ମେଟ୍ରୋ

ଆଜି ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍‌ ଶୁକ୍ରବାର ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସବୁ ଜିଲା ଓ ମ୍ୟୁନିସିପାଲିଟି ଅଞ୍ଚଳରେ କରାଯିବ। ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଜିଲାର ବଡ ଘରୋଇ ମେଡିକାଲ ଓ ମେଡିକାଲ…

ସଂରକ୍ଷଣ ପାଇଁ ପ୍ୟାନେଲ

ଭୁବନେଶ୍ୱର,୮।୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଗୁରୁବାର ଏ ନେଇ ରାଜ୍ୟ ସରକାର ଏକ ହାଇ ପାଓ୍ବାର କମିଟି ଗଠନ କରିଛନ୍ତି। ଏହି କମିଟି ରାଜ୍ୟରେ…

ପିଜି ନାମଲେଖା ପାଇଁ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ବିଶ୍ବବିଦ୍ୟାଳୟଗୁଡ଼ିକରେ ଖାଲିଥିବା ପିଜି ତଥା ସ୍ନାତକୋତ୍ତର ସିଟ୍‌ ପୂରଣ ଲାଗି ସ୍ପଟ୍‌ ଆଡ୍‌ମିଶନ ହେବ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ନାମ ଲେଖାଇ ପାରି ନ ଥିବା ଛାତ୍ରୀଛାତ୍ର ସ୍ପଟ୍‌ ନାମଲେଖା…

୯ରେ ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ଶନିବାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲ୍‌ର ସିଏସ୍‌ଆର୍‌ ପାଣ୍ଠିରୁ…

ଜୁଲାଇ ୩ରେ ଜେଇଇ ଆଡ୍‌ଭାନ୍ସ

ଭୁବନେଶ୍ୱର,୮।୧(ବ୍ୟୁରୋ): ଆଇଆଇଟି ସମେତ ଦେଶର ପ୍ରମୁଖ ବେଷୟିକ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ସର୍ବଭାରତୀୟସ୍ତରୀୟ ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଆସନ୍ତା ଜୁଲାଇ ୩ରେ ଅନୁଷ୍ଠିତ ହେବ। ଚଳିତବର୍ଷ ଆଇଆଇଟି ଖଡ଼ଗପୁର ଏହି ପରୀକ୍ଷା ଆୟୋଜନ କରିବ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ: ଆଲର୍ଟ ରହିବାକୁ ସୁରକ୍ଷା ସଂସ୍ଥାକୁ ଗୃହ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହତ୍ୟା ଧମକ ମିଳିଛି। ଦୁଇଦିନ ପୂର୍ବରୁ ନବୀନ ନିବାସକୁ ଏ ନେଇ ଏକ ହାତଲେଖା ବେନାମୀ ଧମକପୂର୍ଣ୍ଣ ଚିଠି ଆସିଛି। ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ମିଳିବା ପରେ ରାଜ୍ୟ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ ହୋଇଉଠିଛନ୍ତି।…

ଆଜିଠାରୁ ସ୍କୁଲ

ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଯିବେ। ଏଥିଲାଗି ନିର୍ଦ୍ଧାରିତ ସମୟ ପୂର୍ବରୁ କ୍ୟାମ୍ପସ ପରିସରରେ ଥିବା ଆସବାବପତ୍ର,…

ଆଜି ରାଜଧାନୀରୁ ୧୦ ନୂଆ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୧

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜଧାନୀରୁ ଗୁରୁବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।…

ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…

୫୪୦୦ କୋଟି ପୁଞ୍ଜିନିବେଶକୁ ଅନୁମୋଦନ

ଭୁବନେଶ୍ୱର, ୬ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୫ ତମ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚ୍‌ଏଲ୍‌ସିଏ)ବୈଠକରେ ମେଟାଲ, ସିମେଣ୍ଟ ଓ ପେଟ୍ରୋକେମିକାଲ ଭଳି ୫୩୫୮.୨୪ କୋଟି ଟଙ୍କାର ୩ଟି ବୃହତ୍‌ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏଥିରେ ୩୬୬୭ ନିଯୁକ୍ତି ସୁଯୋଗ…

ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ ସର୍ତ୍ତାବଳୀ ହଟାଅ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୧୧ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ କିପରି ଶିକ୍ଷାନୁଷ୍ଠାନ ଖୋଲିବ ସେଥିପାଇଁ ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଚାରବିମର୍ଶ କରୁଛନ୍ତି।…

ରବିବାର ଶିକ୍ଷାନୁଷ୍ଠାନ ନ ଖୋଲିବାକୁ ଦାବି

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ସବୁଦିନ ପାଠ ପଢ଼ାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ରବିବାର ପାଠ ପଢ଼ାକୁ ଶିକ୍ଷକମାନେ ନାପସନ୍ଦ କରିଛନ୍ତି। ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?