଳି ଅସ୍ବାଭାବିକ ମୃତ୍ୟୁକୁ ନେଇ ରାଜ୍ୟରେ ବାର୍ଡ ଫ୍ଲୁ ଆଶଙ୍କା ଦେଖାଦେଇଛି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?