ମେଟ୍ରୋ

୩୦୦କୁ କମିଲା କରୋନା ପଜିଟିଭ୍‌ ସଂଖ୍ୟା , ୪ ମୃତ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣ ଲୋକାଲ…

୨ ଦିନିଆ ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୧୫।୧୨(ବ୍ୟୁରେ): ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ୨ ଦିନିଆ ରିମାଣ୍ଡରେ ନେବ। ଏ ନେଇ ଭୁବନେଶ୍ୱର ଏସ୍‌ଡିଜିଏମ୍‌ କୋର୍ଟ ଅନୁମତି ଦେଇଛନ୍ତି। ଅଧିକ ଖୋଳତାଡ଼ କରିବା ନେଇ କ୍ରାଇମବ୍ରାଞ୍ଚ ସୋମବାର ରିମାଣ୍ଡ ଆବେଦନ କରିଥିଲା। ଠକେଇ,…

ସିବିଆଇ ତଦନ୍ତ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କେନ୍ଦ୍ରାପଡ଼ାର ସୂଚନା ଅଧିକାର କର୍ମୀ ରଞ୍ଜନ କୁମାର ଦାସ ହତ୍ୟା ଘଟଣାକୁ ନେଇ ସୂଚନା ଅଧିକାର ଅଭିଯାନ ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ବିଜେଡି ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ପ୍ରରୋଚନାରେ ପୋଲିସ ଉକ୍ତ ହତ୍ୟାକାଣ୍ଡକୁ…

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିଥିଲେ ା ଏହି ମାମଲାର ଅଗ୍ରଗତି…

ସୁଶାନ୍ତ ଧଳସାମନ୍ତ ଥିବା ଜେଲ ଭିତର ଫଟୋ ଭାଇରାଲ

ବଲାଙ୍ଗୀର ଅଫିସ,୧୫।୧୨: ୨୦୧୮ ମସିହାରୁ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ବଲାଙ୍ଗୀର ଜିଲା ଜେଲରେ ରହିଛନ୍ତି। ଏବେ ସୁଶାନ୍ତ ଥିବା ଜେଲ ଭିତରର ଫଟୋ ଭାଇରାଲ ହେବା ପରେ ଜେଲର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଭାଇରାଲ ହୋଇଥିବା ଫଟୋରେ ଜେଲ ସେଲ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସୋହିନୀ

ଖୋର୍ଦ୍ଧା/ବାଲେଶ୍ୱର ଅଫିସ,୧୫।୧୨: ଖୋର୍ଦ୍ଧା ଜିଲା କାଇମାଟିଆ ଗ୍ରାମର କମଳେନ୍ଦୁ ନାୟକ ଏବଂ ରଞ୍ଜନା ରାଣୀ ଦାସଙ୍କ ଝିଅ ସୋହିନୀ ନାୟକ। ବୟସ ୩ ବର୍ଷ ୭ ମାସ। ଏହି ବୟସରେ ପିଲାମାନେ ନାଚଗୀତ, ଖେଳକୁଦରେ ମସ୍‌ଗୁଲ ଥିବା ବେଳେ ସେ କିନ୍ତୁ…

‘ବିଦ୍ୟୁତ୍‌ ଘରୋଇକରଣ ବନ୍ଦ ନ ହେଲେ ଶୁଳ୍କ ବଢ଼ିବ’

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ନେସ୍‌କୋ, ଓ୍ବେସ୍‌କୋ ଏବଂ ସାଉଥ୍‌କୋର ପରିଚାଳନା ଭାର ରିଲାଏନ୍ସ ଏନର୍ଜୀକୁ ଦେଇ ଯେଉଁ କ୍ଷତି ସହିଛନ୍ତି, ତାକୁ ପର୍ଯ୍ୟାୟକ୍ରମେ ଗ୍ରୀଡ୍‌କୋ ଜରିଆରେ ଶୁଳ୍କ ବୃଦ୍ଧି କରି ଗ୍ରାହକଙ୍କଠାରୁ ଆଦାୟ କରିବା ଆରମ୍ଭ କରିଛନ୍ତି। ୨୦୨୦-୨୧ ବର୍ଷ…

ଆୟୁର୍ବେଦିକ, ହୋମିଓପାଥିକ୍‌ କଲେଜ ଖୋଲିବାକୁ ଅନୁମତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ଆୟୁର୍ବେଦିକ ଓ ହୋମିଓପାଥିକ୍‌ କଲେଜ ଖୋଲିବା ପାଇଁ ସୋମବାର ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସାମାଜିକ ଦୂରତ୍ୱ ଓ କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରି କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର…

୧୮ ହଜାର ମନ୍ଦିର ଖୋଲିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଶ୍ରୀମନ୍ଦିର ସହ ରାଜ୍ୟରେ ଅନ୍ୟାନ୍ୟ ମନ୍ଦିର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଗତ ସୋମବାର ନିଷ୍ପତ୍ତି ନିଆଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୋମବାର ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ପାଇଁ…

ହାଇକୋର୍ଟ ଗଲେ ପ୍ରଦୀପ, ଆକାଶ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଆଇଏଫସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ତେବେ ଟାଟା ମୋଟର୍ସରେ ଚାକିରି…

ରାଜ୍ୟରେ ସୁସ୍ଥ ହେଲେ ୩୮୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୮୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୯, କଟକରୁ ୩୫, ମୟୁରଭଞ୍ଜରୁ ୨୮, ଅନୁଗୋଳରୁ ୨୪, ବରଗଡରୁ ୨୧, ବଲାଙ୍ଗୀରରୁ ୧୮, କଳାହାଣ୍ଡିରୁ ୧୮, କେନ୍ଦୁଝରରୁ…

କ୍ୟାବିନେଟ୍‌ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ଭଳି ଭୁବନେଶ୍ୱରରେ ଥିବା ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଆଇନ ଆଣିଛନ୍ତି। ଏହାଦ୍ୱାରା ମନ୍ଦିର, ଏହାର ସମ୍ପତ୍ତି , ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟ ମନ୍ଦିର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?