ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ
ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି ଦୁଃଖଦ ସମୟରେ ଆଟ ହୋମ ସେଲିବ୍ରେସନ ନ କରିବାକୁ ମହାମହିମ ରାଜ୍ୟପାଳ ପ୍ରଫେସର...
ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ...
କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ...
ପଞ୍ଜୁରୀ ଭିତରେ ଚଢ଼େଇ ଛୁଆଙ୍କୁ ମାରି ଖାଇଲା ନାଗସାପ: ପରେ ଅବସ୍ଥା ହେଲା ଏମିତି
ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଙ୍କୀ ରଗଡ଼ି ଗ୍ରାମର ସତ୍ୟ ରଞ୍ଜନ ମହାପାତ୍ରଙ୍କ ଘରେ ଗୁରୁବାର ରାତିରେ ପୋଷା ଚଢ଼େଇମାନଙ୍କ କିଚିରିମିଚିରି ଶବ୍ଦ ଶୁଣି ପଞ୍ଜୁରୀ ଭିତରେ ଏକ ନାଗସାପ ଦେଖିବାକୁ ପାଇଥିଲେ॥ ଭୟଭୀତ ହୋଇ ସାପଟିକୁ ବାହାର କରିବାକୁ ସ୍ନେକ୍ ହେଲ୍ପ ଲାଇନ...
ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛିଦିନ ତଳେ ବିଧାନସଭାରେ...
CORONAVIRUS UPDATE: ଆଜି ୨୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୧,୫୯୪ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୪ା୭(ବ୍ୟୁରୋ) : ଶୁକ୍ରବାର ୨୮ଟି ଜିଲାରୁ ସର୍ବାଧିକ ୧,୫୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟ ୨୨,୬୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି...
ରେଳ ବିଭାଗର ମହିଳା ଯୋଦ୍ଧା
ଭୁବନେଶ୍ୱର,୨୪ା୭(ବ୍ୟୁରୋ): କରୋନା ମହାମାରୀ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ମେଡିସିନ ଯୋଗାଇବା ସହ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ରେଳ ମନ୍ତ୍ରଣାଳୟ। ଟ୍ରେନ୍ ଯୋଗେ ବାହାର ରାଜ୍ୟରେ ଫସି ରହିଥିବା ଲୋକେ ନିଜ ଘରକୁ...
ଆଦିତ୍ୟ ମୃତ୍ୟୁ ମାମଲାରୁ ରହସ୍ୟ ହଟୁନି: ସୁଇସାଇଡ୍ ନୋଟ୍ ଲେଖିଥିଲେ ଆଦିତ୍ୟ
ଭୁବନେଶ୍ୱର,୨୪।୭ (ବ୍ୟୁରୋ): ସାମାଜିକ କର୍ମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୧୭ଦିନ ବିତିଥିଲେ ମଧ୍ୟ ଏଯାଏ ରହସ୍ୟ ହଟୁନି। ଲିଙ୍ଗରାଜ ରେଳ ଷ୍ଟେଶନ ନିକଟ ରେଳଧାରଣାରୁ ତାଙ୍କର ମୃତଦେହ ମିଳିଥିଲେ ମଧ୍ୟ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ...
ୟୁଜି, ପିଜି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗ: ୟୁଜିସି ଗାଇଡ୍ଲାଇନ୍ର ପୁନର୍ବିଚାର କରାଯାଉ
ଭୁବନେଶ୍ୱର,୨୪ା୭(ବ୍ୟୁରୋ): ରାଜ୍ୟରେ ସ୍ନାତକ(ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷାକୁ ୟୁଜିସି ବାଧ୍ୟତାମୂଳକ କରିଛି। ଏନେଇ ଜୁଲାଇ ୬ରେ ଜାରି ପରିବର୍ତ୍ତିତ ଗାଇଡ୍ଲାଇନ୍ର ପୁନର୍ବିଚାର କରିବାକୁ ରାଜ୍ୟ ସରକାର ପୁଣିଥରେ ଅନୁରୋଧ କରିଛନ୍ତି। କୋଭିଡ୍-୧୯ ପରିସ୍ଥିତିରେ ରାଜ୍ୟ ସରକାରଙ୍କ ବିକଳ୍ପ...
୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୭(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା...
ଶିଳ୍ପାନୁଷ୍ଠାନ କର୍ମଚାରୀଙ୍କ ପାଇଁ ୧୩ କୋଭିଡ୍ କେୟାର ସେଣ୍ଟର
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ଶିଳ୍ପାନୁଷ୍ଠାନର ଅଧିକାରୀ ଏବଂ କର୍ମଚାରୀଙ୍କ ଲାଗି ୧୩ କୋଭିଡ୍ କେୟାର ସେଣ୍ଟର କାର୍ଯ୍ୟକ୍ଷମ ହୋଇଛି। ରାଜ୍ୟ ସରକାରଙ୍କ ଉଦ୍ୟମରେ ବିଭିନ୍ନ ଶିଳ୍ପସଂସ୍ଥା ଏବଂ ନିଗମ କାର୍ଯ୍ୟାଳୟ ପରିସରରେ ଏଗୁଡ଼ିକ ଆରମ୍ଭ ହୋଇଛି। ଗୁରୁବାର ଅନୁଷ୍ଠିତ...
ବଦଳିଲେ ୨୮ ମେଡିକାଲ ଅଫିସର
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ ୨୮ ମେଡିକାଲ ଅଫିସରଙ୍କୁ ବଦଳି କରାଯାଇଛି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଉରକେଲା ଜେନେରାଲ ହସ୍ପିଟାଲ(ଆର୍ଜିଏଚ୍)ନିର୍ଦ୍ଦେଶକ ନୀଳକଣ୍ଠ...
Archives


