ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ
ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ...
ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର
ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ...
ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…
ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ...
ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ
ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ...
ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ
ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ ଛାଡି ଭାଜପାରେ ମିଶିଥିବା ଅନେକ ବଡ଼ ବଡ଼ ନେତା ମଧ୍ୟ ମୁହଁ ଫିଟାଇଛନ୍ତି।...
ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି
ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍ ଶୀଘ୍ର ଘୋଷଣା ହେବ ରାଜ୍ୟ...
ରାଜନୀତିରେ ହଇଚଇ: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ
ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କୁ ନେଇ ସସ୍ପେନ୍ସ ବଢ଼ାଇଛି। ସେ କହିଛନ୍ତି , ବରିଷ୍ଠ...
ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା
ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଅନ୍ୟପକ୍ଷେ ରାଜନୈତିକ କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା...
ଶରଣକୁଳ ଥାନା ଏସ୍ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…
ଭୁବନେଶ୍ୱର,୧୬।୪(ସତ୍ୟଜିତ୍ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ନୟାଗଡ଼ ଜିଲା ଶରଣକୁଳ ଥାନା ଏସ୍ଆଇ ରାଜେଶ କୁମାର ଶ୍ରୀଚନ୍ଦନ (୨୦୧୭ ବ୍ୟାଚ୍)...
SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ
ଭୁବନେଶ୍ୱର, ୧୫ା୪(ସୁନିତ୍ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍ଏଚ୍ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ...
ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା
ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି...
ପଞ୍ଚାୟତ ଉପ-ନିର୍ବାଚନ ପୂର୍ବରୁ ଅଗ୍ନିପରୀକ୍ଷା, କ’ଣ କରିବ ବିଜେଡି? କଂଗ୍ରେସ ପାଇଁ ବଡ଼ ଚ୍ୟାଲେଞ୍ଜ
ଭୁବନେଶ୍ୱର,୧୫।୪: ଲୋକପ୍ରିୟତାର ପରୀକ୍ଷା ହେବ ଉପ ନିର୍ବାଚନ। ଛୋଟ ନିର୍ବାଚନ ହେଲେ ଦେଖେଇବ ବଡ଼ ପ୍ରଭାବ। ଆଗକୁ ରାଜ୍ୟର ପ୍ରମୁଖ ୩ଦଳ ବିଜେଡି ଭାଜପା ଓ କଂଗ୍ରେସ ପାଇଁ ବଡ଼ ଆହ୍ବାନ ହେବାକୁ ପଞ୍ଚାୟତ ଉପ ନିର୍ବାଚନ। ଉପ ନିର୍ବାଚନ...
Archives


