ମେଟ୍ରୋ

ଚଳିତ ବର୍ଷ କଟକରେ ହେବ ନିରାଡମ୍ବର ଦୁର୍ଗାପୂଜା

କଟକ ଅଫିସ, ୮।୮-ଚଳିତ ବର୍ଷ କଟକ ସହରରେ ନିରାଡମ୍ବର ଭାବେ ଦୁର୍ଗାପୂଜା ଅନୁଷ୍ଠିତ ହେବ। ଶନିବାର ପୂଜାକମିଟି ସହ ପ୍ରଶାସନର ବୈଠକ ପରେ ଏହି ନିଷ୍ପତି ନିଆଯାଇଛି। ମା ଦୁର୍ଗାଙ୍କ ପାଇଁ ମାଟିଆଣିବା ନିରାଡମ୍ବର ହେବ। ବିନା ଶୋଭାଯାତ୍ରାରେ ପ୍ରତି...

ଆଜି ସୁସ୍ଥ ହେଲେ ୧୫୪୪ କରୋନା ଆକ୍ରାନ୍ତ: ଏହି ଜିଲାରୁ ସର୍ବାଧିକ ସୁସ୍ଥ…

ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୫୬୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ...

ଭୁବନେଶ୍ୱରରେ ବଢୁଛି ସଂକ୍ରମଣ: ଆଉ ୧୯୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖା। ଶନିବାର ଭୁବନେଶ୍ୱରରେ ଆଉ ୧୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୯୦ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୮ ଜଣ ଚିହ୍ନଟ ହୋଇଥିବାବେଳେ ୫୨ ଲୋକାଲ କଣ୍ଟାକ୍ଟ କେସ। କପିଳେଶ୍ୱର...

ଆଉ ୧୨ କରୋନା ସଂକ୍ରମିତଙ୍କ ଜୀବନଗଲା : ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟା ମଧ୍ୟରେ ୧୨ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ...

ସଙ୍ଗରୋଧରେ ପୋଲିସ, ଫାଇଦାରେ ଲୁଟେରା

ଭୁବନେଶ୍ୱର, ୮।୮(ବ୍ୟୁରୋ): କରୋନା ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ସାଜିଛି ପୋଲିସ। ସଂକ୍ରମଣ ରୋକିବାକୁ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ଏବେ ନିଜେ ସଂକ୍ରମଣର ଶିକାର ହୋଇଛି। ଗାଇଡ୍‌ଲାଇନ୍‌ ମାନୁ ନ ଥିବାରୁ ଥାନାରେ କରୋନା ପଶିଛି। ଇତିମଧ୍ୟରେ ବହୁ ପୋଲିସ...

ସ୍ତନ୍ୟପାନବେଳେ ମା’ମାନେ ସଚେତନ ରୁହନ୍ତୁ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଶିଶୁର ଉତ୍ତମ ସ୍ବାସ୍ଥ୍ୟ ଏବଂ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମା’ କ୍ଷୀର ହେଉଛି ସର୍ବୋତ୍ତମ ବିକଳ୍ପ। ମା’ କ୍ଷୀରରେ ଥିବା ଭିଟାମିନ୍‌, ଶ୍ୱେତସାର, ପୁଷ୍ଟିସାର, ଲୌହସାର, ଖଣିଜ ଲବଣ, କ୍ୟାଲ୍‌ସିୟମ୍‌ ଏବଂ ଜଳ ଶିଶୁ...

ବୈଦ୍ୟୁତିକ ସମସ୍ୟାର ସମାଧାନ କରିବ ଟାଟା ପାଓ୍ବାର କଲ୍‌ ସେଣ୍ଟର

ଭୁବନେଶ୍ୱର, ୮।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କଲ୍ୟାଣୀ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱାରା ଟାଟା ପାଓ୍ବାର କଲ୍‌ ସେଣ୍ଟର ଉଦ୍‌ଘାଟିତ ହୋଇଛି। ଏହା ଉପଭୋକ୍ତା ଏବଂ କମ୍ପାନୀ ମଧ୍ୟରେ ସେତୁ ସାଜିବ। ବିଦ୍ୟୁତ୍‌ ସମସ୍ୟାର ତ୍ବରିତ ସମାଧାନ ଏହାର...

ନାଳିଆସାହି, ଭେଙ୍କଟରାୟପୁର ଗାଁକୁ ମିଳିଲା ୟୁନେସ୍କୋ ପ୍ରମାଣପତ୍ର

ଭୁୂବନେଶ୍ୱର,୮।୮(ବ୍ୟୁରୋ): ଜଗତସିଂହପୁର ଜିଲାର ନୋଳିଆ ସାହି ଏବଂ ଗଞ୍ଜାମ ଜିଲାର ଭେଙ୍କଟରାୟପୁର ଗ୍ରାମକୁ ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ (ଆଇଓସି) ପକ୍ଷରୁ ସୁନାମୀ ପ୍ରସ୍ତୁତ(ସୁନାମୀ ରେଡି) ଗ୍ରାମର ମାନ୍ୟତା ମିଳିଛି। ଶୁକ୍ରବାର ଭର୍ଚୁଆଲ କାର୍ଯ୍ୟକ୍ରମ ଜରିଆରେ ୟୁନେସ୍କୋ ପକ୍ଷରୁ ଓଏସଡିଏମଏକୁ...

କୃତ୍ରିମ ପ୍ରଜନନ ପ୍ରକ୍ରିୟାରେ ସାମିଲ ହେବ ୧୫ ଲକ୍ଷ ଗୋସମ୍ପଦ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜାତୀୟ କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ୧୫ ଲକ୍ଷ ଗୋସମ୍ପଦକୁ ସାମିଲ କରାଯିବ। ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୦ରୁ ଆରମ୍ଭ କରାଯିବ। ପ୍ରତ୍ୟେକ ଜିଲାରେ ୫୦୦ ଗ୍ରାମକୁ ଏଥିନିମନ୍ତେ ଚିହ୍ନଟ କରାଯିବ। ଏହାଛଡା ଡିପ୍‌ଲିଟର ପଦ୍ଧତିରେ ୫୦୦...

ଆହୁରି ବର୍ଷିବ ୪ଦିନ

ଭୁବନେଶ୍ୱର, ୭।୮(ବ୍ୟୁରୋ)-ଉତ୍ତର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏହି ୪ଦିନ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

ରାଜଧାନୀରେ ଚାଞ୍ଚଲ୍ୟ: ମଲ୍‌ରୁ ୫୦ ହଜାର ଟଙ୍କାର ସାମଗ୍ରୀ ନେଇଗଲେ ମହିଳା

ଭୁବନେଶ୍ୱର, ୭ା୮(ବ୍ୟୁରୋ) – ଶପିଂ ମଲ୍‌ରେ ପଶି ମନଇଚ୍ଛା ୫୦ହଜାର ଟଙ୍କାର ସାମଗ୍ରୀ ବାଛିଲେ। ପେମେଣ୍ଟ ନ କରି ପଳାଉଥିବାବେଳେ କର୍ମଚାରୀମାନେ ଅଟକାଇଲେ। ହେଲେ ସେ କର୍ମଚାରୀଙ୍କୁ ଗାଳିଗୁଲଜ ସହ ନାଲିଆଖି ଦେଖାଇଲେ। ବଳାତ୍କାର ମାମଲାରେ ଫସାଇ ଦେବାକୁ ଧମକ...

ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଆଉ ୧୦୧ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୫୨ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୪୯ ଲୋକାଲ କଣ୍ଟାକ୍ଟ କେସ। ସାଲିଆସାହିରୁ ଆଉ ୫ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପଟିଆରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri