Odisha Elections 2024

ମେଟ୍ରୋ

୨୫ରୁ ବିଧାନସଭା ମୌସୁମୀ ଅଧିବେଶନ : ୨୪ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ତଥା ମୌସୁମୀ ଅଧିବେଶନ ଚଳିତ ମାସ ୨୫ରୁ ଆରମ୍ଭ ହେବାକୁ ଯାଉଛି। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ୨୪ରେ ଶାସକ ବିଜେଡି ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡିଛି। ସରକାରୀ ଦଳ...

ପୂଜା ପାଇଲେ ପଟି ଦିଅଁ:  ଆରମ୍ଭ ହେଲା ମହାପ୍ରଭୁଙ୍କ ଅଣସର ନୀତି

ପୁରୀ ଅଫିସ,୧୯ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଇ ଅଣସର ଗୃହକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ସୋମବାର ରାତି ୯ଟା ୪୫ରେ ହାତୀବେଶ ଓଲାଗି ହୋଇଥିଲା।...

ଆସୁଛି ଲଘୁଚାପ, ୨୩ରୁ ବର୍ଷିବ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣି ବଳୟ...

ଏକକ ନିର୍ବାଚନ ପ୍ରସଙ୍ଗ: ବୈଠକରେ ଯୋଗଦେବେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଦେଶରେ ପ୍ରାୟ ନିୟମିତ ବ୍ୟବଧାନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହା ସମୟ ଅପଚୟ ହେବା ସହ ବ୍ୟୟବହୁଳ ମଧ୍ୟ ହେଉଛି। ତେଣୁ ସମୟ ବଞ୍ଚାଇବା ସହ ନିର୍ବାଚନ ଖର୍ଚ୍ଚ ହ୍ରାସ କରିବା ପାଇଁ ଏକକ ନିର୍ବାଚନ କରିବା ନେଇ...

ଏନ୍‌ଇଏସ୍‌ଟି ପରୀକ୍ଷାଫଳ ପ୍ରକାଶ, କାହ୍ନା ଜୈନ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ନ୍ୟାଶନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ (ଏନ୍‌ଇଏସ୍‌ଟି) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ପଶ୍ଚିମବଙ୍ଗର ପ୍ରଣୟ ଦେ ସର୍ବଭାରତୀୟ ସ୍ତରରେ ପ୍ରଥମ ହୋଇଥିବା ବେଳେ କାହ୍ନା ଜୈନ ଓଡ଼ିଶା ଟପ୍ପର ହୋଇଥିବା ଜଣାପଡ଼ିଛି। ପ୍ରଥମ ୧୦୦ଜଣଙ୍କ ମଧ୍ୟରେ ଓଡ଼ିଶାରୁ...

ରାଜ୍ୟ ବିଦ୍ୟୁତ୍‌ କଣ୍ଟ୍ରାକ୍ଟରଙ୍କ କ୍ଷୋଭ: ବିପଦ ବେଳେ ଆମେ…

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ବାତ୍ୟା ‘ଫନୀ’କୁ ଦେଢମାସ ପୂରିଗଲାଣି। ଏବେ ବି ପୁରୀ ଜିଲାର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ସହରାଞ୍ଚଳକୁ ବାଦ୍‌ ଦେଲେ ଗାଁ ଗଣ୍ଡା ଅବସ୍ଥା କହିଲେ ନ ସରେ । ପୁରୀ ଜିଲାକୁ ସମ୍ପୂର୍ଣ୍ଣ ବିଦ୍ୟୁତୀକରଣ କରିବାକୁ...

ବିହାର ଘଟଣା ପରେ ରାଜ୍ୟ ସରକାରଙ୍କ ଚେତା ପଶିଲା : ଲିଚୁର ମାନ ଯାଞ୍ଚ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିହାରରେ ମସ୍ତିଷ୍କ ଜ୍ୱରରେ ଶହେରୁ ଅଧିକ ଶିଶୁଙ୍କ ଜୀବନ ଗଲାଣି। ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ବି ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ୍‌ ଲିଚୁରେ ବ୍ୟାପିଥିବା କୁହାଯାଉଛି।...

କଳାଧନ ମାମଲା ପାଇଁ ସ୍ବତନ୍ତ୍ର କୋର୍ଟ

କଟକ ଅଫିସ, ୧୯।୬: କଳାଧନ ଗଚ୍ଛିତ ପ୍ରମାଣ ମିଳିବା ପରେ ସମ୍ପୃକ୍ତ ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ ମାମଲା ପରିଚାଳନା ପାଇଁ ସ୍ବତନ୍ତ୍ର କୋର୍ଟର ଆବଶ୍ୟକତା ରହିଛି। କାରଣ ବର୍ତ୍ତମାନ ସ୍ଥିତିରେ ଦେଶରେ ଅନେକ ପ୍ରତିବନ୍ଧକ ରହିଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ...

ବଢ଼ିଲା ଖରାଛୁଟି, ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଖରାଛୁଟି ଅବଧିକୁ ବଢ଼ାଇଛନ୍ତି। ତଦନୁଯାୟୀ  ସ୍କୁଲଗୁଡ଼ିକ ଆସନ୍ତା ୨୫ ତାରିଖ ଯାଏଁ ଛୁଟି ରହିବ ଓ ୨୬ ତାରିଖରେ ଖୋଲିବ । ଏ ନେଇ ସ୍କୁଲ...

ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ବୁଧବାର ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ପରୀକ୍ଷା ଫଳ ପ୍ରକାଶ କରାଯିବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ମଙ୍ଗଳବାର ଦକ୍ଷତା ବିକାଶ ଓ...

ଅଲାରନାଥ ପୀଠରେ ଅନବସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି,୧୮।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରିସ୍ଥିତ ଅଲାରନାଥ ପୀଠରେ ମଙ୍ଗଳବାରଠାରୁ ଅନବସର ଦର୍ଶନ ଆରମ୍ଭ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ୧୦୮ କଳସରେ ମହାସ୍ନାନ କରିବାପରେ ଅଣସର ପିଣ୍ଡିରେ ଗୁପ୍ତସେବା ପାଇବା ସମୟରେ ଭକ୍ତମାନେ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରିଥାନ୍ତି । ଭୋର...

ଉପବାଚସ୍ପତି ପ୍ରସ୍ତାବ ଆସିଲେ ବିଚାର କରାଯିବ: ପିନାକୀ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଉପବାଚସ୍ପତିି ପାଇଁ ପ୍ରସ୍ତାବ ଆସିଲେ ଏ ନେଇ ବିଚାର କରାଯିବ। ଲୋକ ସଭା ଉପବାଚସ୍ପତି ପଦ ନେଇ ବିଜେଡି ପକ୍ଷରୁ ସଂସଦୀୟ ଦଳ ନେତା ପିନାକୀ ମିଶ୍ର ନିଜ ପ୍ରତିକ୍ରିୟାରେ ଏହା କହିଛନ୍ତି। ସେ କହିଛନ୍ତି, ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri