ମେଟ୍ରୋ

ନୂଆ ବର୍ଷରେ ନୂଆ ସୁବିଧା: ଲର୍ଣ୍ଣର ଲାଇସେନ୍ସଧାରୀଙ୍କ ଡିଏଲ ଆବେଦନ ସମୟସୀମା ବଢ଼ିଲା

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଲର୍ଣ୍ଣର ଲାଇସେନ୍ସଧାରୀଙ୍କ ପାଇଁ ଖୁସିଖବର। ଡିଏଲ ଆବେଦନ ପାଇଁ ଲର୍ଣ୍ଣର ଲଇସେନ୍ସଧାରୀଙ୍କ ଲାଗି ସମୟ ସୀମା ବଢ଼ିଛି। ସରକାର ୨୦୨୧ ମାର୍ଚ୍ଚ ୩୧ ଯାଏ ଏହାକୁ ବଢ଼ାଇଛନ୍ତି। ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ।…

ରାଜ୍ୟରେ ୨୬ ଜିଲାରୁ ୩୦୩ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ବନ୍ଦ କୋଠରିରୁ ଗଳିତ ମୃତଦେହ ଜବତ: ସମ୍ପତ୍ତି ଲୋଭରେ ହତ୍ୟା ସନ୍ଦେହ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବ୍ରହ୍ମେଶ୍ୱର ପାଟଣା ଅଞ୍ଚଳର ଏକ ବନ୍ଦ ଘରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରାଯାଇଛି। ମୃତବ୍ୟକ୍ତି ଜଣକ ହେଲେ ବିଭୂତି ଭୂଷଣ ଦାନି(୪୮)। ବିଭୂତିଙ୍କ ଘରୁ ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ…

୯ ମାସ ଅପେକ୍ଷାର ଅନ୍ତ: ଆଜିଠୁ ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.), ୨୭ା୧୨: ପୁରୀ ଶ୍ରୀମନ୍ଦିର ପରେ ରବିବାରଠାରୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀଲିଙ୍ଗରାଜ ମନ୍ଦିର। ଏଥିପାଇଁ ଏକାମ୍ରକ୍ଷେତ୍ର ପୂରା ପ୍ରସ୍ତୁତ ରହିଥିବାବେଳେ ଦୀର୍ଘମାସ ପରେ ପ୍ରଭୁଙ୍କ ଦର୍ଶନ ପାଇଁ ଉତ୍କଣ୍ଠାରେ ଶ୍ରଦ୍ଧାଳୁ। ଶନିବାର ଅପରାହ୍ନରେ ଅଗ୍ନିଶମ ବିଭାଗ ପକ୍ଷରୁ ଲିଙ୍ଗରାଜ…

ମହିଳା ସଂରକ୍ଷଣକୁ ଜୋର୍‌

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍‌ଦାର କରିବ। ଲୋକ ସଭା, ରାଜ୍ୟ ସଭା ଏବଂ ବିଧାନସଭାର ପ୍ରତି ଅଧିବେଶନରେ ବିଜେଡି ମହିଳା ସଂରକ୍ଷଣ ବିଷୟ…

ରାଜ୍ୟରେ ସୁସ୍ଥ ହେଲେ ୩୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୨, ବଲାଙ୍ଗିରିରୁ ୨୮, କଟକରୁ ୨୮, ସମ୍ବଲପୁରରୁ ୨୭, କେନ୍ଦୁଝରରୁ ୨୦, ବାଲେଶ୍ବରରୁ ୧୬, ଯାଜପୁରରୁ ୧୬, ମୟୂରଭଞ୍ଜରୁ…

୩୦ରୁ ଶୀତ କମିବ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ)-ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବାରେ ଲାଗିଛି। ଗତ ଦୁଇ ତିନି ଦିନ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ଏଭଳି ସ୍ବାଭାବିକ ଅବସ୍ଥାରେ ରହିବ। ଡିସେମ୍ବର ୩୦ରୁ ଶୀତ…

ରବିବାରଠାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍‌.ଏ.)-ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶନିବାର ମନ୍ଦିର ପରିସରକୁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସାନିଟାଇଜ୍‌ କରାଯାଇଛି। ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ପରିବାରର ସଦସ୍ୟମାନେ ଶ୍ରୀଲିଙ୍ଗରାଜ ମନ୍ଦିରକୁ…

ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ବ୍ରିଟେନ୍‌ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ ଚିକିତ୍ସା…

ରାଜ୍ୟରେ ସୁସ୍ଥ ହେଲେ ୪୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡରୁ ଜିଲାରୁ ସର୍ବାଧିକ ୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ…

ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ଗୁଳି ଓ ବନ୍ଧୁକ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ବନ୍ଧୁକ ଓ ଗୁଳି। ଶୁକ୍ରବାର କମିଶନରେଟ ପୋଲିସ ଚଢାଉ କରି ୩ଟି ବନ୍ଧୁକ ଓ ୧୭୦ ରାଉଣ୍ଡ ଗୁଳି ଜବତ କରିଛି। ଏ ନେଇ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?