ମେଟ୍ରୋ

ସାମ୍ବାଦିକଙ୍କ ମାତୃବିୟୋଗ

ଭୁବନେଶ୍ୱର, ୨୯।୧୨ (ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ହାସିମନଗର ନିବାସୀ ବରିଷ୍ଠ ସାମ୍ବାଦିକ ତଥା ଜ୍ୟୋତିର୍ବିଦ୍‌ ଦୋଳଗୋବିନ୍ଦ ପଣ୍ଡାଙ୍କ ମା’ ସରସ୍ବତୀ ପଣ୍ଡାଙ୍କ ଗତ ଶନିବାର ସକାଳ ୭ଟାରେ ମସ୍ତିଷ୍କାଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା।…

ବରିଷ୍ଠ ସହସମ୍ପାଦକଙ୍କ ମାତୃ ବିୟୋଗ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଧରିତ୍ରୀରେ କାର୍ଯ୍ୟରତ ବରିଷ୍ଠ ସହସମ୍ପାଦକ ଦୁର୍ଯ୍ୟୋଧନ ମିଶ୍ରଙ୍କ ମା’ ବିଶାଖା ଦେବୀଙ୍କ ରବିବାର ସନ୍ଧ୍ୟା ସାଢେ ୭ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ତାଙ୍କ ଘର ସୁବର୍ଣ୍ଣପୁର ଜିଲା ବିନିକା ନୂଆପଡାରେ। ସେ…

ମହିଳା ସଶକ୍ତୀକରଣ ନେଇ ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତୀକରଣ କଥା ଉଠାଇଥିଲେ। କେନ୍ଦ୍ରମନ୍ତ୍ରୀ…

ମିଳୁନି ମୂଲ୍ୟ, କ୍ଷତି ସହୁଛନ୍ତି ବୁଣାକାର

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କରୋନାଜନିତ ଲକ୍‌ଡାଉନ ପାଇଁ ସମଗ୍ର ଓଡ଼ିଶାରେ ବୁଣାକାରମାନେ ଅସୁବିଧା ଭୋଗୁଛନ୍ତି। ମେଳା, ମହୋତ୍ସବ ଓ ପ୍ରଦର୍ଶନୀ ବନ୍ଦ ଥିବାରୁ ବୁଣାକାରଙ୍କ ଉତ୍ପାଦିତ ସାମଗ୍ରୀ ବିକ୍ରି ହୋଇପାରୁନି। ଏଭଳି ସମୟରେ ବୁଣାକାର ଓ ହସ୍ତଶିଳ୍ପୀଙ୍କ ସାମଗ୍ରୀ କିଣିବାପାଇଁ ରାଜ୍ୟ ସରକାର ମାତ୍ର…

ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବରିଷ୍ଠ ଖ୍ୟାତନାମା ଓଡ଼ିଆ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର (୮୪) ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ନିମୋନିଆ ସହ ଅନ୍ୟ କେତେକ ରୋଗରେ ପୀଡିତ ଥିବା ସୂଚନା ମିଳିଛି। ରବିବାର ରାତିରେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ…

ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଛତ୍ରପୁର ଆସିଷ୍ଟାଣ୍ଟ କଲେକ୍ଟର ବିଶ୍ୱମ୍ବର ରଥଙ୍କୁ ଡେପୁଟି କଲେକ୍ଟର(ରାଜସ୍ବ) ଭାବେ ନିଯୁକ୍ତି…

ଓଡ଼ିଶା ପୋଲିସକୁ ପ୍ରଶଂସା କଲେ ବିପିନ ରାଓ୍ବତ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ସୁରକ୍ଷାର ଅଗ୍ରଦୂତ ହେଉଛି ପୋଲିସ। ଯେକୌଣସିି ସଙ୍କଟ କାଳରେ ସରକାରଙ୍କ ସବୁଠାରୁ ଅଧିକ ଦୃଶ୍ୟମାନ ଓ ପ୍ରଥମ ପ୍ରତିକ୍ରିୟା ଦେଉଥିବା ପ୍ରତିନିଧି ହେଉଛି ପୋଲିସ ବୋଲି ଭାରତର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ କହିଛନ୍ତି। କଟକସ୍ଥିତ ରାଜ୍ୟ ପୋଲିସ…

୬୨ ବ୍ରିଟେନ୍‌ ଫେରନ୍ତାଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ) : ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ୬୨ ଜଣଙ୍କ କୌଣସି ପତ୍ତା ମିଳୁନି। ସେମାନେ ଫୋନ୍‌ ଉଠାଉ ନାହାନ୍ତି କି ନିର୍ଦ୍ଦିଷ୍ଟ ଠିକଣାରେ ମିଳୁନାହାନ୍ତି। ଏନେଇ ସୋମବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ନଭେମ୍ବର…

ଜନପ୍ରତିନିଧି, ସରକାରୀ କର୍ମଚାରୀ ଦେବେ ସମ୍ପତ୍ତି ତାଲିକା

ଭୁବନେଶ୍ୱର,୨୮।୧୨(ବୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ସର୍ବଦା ସ୍ବଚ୍ଛତାକୁ ଗୁରତ୍ୱ ଦେଇ ଆସିଛନ୍ତି। ଦୁର୍ନୀତି ବିରୋଧୀ ସ୍ବରକୁ ଆହୁରି ଶାଣିତ କରିବାକୁ ସମସ୍ତ ଜନ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ସରକାରୀ…

ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୧, ବାଲେଶ୍ୱରରୁ ୨୬, ସମ୍ବଲପୁରରୁ ୨୫, ମୟୂରଭଞ୍ଜରୁ ୨୨, ପୁରୀରୁ ୨୨, ଅନୁଗୋଳରୁ ୨୦, ବରଗଡରୁ ୧୭, କଟକରୁ…

ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ରାଜଧାନୀରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ହେଟେଲ, କ୍ଲବ, କନ୍‌ଭେନ୍‌ସନ ହଲ, କଲ୍ୟାଣ ମଣ୍ଡପରେ ଏହା କରାଯାଇପାରିବ ନାହିଁ। ଏଥିସହ ଅନ୍ୟ କୌଣସି ସ୍ଥାନରେ ଅଧିକ ଜନସମାଗମ ହୋଇପାରିବ ନାହିଁ। କେବଳ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?