ଅନାସ୍ଥା ପ୍ରସ୍ତାବ ନେଇ ବିଜେଡି-କଂଗ୍ରେସ ମଧ୍ୟରେ ତର୍ଜମା, ବିଜେଡି ଦେଲା ବଡ ସଙ୍କେତ
ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ଅନାସ୍ଥା ପ୍ରସ୍ତାବ ଘୋଷଣାକୁ ଜବାବ ଦେଇ ବିଜୁ ଜନତା ଦଳ (ବିଜେଡି)…
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୩।୭: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି। ଢେଙ୍କାନାଳ ସଦର…
ସରକାରଙ୍କ ବଡ଼ ପଦକ୍ଷେପ: ରାଜ୍ୟରେ ୫୬ କୋର୍ଟ ପାଇଁ ସୃଷ୍ଟି ହେଲା ୮୪୦ ନୂଆ ପଦବୀ
ଭୁବନେଶ୍ୱର,୨୩ା୭: ରାଜ୍ୟର ୫୬ ନୂଆ କୋର୍ଟ ପାଇଁ ୮୪୦ ନୂଆ ପଦବୀ ସୃଷ୍ଟି ହୋଇଛି। ଗେଜେଟେଡ ଓ ଅଣଗେଜେଟେଡ୍ ବର୍ଗର ୮୪୦ ନୂଆ ପଦବୀକୁ ମଞ୍ଜୁରୀ କରିଛନ୍ତି ରାଜ୍ୟ ସରକାର। ଏନେଇ ଆକାଉଣ୍ଟାଣ୍ଟ ଜେନେରାଲଙ୍କୁ ଚିଠି କରିଛି ଆଇନ ବିଭାଗ। ଏହି…
ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୩ା୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍ ଚାନ୍ସେଲର(VC) ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର ହୋଇଥିଲା।…
ଖସିଯିବେ ସମୀର ସାର୍! ICC ରିପୋର୍ଟରେ ସାଂଘାତିକ ଖୁଲାସା, ଫିଟିଗଲା ବାଟ…
ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫଏମ କଲେଜର ଛାତ୍ରୀ ମୃତ୍ୟୁ ମାମଲାରେ ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ କଲେଜର ଅଧ୍ୟାପକ ସମୀର ସାହୁ ଗିରଫ ହୋଇଥିବା ବେଳେ ପରେ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଥିଲା। ଅନ୍ୟପଟେ କଲେଜରେ…
ବିଏମ୍ସି ଅଧିକାରୀଙ୍କୁ ମାଡିବସିଲା ଭିଜିଲାନ୍ସ, ସକାଳୁ ସକାଳୁ ଚଢ଼ାଉ
ଭୁବନେଶ୍ୱର,୨୩।୭: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି…
ଦିଲ୍ଲୀରେ ଚାଲିଛି ‘ଓଡ଼ିଶା ମନ୍ଥନ’: କେତେଜଣ ମନ୍ତ୍ରୀ ହୋଇପାରନ୍ତି ବିଦା,ହୋଇପାରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୨୩ା୭(ସୁନିତ୍ ମିଶ୍ର):ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଭାଜପା ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଗସ୍ତ କରିଛନ୍ତି। ଦଳର ଏହି ୨ ଶୀର୍ଷ ନେତୃତ୍ୱ ଏକାସଙ୍ଗେ ଦିଲ୍ଲୀ ଗସ୍ତରେ ଯିବା ରାଜନୈତିକ…
ଏହି କଥା ପାଇଁ ବିଚଳିତ ହୋଇପଡ଼ିଲେଣି ନବୀନ: କ୍ଷୋଭରେ କହିଲେ…
ଭୁବନେଶ୍ୱର,୨୩ା୭(ସୁନିତ୍ ମିଶ୍ର):ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ନବୀନ କହିଛନ୍ତି, ଯାଜପୁରରେ ବଳାତ୍କାର, ଜଗତ୍ସିଂହପୁର, ମାଲକାନଗିରିରେ ଗଣବଳାତ୍କାର ଓ ପୁରୀରେ ଯୌନ ନିର୍ଯାତନା…
IAS ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ପୁରୀ ଜିଲାପାଳ, ୪୮ ଜଣ IASଙ୍କୁ ଅଦଳବଦଳ
ଭୁବନେଶ୍ୱର,୨୨।୭: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ଏହି ଅଦଳବଦଳରେ ସଚିବଙ୍କ ସହ କିଛି ଜିଲାର ଜିଲାପାଳ ମଧ୍ୟ ବଦଳି ହୋଇଛନ୍ତି। ରାତି ଅଧରେ ଆସିଲା ବଡ଼ ଖବର । IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର…
IAS ସ୍ତରରେ ବଡ଼ ଅଦଳବଦଳ, ବିଏମସି କମିଶନର ହେଲେ…
ଭୁବନେଶ୍ୱର,୨୨।୭: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ବିଏମସି କମିଶନର ହେଲେ ଚଞ୍ଚଲ ରାଣା। ଚଞ୍ଚଲ ରାଣା ବର୍ତ୍ତମାନ ପୁରୀ ଜିଲାପାଳ ଅଛନ୍ତି। ରଥ ଅଘଟଣ ପରେ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଇଥିଲେ। ସେହିପରି ରୁପା ରୋଶନ ସାହୁ ହେଲେ…
ଉଦିତ ପ୍ରଧାନଙ୍କୁ ନେଇ ସାଂଘାତିକ ଖୁଲାସା, ସେଦିନ ରାତିରେ…
ଭୁବନେଶ୍ୱର,୨୨।୭: ଗିରଫ ପରେ ଜେଲରେ ଅଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ ହୋଇଥିବା ଉଦିତଙ୍କୁ କଂଗ୍ରେସ ନିଲମ୍ବନ କରିଛି। ତେବେ ଏହାରି ଭିତରେ…
ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର, ଏହିଦିନ ମିଳିବ ଟଙ୍କା…
ଭୁବନେଶ୍ୱର,୨୨ା୭: ସୁଭଦ୍ରାକୁ ନେଇ ବଡ଼ ଖବର। ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ରାଜ୍ୟରେ ଅଙ୍ଗନୱାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରୀଛାତ୍ର ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ…
Archives


