୩ ବର୍ଷରେ ୭୫୦ ସଡ଼କ ଦୁର୍ଘଟଣା, ୨୬୪ ମୃତ
ଖୋର୍ଦ୍ଧା ଅଫିସ, ୧ା୧:ରାଜ୍ୟରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ତାଳଦେଇ ମୃତ୍ୟୁହାର ମଧ୍ୟ ବଢିଚାଲିଛି। ସଡ଼କ ଦୁର୍ଘଟଣା ନିୟନ୍ତ୍ରଣ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ନୂତନ ମୋଟରଯାନ ସଂଶୋଧନ ଆଇନ ୨୦୧୯ କାର୍ଯ୍ୟକାରୀ…
ଆଜି ଦାୟିତ୍ୱ ନେବେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଛନ୍ତି। ଜାନୁୟାରୀ ୧ ତାରିଖ ଅର୍ଥାତ୍ ଶୁକ୍ରବାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ। କୋଭିଡ କଟକକଣା ଥିବାରୁ ବିଦାୟୀ ମୁଖ୍ୟ…
ଓବିସି, ଏସ୍ଇବିସି ବର୍ଗଙ୍କ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ରହୁ
ଭୁବନେଶ୍ୱର,୧ା୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଲାଗି ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷା ନିମନ୍ତେ ସ୍ଥାନ ସଂରକ୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ା ଏହି ପରିପ୍ରେକ୍ଷୀରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଚାକିରି କ୍ଷେତ୍ରରେ ଓ…
ବର୍ଷକରେ ୨୫ କୋଟିର ବ୍ରାଉନ୍ସୁଗାର ଜବତ
ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି ଏସ୍ଟିଏଫ୍। ରାଜଧାନୀରୁ କୋରାପୁଟ ପର୍ଯ୍ୟନ୍ତ ସାରା ରାଜ୍ୟରେ ଚଢାଉ କରି ବ୍ରାଉନସୁଗାର ଓ ଗଞ୍ଜେଇ…
କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ
ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍ମିକ୍ ଲାଇଟ୍ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍। କଟକ ଓ ଭୁବନେଶ୍ୱରରେ ୭ ଘଣ୍ଟିଆ କର୍ଫୁ ସତେ ଯେମିତି ସତର୍କ କରାଉଥିଲା। ନିର୍ଜନତା ଭିତରେ…
ଜଷ୍ଟିସ୍ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ/ କଟକ ଅଫିସ୍: ୧।୧:ଜଷ୍ଟିସ ଏସ୍. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବା ଲାଗି…
ଆଜିଠାରୁ ଡବଲ ହେଲ୍ମେଟ ଚେକିଂ
ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ…
ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଥିବା ଗୁରୁବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା…
ଜାନୁୟାରୀ ପହିଲାରୁ ଡବଲ ହେଲ୍ମେଟ ଚେକିଂ କଡ଼ାକଡ଼ି
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ ଓ…
ବିଶ୍ୱସ୍ତରୀୟ ହେବ ଏସ୍ସିବି ମେଡିକାଲ କଲେଜ
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ ପରିଣତ କରାଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି…
ଭୁବନେଶ୍ୱରରୁ ୨୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଟୁଇନ୍ ସିଟିରେ ୧୪୪ ଧାରା
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍ ସିଟି ଅର୍ଥାତ୍ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଜିରୋ ନାଇଟ୍ ଭିଡ଼ ଏଡ଼ାଇବାକୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁବାର…

