Odisha Elections 2024

ମେଟ୍ରୋ

ନରସିଂହ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କଂଗ୍ରେସ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ମାତ୍ର ୯ଟି ଆସନ ପାଇଁ ତୃତୀୟ ସ୍ଥାନକୁ ଖସିଯାଇଛି। ତେବେ ଦଳ ପକ୍ଷରୁ କାହାରିକୁ ବିଧାୟକ ଦଳ ନେତାଭାବେ ନିଷ୍ପତ୍ତି ହୋଇ ନ ଥିଲା। ୨୫ରେ ବିଧାନସଭାର ବଜେଟ୍‌ ଅଧିବେଶନ...

ଆସନ୍ତା ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କିଛିଦିନ ହେବ ବନ୍ଦ ରହିଥିଲା। ଏହାସହ ଜିଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ବନ୍ଦ ରହିଥିଲା। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତି ଦୂର ହୋଇଯାଇଥିବାରୁ ଜୁଲାଇ...

ଫନୀ ପ୍ରଭାବିତ ୫ ଜିଲାର ହିତାଧିକାରୀ ପାଇବେ ଅତିରିକ୍ତ ଭତ୍ତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳ ପାଇଁ ସରକାରଙ୍କ ନୂଆ ଘୋଷଣା। ଫନୀ ଦ୍ୱାରା ବିଶେଷ ପ୍ରଭାବିତ ହୋଇଥିବା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଖୋର୍ଦ୍ଧା ଜିଲା ପାଇଁ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ଭତ୍ତା। ମଧୁବାବୁ ପେନ୍‌ସନ...

ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେଉଛି। ଉଭୟ ବିରୋଧୀ ଓ ଶାସକ ପରସ୍ପରକୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଥର କଂଗ୍ରେସକୁ ହଟାଇ ଭାଜପା ମୁଖ୍ୟ ବିରୋଧୀ ଦଳ ଆସନରେ ବସିଛି। ଗତ ବିଧାନସଭା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୯କୋଟି ୨୪ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଫନୀ ବାତ୍ୟା ଦୁର୍ଗତଙ୍କ ପୁନରୁଦ୍ଧାର ପାଇଁ ସୋମବାର ଅନେକ ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ପକ୍ଷରୁ ୫ କୋଟି ଟଙ୍କା ଦିଆଯାଇଥିବା ବେଳେ ସେଣ୍ଟ୍ରାଲ...

ରବି ଧାନ ସଂଗ୍ରହଣ ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ: ୧୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୨୫।୬(ବ୍ୟୁରୋ)ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ରବି ଧାନ ସଂଗ୍ରହଣ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସୋମବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ୨୦୧୮-୧୯ ରବି ସଂଗ୍ରହଣ ଋତୁରେ ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି...

ଚୌଦ୍ୱାର ଜେଲରେ କଏଦୀଙ୍କୁ ହତ୍ୟା

କଟକ ଅଫିସ୍‌/ ଚୌଦ୍ୱାର, (ଡି.ଏନ.ଏ.),୨୫।୬: ଚୌଦ୍ୱାର ଜେଲ ଭିତରେ ସୋମବାର ଜଣେ କଏଦୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କଟକ ବିଡାନାସୀ ଥାନା ଅନ୍ତର୍ଗତ ତୁଳସୀପୁର ମଠସାହିର ଅଞ୍ଚଳର ରମେଶ ପ୍ରଧାନ(୫୫)। ତାଙ୍କ ସହ ଆଜୀବନ ସଜା କାଟୁଥିବା ଜଗତ୍‌ସିଂହପୁର...

ଦେବଗଡ଼ରୁ ବାଘ ଛାଲ ଜବତ ଘଟଣା: ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା ଏନ୍‌ଟିସିଏ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବଗଡ଼ ଜିଲାରୁ ଜବତ ହୋଇଥିବା କଲରାପତରିଆ ବାଘ ଛାଲ ଜବତ ଘଟଣାରେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଘଟଣାରେ କ’ଣ ପଦକ୍ଷେପ ନିଆଯାଇଛି, ତା’ର ଏକ ବିସ୍ତୃତ ରିପୋର୍ଟ ଦେବାକୁ ସୋମବାର...

ଭିମ୍‌ସାର, ଏସ୍‌ସିବି ନର୍ସିଂ କଲେଜ୭୦ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର ନର୍ସିଂ କଲେଜ ଓ କଟକ ଏସ୍‌ସିବି ନର୍ସିଂ କଲେଜ ପାଇଁ ୭୦ ନୂତନ ପଦବୀ ସୃଷ୍ଟି କରିବା ନିମନ୍ତେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭିମ୍‌ସାର ସରକାରୀ ନର୍ସିଂ କଲେଜରେ ୨୪ ଶିକ୍ଷକ...

ସ୍ପଷ୍ଟ କଲା ସାଧାରଣ ପ୍ରଶାସନ ବିଭାଗ: ମାସର ଦ୍ୱିତୀୟ ଶନିବାର ବି ଛୁଟି ରହିବ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂର୍ବଭଳି ମାସର ଦ୍ୱିତୀୟ ଶନିବାର ସରକାରୀ ଛୁଟି ଦିବସ ରହିବ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରି ସ୍ପଷ୍ଟ କରାଯାଇଛି। ଏଥିସହିତ ପ୍ରତ୍ୟେକ...

ବିଧାନ ସଭାରେ ସଦସ୍ୟଙ୍କୁ ସିଟ୍‌ ଆବଣ୍ଟନ

ଭୁବନେଶ୍ୱର,(ବ୍ୟୁରୋ)୨୫।୬: ଷୋଡ଼ଶ ବିଧାନ ସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ନବନିର୍ବାଚିତ ବିଧାୟକମାନଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି। ଏ ନେଇ ଓଡ଼ିଶା ବିଧାନ ସଭା ସଚିବାଳୟ ପକ୍ଷରୁ ସୋମବାର ବଜ୍ଞପ୍ତି ପ୍ରକାଶ...

ସ୍ନାନଯାତ୍ରା ବ୍ୟବସ୍ଥାବଳୀ ଉଲ୍ଲଂଘନ: ପୁରୀ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ ଅଫିସ,୨୫।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ବିଶୃଙ୍ଖଳା ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନମଣ୍ଡପରେ ବ୍ୟବସ୍ଥାବଳୀ ଉଲ୍ଲଂଘନ କରିଥିବା ସେବାୟତ ଏବଂ ଅନ୍ୟମାନଙ୍କ ବିରୋଧରେ ତ୍ୱରିତ୍ୱ ପଦକ୍ଷେପ ନେଇଛି। ଏ ନେଇ ପୁରୀ ବିଧାୟକ ଜୟନ୍ତ କୁମାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri