ମେଟ୍ରୋ

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।…

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ ମାନିବା…

ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ ୪୯,…

ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୭

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ବିଧାନସଭା ସମ୍ମୁଖରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି। ଅଧିବେଶନ…

ପରୀ ହତ୍ୟା ମାମଲାର ହେବ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ନୟାଗଡ଼ ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି ଘୋଷଣା କହିଛନ୍ତି। ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

୧୦୦ କୋଟିରୁ ଊର୍ଦ୍ଧ୍ୱ କାରବାର କରିଛନ୍ତି ବାପ, ପୁଅ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଫିସର ତଥା ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପାଇଁ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ଦେଶର ୧୩ ସ୍ଥାନରେ ଚଢାଉ ଜାରି ରହିଛି। ୨ଦିନର ଯାଞ୍ଚରେ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ଗତ…

କ୍ୟାପିଟାଲ ହସ୍ପିଟାଲରେ ଏମ୍‌ଆର୍‌ଆଇ ବିଭାଗ ଖୋଲିଲା

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଏମ୍‌ଆର୍‌ଆଇ ବିଭାଗ ଖୋଲିଛି। ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାକୁ ଲୋକାର୍ପଣ କରିଛନ୍ତି। ଏଣିକି ରୋଗୀମାନେ ଏମ୍‌ଆର୍‌ଆଇ ପରୀକ୍ଷା ପାଇଁ ବାହାରକୁ ଯିବେ ନାହିଁ। ହସ୍ପିଟାଲରେ ହିଁ ଏହି…

୭୦୦ ପିଆଜ ଷ୍ଟୋରେଜ୍‌ ଷ୍ଟ୍ରକ୍ଚର ନିର୍ମାଣ ଲକ୍ଷ୍ୟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ କୃଷିଜାତ ଦ୍ରବ୍ୟ ସାଇତି ରଖିବା ପାଇଁ ମୋଟ ୪୯ଟି ଶୀତଳଭଣ୍ଡାର କାର୍ଯ୍ୟକ୍ଷମ ଅଛି। ଏହି ୪୯ ଶୀତଳଭଣ୍ଡାରର ମୋଟ ସଂରକ୍ଷଣ କ୍ଷମତା ପ୍ରାୟ ୨ଲକ୍ଷ ୩୨ହଜାର ୮୮୦ମେଟ୍ରିକ୍‌ ଟନ୍‌। ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ଶୀତଳଭଣ୍ଡାର ମଧ୍ୟରୁ ୫ଟି ସରକାରୀ…

କାନୁପୁର ସ୍ପିଲ୍‌ ଚ୍ୟାନେଲ ପୋଲ ନିର୍ମାଣ ବିଳମ୍ବ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଜାତୀୟ ରାଜପଥ ୨୧୫ କାନୁପୁର ସ୍ପିଲ ଚ୍ୟାନେଲ ଉପରେ ୪ ଲାଇନ ବିଶିଷ୍ଟ ପୋଲ ନିର୍ମାଣ ବିଳମ୍ବ ହେବାରେ ଲାଗିଛି। ଦୀର୍ଘଦିନ ହେବ ଏହି ପୋଲ ନିର୍ମାଣ ହୋଇପାରୁ ନ ଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହାର ନିର୍ମାଣ…

ଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକମାରଣ ନୀତି ବିରୋଧରେ ୧୦ କେନ୍ଦ୍ର୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଗୁରୁବାର ଦିଆଯାଇଥିବା ଭାରତ ବନ୍ଦ ଡାକରା ଆଂଶିକ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି। ସେଣ୍ଟର ଅଫ ଇଣ୍ଡିଆନ ଟ୍ରେଡ ୟୁନିୟନ (ସିିଟୁ), ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri