ରାଉରକେଲାରେ ହେବ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପକୁ ଓଡ଼ିଶା ସରକାର ଆୟୋଜନ କରିବେ। ଏ ନେଇ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯାଉଛି। ବିଶ୍ୱକପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଉରକେଲାର ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଦେଶର ବୃହତମ ବିଶ୍ୱସ୍ତରୀୟ…
ଭୁବନେଶ୍ୱରରୁ ଆଜି ୧୪ ପଜିଟିଭ ଚିହ୍ନଟ: ଲୋକାଲ କେସ୍ ୯
ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଓଡ଼ିଶାକୁ ବ୍ରିଟେନରୁ ଫେରିଛନ୍ତି ୪୩
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଫେରିଥିବା ୪୩ ଜଣଙ୍କ ତଥ୍ୟ ରାଜ୍ୟ ସରକାର ପ୍ରଦାନ କରିଛନ୍ତି। ଏହା ପରେ ଏସିଏସ୍ଆଇଙ୍କ ପକ୍ଷରୁ ସବୁ ଜିଲାପାଳ ଏବଂ ସିଡିଏମ୍ଓମାନଙ୍କୁ ତାଲିକା…
ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି। ଏହି ମାମଲାରେ ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗୁରୁବାର ବଡ଼ ସୂଚନା ଦେଇଛନ୍ତି। ଗଣମାଧ୍ୟମର…
ରାଜ୍ୟରେ ପୁଣି ୨୬୩ କରୋନା ପଜିଟିଭ୍ ଚିହ୍ନଟ, ୪ ମୃତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୨ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ…
ଋଣ ଆପ୍ରୁ ସର୍ବନାଶ: ରିକଭରି ଏଜେଣ୍ଟ କହୁଛନ୍ତି, ଯଦି ଶୁଝିପାରୁନ ତେବେ ମରିଯାଅ
ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୧୨(ବ୍ୟୁରୋ):ସମୟ ସହ ତାଳ ଦେଇ ମଣିଷର ଆବଶ୍ୟକତା ବଢ଼ିଥାଏ, ଯାହାକୁ ପୂରଣ କରିବାକୁ ହେଲେ ଅଧ୍ୟବସାୟ ବା ଆୟର ନିୟମିତ ଉତ୍ସ ଦରକାର। ଏଭଳି ଆବଶ୍ୟକତା ପୂରଣ ଓ ନିଜର ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲ ପାଇଁ ଅନେକ ସମୟରେ ଲୋକେ ଋଣ…
ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା
ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ ତଳେ ରହିଥିଲେ ମଧ୍ୟ ରାଜ୍ୟର ଆଦିବାସୀ ଅଞ୍ଚଳର ସ୍ଥିତି ଚିନ୍ତାଜନକ ରହିଛି। ମାଲକାନଗିରି ଜିଲାରେ…
ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…
ରାଜ୍ୟରେ ସୁସ୍ଥ ହେଲେ ୩୦୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡାରୁ ୧୪, ବାଲେଶ୍ବରରୁ…
ଭୁବନେଶ୍ୱରରେ ବ୍ରିଟେନ୍ ଫେରନ୍ତା
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ ସହିତ…
ଆଇପିଏସ୍ ଅଫିସର ସ୍ତରରେ ବଡଧରଣର ଅଦଳ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍ ଓ ଜଣେ ଓପିଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି…
ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ଅସିତ୍ କୁମାର ତ୍ରିପାଠୀ ଆସନ୍ତା ୩୧ ତାରିଖ ଦିନ ଅବସର…

