ମେଟ୍ରୋ

ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଶନିବାର ପୁଣି ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୯୧ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ୱରରୁ ୩୩, ଯାଜପୁରରୁ ୩୨, ଗଜପତିରୁ ୨୩, ମୟୂରଭଂଜରୁ ୧୯, ଅନୁଗୋଳରୁ ୧୮, ଜଗତସିଂହପୁର...

କରୋନାରେ ମୃତକଙ୍କ ସତ୍କାର ନେଇ ଗାଇଡଲାଇନ ଜାରି କଲେ ସରକାର

ଭୁବନେଶ୍ୱର,୨୫।୭(ବ୍ୟୁରୋ)-କୋଭିଡ-୧୯ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ଶବ ବହୁ ସମୟ ଧରି ପଡି ରହୁଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। କରେନାରେ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ଶବ...

ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ି ସମ୍ମାନ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଶନିବାର ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଅବସରରେ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର-୨୦୧୯ ନିମନ୍ତେ କଥାକାର, ଔପନ୍ୟାସିକା ବୀଣାପାଣି ମହାନ୍ତିଙ୍କୁ ପ୍ରଦାନ କରାଯାଇଛି। ପର୍ଯ୍ୟଟନ, ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି...

ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ: ବିଏମସି କମିଶନର

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ଗତ କିଛିଦିନ ହେବ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏ ନେଇ ଶନିବାର ଭୁବନେଶ୍ୱର ଗୀତଗୋବିନ୍ଦ ସଦନଠାରେ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଏମ୍‌ସି...

ରାଜଧାନୀରେ ସଙ୍ଗୀନ ହେଉଛି ସ୍ଥିତି: ଆଜି ଚିହ୍ନଟ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୧୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮୨୮ରେ ପହଞ୍ଚିଛି। ସେଥିରୁ ୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୫୨ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି...

କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ...

CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ...

ମୀନକେତନଙ୍କୁ ‘ଗ୍ରେଟ୍‌ ଇଭାନଜେଲିଷ୍ଟ ଅଫ୍‌ ଇଣ୍ଡିଆ’ ସମ୍ମାନ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତୀର ଶିକ୍ଷା କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ‘ଗ୍ରେଟ୍‌ ଇଭାନଜେଲିଷ୍ଟ ଅଫ୍‌ ଇଣ୍ଡିଆ’ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ ସଂଗଠନ ଫୋର୍ବସ ଇଣ୍ଡିଆ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ପୁରସ୍କାର ପାଇଥିବା...

ଝାରପଡ଼ା ଜେଲରେ ଗ୍ୟାଙ୍ଗ୍‌ଷ୍ଟର ରାଜ୍‌

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଜେଲରେ ଚାଲୁଛି ଗ୍ୟାଙ୍ଗଷ୍ଟର୍‌ଙ୍କ ରାଜୁତି। ବାହାରେ ଯେପରି ରାଜ୍‌ କରୁଥିଲେ, ଜେଲ ଭିତରେ ବି ସେମିତି ଚାଲିଛି। ବଡ଼ ବଡ଼ ଅପରାଧୀମାନେ ଗୋଷ୍ଠୀ କରି ସେଥିରେ କଏଦୀଙ୍କୁ ସାମିଲ କରୁଛନ୍ତି। ଗୋଷ୍ଠୀ କରି ଖଟି କରୁଛନ୍ତି, ଆଉ ନିଜର...

ଅନ୍‌ଲାଇନ୍‌ ପରୀକ୍ଷାରେ ପାସ୍‌ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ

ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍‌ଲାଇନ୍‌ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି କୌଣସି ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ଦେବାକୁ ଥିବା ଫାଇନାଲ ସେମିଷ୍ଟରର ଥିଓରୀ ପରୀକ୍ଷାରେ...

ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍‌ଶୀଘ୍ର ବାଦ୍‌ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୬ରୁ ୩୧ ମଧ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ...

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri