ମେଟ୍ରୋ

ଅବପାତ ରୂପ ନେବ ଲଘୁଚାପ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର…

ଅଧଘଣ୍ଟା ପୂର୍ବରୁ କରିହେବ ରିଜର୍ଭେଶନ ଟିକେଟ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ରେଳ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଟିକେଟ ସଂରକ୍ଷଣ ନିୟମରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ସାଧାରଣତଃ ଟ୍ରେନ୍‌ ଷ୍ଟେଶନ ଛାଡିବାର ୪ ଘଣ୍ଟା ପୂର୍ବରୁ ସିଟ୍‌ ରିଜର୍ଭେଶନର ପ୍ରଥମ ଚାର୍ଟ ପ୍ରକାଶ ପାଇଥାଏ। ବର୍ତ୍ତମାନ ଅଧଘଣ୍ଟା ପୂର୍ବରୁ ଦ୍ୱିତୀୟ…

କାମ ଦେଉନି ଅକ୍ଷୟ ଶକ୍ତି ନୀତି

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଦେଶ ତଥା ରାଜ୍ୟରେ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ପାରମ୍ପରିକ ଶକ୍ତିଗୁଡ଼ିକ ଉପରେ ଚାପ ବୃଦ୍ଧି ପାଇବା ସହ ଉତ୍ପାଦନ ଖର୍ଚ୍ଚ ବଢୁଥିବାରୁ ବିକଳ୍ପ ଭାବେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋଗ୍ୟାସ୍‌…

ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ

ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ…

ରାଜଧାନୀରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା: ଆହତଙ୍କ ପାଇଁ ମାଗଣା ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ବର୍ତ୍ତମାନ ନିଆଁ ଲିଭାଇବା ଏବଂ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଏହି ଘଟଣାରେ ସମସ୍ତ ଆହତଙ୍କ ପାଇଁ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଗଣାରେ ଚିକିତ୍ସା…

ରାଜଧାନୀରେ ଭୟଙ୍କର ବିସ୍ଫୋରଣ : ପେଟ୍ରୋଲ ପମ୍ପରେ ଲାଗିଲା ନିଆଁ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର ଜଳୁଛି। ବିସ୍ଫୋରଣର ଶବ୍ଦ ଖୁବ୍‌ ଜୋର୍‌ରେ ଥିଲା। ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ…

ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱରୁ ସର୍ବାଧିକ ୪…

ଆଜି ରାଜ୍ୟରେ ପୁଣି ୨୯୯୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ସବୁ ପଞ୍ଚାୟତକୁ ଏପ୍ରିଲ ସୁଦ୍ଧା ଇଣ୍ଟରନେଟ୍‌ ସଂଯୋଗ

ଭୁବନେଶ୍ୱର,୭ା୧୦(ବ୍ୟୁରୋ):ରାଜ୍ୟର ସବୁ ପଞ୍ଚାୟତରେ ଇଣ୍ଟରନେଟ୍‌ ସଂଯୋଗ କରାଯିବ। ୫-ଟି ଢାଞ୍ଚାରେ ପ୍ରଶାସନକୁ ତ୍ୱରାନ୍ବିତ କରିବା ଲାଗି ଏହି ପଦକ୍ଷେପ ନେଇ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟାନ୍ବୟନ…

ଜେଇଇ ଆଡଭାନ୍ସଡରେ ଓଡିଏମ୍‌ ବିଦ୍ୟାର୍ଥୀଙ୍କ କୃତିତ୍ୱ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ଆଇଆଇଟି ଦିଲ୍ଲୀ ଏବଂ ଜଏଣ୍ଟ ଆଡମିଶନ୍‌ ବୋର୍ଡ (ଜେ.ଏ.ବି) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ଆଡଭାନ୍ସଡ-୨୦୨୦ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରମାନେ କୃତିତ୍ୱ ହାସଲ କରି ବିଦ୍ୟାଳୟ ପାଇଁ…

ସାଇବର ଠକଙ୍କ ଶିକାର ହେଲେ ସ୍ବତନ୍ତ୍ର ସଚିବ

ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ରାଜ୍ୟରେ ଏବେ ସାଇବର ଠକଙ୍କ କାରନାମା ବଢିବାରେ ଲାଗିଛି। ସାଧାରଣ ଲୋକଙ୍କ ସମେତ ଏମାନେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କଲେଣି। ଦୁଇଦିନ ତଳେ ସାଇବର ଠକଙ୍କ ଶିକାର ହୋଇଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri