ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨,...
ଖୁବ୍ଶୀଘ୍ର ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୨।୮(ବ୍ୟୁରୋ)- ରାଜ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇସାରିଛି। ତେଣୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇଦିନ ଭିତରେ ଯୁକ୍ତ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର...
ଅମିତ ଶାହାଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୮(ବ୍ୟୁରୋ)-କରୋନାରେ ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍-୧୯ରେ ଆକ୍ରାନ୍ତ ହୋଇ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ହସ୍ପିଟାଲରେ ଭର୍ତ୍ତି ହେବା ଖବର ଜାଣି ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ...
ଭୁବନେଶ୍ୱରରେ ଆଉ ୧୧୮ କରୋନା ପଜିଟିଭ
ଭୁବନେଶ୍ୱର,୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଗିଣିଆରୁ ୨, ଅଶୋକ ନଗରରୁ ଜଣେ,...
ଆଜି ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୯୭କୁ ବୃଦ୍ଧି
ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ସୁନ୍ଦରଗଡ଼ ଜିଲାର ୭୩ ବର୍ଷୀୟ ବ୍ୟକ୍ତି(ମଧୁମେହ ସହ ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଖୋର୍ଦ୍ଧାର ୫୮ ବର୍ଷୀୟ ବ୍ୟକ୍ତି(ମଧୁମେହରେ ପୀଡ଼ିତ), ଗଞ୍ଜାମର ୫୭ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୭୮ ବର୍ଷୀୟ ବୃଦ୍ଧା(ଅନ୍ୟାନ୍ୟ...
ଅଗଷ୍ଟ ଆରମ୍ଭରୁ ଡରାଇଲାଣି କରୋନା: ଆଜି ୨୯ ଜିଲାରୁ ଚିହ୍ନଟ ହେଲେ ୧୪୩୪ ଆକ୍ରାନ୍ତ; ମୋଟ ସଂଖ୍ୟା ୩୪ ହଜାର ଟପିଲା
ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୮୯ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୫୪୫ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା...
ଆଦିତ୍ୟ ମୃତ୍ୟୁ ମାମଲା: ସେବାଶ୍ରମରେ କ୍ରାଇମ୍ବ୍ରାଞ୍ଚର ଖୋଳତାଡ଼
ଭୁବନେଶ୍ୱର,୨।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଶନିବାର କ୍ରାଇମ୍ବ୍ରାଞ୍ଚର ୪ ଜଣିଆ ଟିମ୍ ସୁନ୍ଦରପଦାସ୍ଥିତ ପିପୁଲ ଫର୍ ସେବାଶ୍ରମକୁ ଯାଇ ଛାନଭିନ୍ କରିଛି। ସେବାଶ୍ରମରେ ଥିବା ଆଦିତ୍ୟଙ୍କ ଚାମ୍ବରରେ ଅଧିକାରୀମାନେ ଆବଶ୍ୟକ ଯାଞ୍ଚ ପରେ ସେ ବ୍ୟବହାର କରିଥିବା...
ଶୋଷରେ ନୟାପଲ୍ଲୀବାସୀ
ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଧୀନ ଓ୍ବାର୍ଡ ନଂ.୩୭ର ନୟାପଲ୍ଲୀ ଅଞ୍ଚଳରେ ପିଇବା ପାଣିର ସମସ୍ୟା ଲାଗି ରହିଛି। ବିଶେଷକରି ନୟାପଲ୍ଲୀର ବେହେରାସାହି, ଆଖଣ୍ଡଳମଣି ମନ୍ଦିର ଅଞ୍ଚଳ, କଳିଙ୍ଗ ଷ୍ଟାଡିୟମ ପଛରେ ରହୁଥିବା ଲୋକେ ପିଇବା ପାଣି ପାଇଁ...
୬ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲାଗୁଡ଼ିକ ହେଲା ମାଲକାନଗିରି, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କୋରାପୁଟ ଓ କେନ୍ଦୁଝର। ତେବେ ଏହି ସମୟ ମଧ୍ୟରେ...
ସହର ପାଣି ବିପଦ ଆଣିପାରେ
ଭୁବନେଶ୍ୱର,୨।୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟବାସୀ ନିଜ ଜୀବନକୁ ନେଇ ଚିନ୍ତିତ ହୋଇପଡ଼ିଛନ୍ତି। ରାଜ୍ୟ ସରକାର ମଧ୍ୟ ଲୋକମାନଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ପ୍ରୟାସ ଚଳାଇଛନ୍ତି। ହେଲେ କରୋନା ଯୋଗୁ ଗତ ୪ମାସ ଧରି ଜଳର ନମୁନା ଠିକ୍ଭାବେ ପରୀକ୍ଷା...
ଭୁବନେଶ୍ୱରରେ ଖୋଲିବ ସପିଂ ମଲ
ଭୁବନେଶ୍ୱର,୧ା୮(ବ୍ୟୁରୋ)-ଭୁବନେଶ୍ୱରରେ ଖୋଲିବ ସପିଂ ମଲ। ଏ ନେଇ ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅନୁମତି ଦେଇଛି। ତେବେ ମଲ ଖୋଲିବା ନେଇ ବିଏମସି ପକ୍ଷରୁ ଏସଓପି ଜାରି କରାଯାଇଛି। ମଲ ପରିସରରେ ଫୁଡ କୋର୍ଟ/ଇଟେରୀ ଆଇଟମ ଖୋଲିବନି। ସେହିପରି...
ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୧ା୮(ବ୍ୟୁରୋ)-କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଏହି ସମୟରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ଏବଂ...
Archives


