ମେଟ୍ରୋ

ରାଜ୍ୟରେ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଆଉ ୮୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୮୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ୮୭୮ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୩୯୬ ଜଣ, ଖୋର୍ଦ୍ଧାରୁ ୧୧୪ଜଣ, ଗଜପତିରୁ ୪୯ଜଣ, ଜଗତସିଂହପୁରରୁ ୪୪ଜଣ, କୋରାପୁଟରୁ ୩୫ଜଣ, ବାଲେଶ୍ୱରରୁ ୩୩ଜଣ, କନ୍ଧମାଳରୁ ୨୯ଜଣ, ଅନୁଗୋଳରୁ ୨୬ଜଣ, କେନ୍ଦୁଝରରୁ...

ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ...

ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ...

ରବିନ୍ଦ୍ର ମେଡିକାଲ ହଲ୍‌କୁ ବନ୍ଦ କଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବନ୍ଦ ହେଲା ବାପୁଜି ନଗରସ୍ଥିତ ରବୀନ୍ଦ୍ର ମେଡିକାଲ ହଲ। ଏହାର ଜଣେ କର୍ମଚାରୀ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଧବାର ଏହାକୁ ବନ୍ଦ କରି ଦିଆଯାଇଛି। ଏ ବିଏମ୍‌ସି ।...

ମାଟ୍ରିକ ପରୀକ୍ଷା ଫଳ: ବରଗଡ଼ରେ ସର୍ବାଧିକ ୮୯.୩୭%, ନୂଆପଡ଼ାରେ ସର୍ବନିମ୍ନ ୬୦.୧୮% ପାସ୍‌

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ମାଟ୍ରିକ ପାସ ହାର ୭୮.୭୬% ରହିଛି। ତେବେ ବରଗଡ଼ ଜିଲାରେ ସର୍ବାଧିକ ପାସ୍‌ ୮୯.୩୭% ହୋଇଥିବାବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌...

ମାଟ୍ରିକ ପରୀକ୍ଷା ଫଳ : ୩୧ଟି ସ୍କୁଲରେ ରେଜଲ୍ଟ ଶୂନ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ପାସ୍‌ ହାର ୭୮.୭୬ % ରହିଛି। ଗତବର୍ଷଠାରୁ ଚଳିତ ବର୍ଷ ଅଧିକ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଗତବର୍ଷ ତୁଳନାରେ ପାସ୍‌ ହାର ବଢ଼ିବା ସହିତ...

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବୁଧବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ମାଟ୍ରିକ ପରୀକ୍ଷା ଫଳ: ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ୍‌ ହାର ୮୧.୯୮ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ୍‌ ହାର ରହିଛି ୭୭.୮%। ଚଳିତ ବର୍ଷ...

CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ବାହାରିଲା ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାର ୭୮.୭୬ ପ୍ରତିଶତ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳ ବୁଧବାର ସକାଳ ୧୧ଟାରେ ପ୍ରକାଶ ପାଇଛି। ଚଳିତବର୍ଷ ମାଟ୍ରିକ ପାସ୍‌ ହାର ୭୮.୭୬% ରହିଛି। ପୁଅଙ୍କ ତୁଳନାରେ ଝିଅମାନେ ଏଥର ବାଜିମାତ୍‌ କରିଛନ୍ତି। ଏ ନେଇ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା...

ବସ୍ତିରୁ ବଢୁଛି ସଂଖ୍ୟା, ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜଧାନୀରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୫ଦିନ ଲଗାତର ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ଉପରେ ଥିବାବେଳେ ଦୁଇଥର ୨୦୦ ଅତିକ୍ରମ କରିଛି। କେବଳ ଜୁଲାଇରେ ଏଯାବତ୍‌ ୨୦୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ...

ଖୁସି ବାଣ୍ଟୁଛି ଆବିଲିଟି ବଜାର

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ପବିତ୍ର ସମ୍ପର୍କକୁ ସୁଦୃଢ କରିବାକୁ ପ୍ରତିବର୍ଷ ପାଳନ କରାଯାଇଥାଏ ରାଖୀ ପୂର୍ଣ୍ଣିମା। ଭଉଣୀ ହାତରୁ ଭାଇ ରାଖୀ ପିନ୍ଧି ତା’ର ସୁରକ୍ଷା ଓ ଦୁଃଖସୁଖରେ ସାଥିରେ ଛିଡ଼ାହେବାକୁ ପ୍ରତିଜ୍ଞାବଦ୍ଧ ହୋଇଥାଏ। ଏହି ପର୍ବକୁ ପ୍ରତିବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri