ଅସିତ ତ୍ରିପାଠୀଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ଅସିତ ତ୍ରିପାଠୀ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଆଞ୍ଚଳିକ ବିକାଶ, ପର୍ଯ୍ୟଟନର ପ୍ରମୁଖ ଉପଦେଷ୍ଟା, କୃଷି ବ୍ୟବସାୟ ଓ ଶିଳ୍ପର ପ୍ରମୁଖ ଉପଦେଷ୍ଟା ଦାୟିତ୍ୱ ମଧ୍ୟ ତୁଲାଇବେ। ୨୦୧୯ ମସିହା ଅଗଷ୍ଟ ୧୯…
ସୁରେଶ ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ। ଅସିତ୍ ତ୍ରିପାଠୀଙ୍କ ପରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଦାୟିତ୍ୱରେ ଥିଲେ। ୧୯୮୬ ମସିହାର ଆଇଏଏସ୍ ଅଧିକାରୀ…
ଏପଟେ ୩୨୫ କରୋନା ପଜିଟିଭ୍ ଚିହ୍ନଟ, ସେପଟେ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୨୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୭ ଜଣ ଚିହ୍ନଟ…
‘ସହରାଞ୍ଚଳ ବିକାଶରେ ଓଡ଼ିଶା ହେବ ରୋଲ୍ ମଡେଲ’
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗୁରୁବାର ଭୁବନେଶ୍ୱର ଉପକଣ୍ଠର ୪ଟି ଗାଁ ସହଜପୁର, ନରଗୋଦା, ସଜୁପୁଟ ଓ ପାଇକରାପୁର ଗ୍ରାମବାସୀଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି।…
୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ
ଖୋର୍ଦ୍ଧା ଅଫିସ,୨୫ା୧୨:ଆସନ୍ତା ଜାନୁୟାରୀ ୩ତାରିଖରୁ ଖୋର୍ଦ୍ଧା ଜିଲାର ସମସ୍ତ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏସ୍ଓପି ଜାରି କରାଯାଇଛି। କୋଭିଡ୍-୧୯ ଗାଇଡ୍ଲାଇନ ଅନୁଯାୟୀ ମନ୍ଦିରରେ…
ଫିକା ଫିକା ବଡ଼ଦିନ
ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ):ମଧ୍ୟରାତ୍ରିରୁ ପ୍ରଭୁ ଯିଶୁଙ୍କ ଧରାବତରଣ ହୋଇଛି॥ ଆଜି ସମଗ୍ର ବିଶ୍ୱ ବଡ଼ଦିନ ପାଳୁଛି। ହେଲେ କୋଭିଡ୍ କଟକଣା ଯୋଗୁ ଏଥର ଉତ୍ସବ ଫିକା ପଡ଼ିଛି। ରାଜଧାନୀ ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଚର୍ଚ୍ଚରେ ନାହିଁ କୋଳାହଳ,…
ସଡ଼କ ଦୁର୍ଘଟଣା: ସେପ୍ଟେମ୍ବର- ଅକ୍ଟୋବରରେ ୨୭% ବଢ଼ିଲା
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟରେ ଦୁଇମାସରେ ସଡ଼କ ଦୁର୍ଘଟଣା ଆଶାତୀତ ବୃଦ୍ଧି ପାଇଛି। ୨୦୨୦ ସେପ୍ଟେମ୍ବର ଓ ଅକ୍ଟୋବରରେ ୨୭.୫ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ବୃଦ୍ଧିକୁ ନେଇ ରାଜ୍ୟ ସରକାର ଉଦ୍ବେଗ ପ୍ରକାଶ କରିବା ସହ ଜିଲାପାଳଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି।…
ଆରମ୍ଭ ହେଲା ଓଡ଼ିଶା କ୍ୟାରିଅର ପୋର୍ଟାଲ
ଭୁବନେଶ୍ୱର, ୨୫।୧୨(ବ୍ୟୁରୋ) :ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିସେଫ୍ ସହଯୋଗରେ ଗୁରୁବାର ଛାତ୍ରୀଛାତ୍ରଙ୍କ ପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲ ଆରମ୍ଭ ହୋଇଛି। ଗୁରୁବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର…
ଜେଲ ଫେରିଲେ ଅଭୟକାନ୍ତ ପାଠକ
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ସ୍କାଏ କିଙ୍ଗ୍ ଠକେଇ ମାମଲାରେ କମିଶନରେଟ ପୋଲିସ ରିମାଣ୍ଡରେ ଆଣିଥିଲା। ବୁଧବାର ୨ ଦିନିଆ ରିମାଣ୍ଡ ସରିଥିବାବେଳେ ଗୁରୁବାର ପୋଲିସ…
୩୨୧୦ କୋଟିର ଓଏମ୍ବିଏଡିସି ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଜଷ୍ଟିସ ଏକ.କେ. ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭିଡିଓକନଫରେନ୍ସ ଜରିଆରେ ଅନୁଷ୍ଠିତ ଓଭରସାଇଟି ଅଥରଟି ବୈଠକରେ ଓଡିଶା ଖଣି ଅଞ୍ଚଳ ଉନ୍ନୟନ ନିଗମ(ଓଏମବିଏଡିସି)ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ୩୨୧୦ କୋଟି ଟଙ୍କାର ୧୫ଟି ନୂତନ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ସେଥିରୁ ସୁନ୍ଦରଗଡ…
‘କରୋନାର ନୂଆ ଷ୍ଟ୍ରେନ୍, ଦ୍ୱିତୀୟ ଲହର ନୁହେଁ’
ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮ ଜିଲାରୁ ଜଣେ ବି ସଂକ୍ରମିତ ନାହାନ୍ତି। କିନ୍ତୁ ବ୍ରିଟେନରେ କରୋନାର ନୂଆ…
ରାଜ୍ୟରେ ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୪,…

