ମେଟ୍ରୋ

ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା

ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ…

୧୦୦ ଟଙ୍କାରେ ଆଣ୍ଟିଜେନ୍‌ ଟେଷ୍ଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ରାଜ୍ୟର ଘରୋଇ ଲ୍ୟାବ୍‌ରେ କରୋନା ଚିହ୍ନଟ ପାଇଁ କରାଯାଉଥିବା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟର ମୂଲ୍ୟ ୧୦୦ କରିଛନ୍ତି ରାଜ୍ୟ ସରକାର। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଘରୋଇ ଲାବୋରୋଟୋରିଗୁଡ଼ିକ…

ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍‌ ଚିହ୍ନଟ: ୩୬ ସୁସ୍ଥ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ପର୍ଯ୍ୟଟନସ୍ଥଳୀର ପୂର୍ବସ୍ଥିତି ଫେରୁଛିି

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଥିବା ବେଳେ ଦୀର୍ଘ ୮ମାସରୁ ଊର୍ଦ୍ଧ୍ୱ ସମୟ ଧରି ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣାରେ ରହିଥିବା ଲୋକେ ଏବେ ଶୀତର ମଜା ନେବାକୁ ବାହାରକୁ ବାହାରୁଛନ୍ତି। ଶୀତୁଆ…

ଆକାଶଙ୍କ ଜେରାରୁ ଦୃଢ଼ ପ୍ରମାଣ ମିଳିଲା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ବହୁକୋଟି ଠକେଇ ଓ ଟ୍ରାଭେଲ ଏଜେନ୍ସି ସ୍କାଏ କିଙ୍ଗ୍‌କୁ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ସମ୍ପୃକ୍ତ ଆକାଶ ପାଠକଙ୍କ ୪ ଦିନିଆ ରିମାଣ୍ଡ ରବିବାର ଶେଷ ହୋଇଛି। କମିଶନରେଟ ପୋଲିସର…

ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ…

ଭିତିରି ବୁଝାମଣାର ଅନ୍ତ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହେବାର ବର୍ଷେ ୭ ମାସ ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡିର ବରିଷ୍ଠ ନେତାମାନେ କେନ୍ଦ୍ରର ମୋଦି ସରକାର ବିରୋଧରେ ମୁହଁ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିବା ସୂଚନା ମିଳୁଛି।…

ଅସମ୍ଭାଳ ଶୀତ, ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ପ୍ରବଳ ଶୀତ ଲହରି ଜାରିରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା ପବନ ଯୋଗୁ ଗାଁଠୁ ସହର ସବୁଠି ଜୀବନଯାତ୍ରା ପ୍ରଭାବିତ ହେଉଛି। କେତେକ ଜିଲାରେ…

ମୁହଁ ଫେରାଉଛନ୍ତି ଚାଷୀ

ଭୁବନେଶ୍ୱର,୨୧।୧୨: କୃଷି ସାମଗ୍ରୀର ବଜାର ଅଭାବ, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଶୀତଳ ଭଣ୍ଡାରର ଅଭାବ, କୃଷିଯନ୍ତ୍ର ଓ ବୈଷୟିକ ସହାୟତାର ଅଭାବ, ସର୍ବନିମ୍ନ ସହାୟକ ମୂଲ୍ୟରେ କୃଷିଜାତ ସାମଗ୍ରୀ ସଂଗ୍ରହରେ ସମସ୍ୟା, ଚାଷୀଙ୍କୁ ଋଣ ସମେତ ବିହନ ଓ ସାର ପ୍ରଦାନରେ…

ଭୁବନେଶ୍ୱରରୁ ଆଜି ୩୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ରାଜ୍ୟରେ ଆଜି ୩୭୨ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରବିବାର ରାଜ୍ୟରେ ୩୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୪ ଜଣ ଚିହ୍ନଟ…

ଆଖଡ଼ାଶାଳିିିଠାରେ ନଦୀ ଭିତ୍ତିକ ବନ୍ଦର ନେଇ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ମହାକାଳପଡ଼ା,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସ୍ଥାନୀୟ ଆଖଡ଼ାଶାଳିଠାରେ ମହାନଦୀ ଶାଖା ଗୁପ୍ତିଗିରି ମଧ୍ୟରେ ଏକ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଥିଲା। ପରେ ଏ ନେଇ ରାଜ୍ୟ ସରକାରଙ୍କ ପଧରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?