ପାଣ୍ଡରାରେ ୨.୬୦୦ ଏକର ସରକାରୀ ଜମି କବ୍ଜା କରିଛନ୍ତି ପ୍ରଭାବଶାଳୀ
ଭୁବନେଶ୍ୱର, ୨୨ା୭(ବନ୍ଦନା ସେଠୀ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡରା ମୌଜାରେ ହୋଇଥିବା ବେଆଇନ ଜବରଦଖଲକୁ ଉଚ୍ଛେଦ କରାଯାଇଛି। ଦୀର୍ଘଦିନ ଧରି ୨ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମିକୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ମାଡ଼ିବସି ଘର, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ନିର୍ମାଣ କରିଥିଲେ।…
ବିମାନ ଚଳାଚଳରେ ନୂଆ ମାଇଲଖୁଣ୍ଟ: ଓଡ଼ିଶାରେ ମିଳିବ ଏମ୍ଆର୍ଓ ସୁବିଧା
ଭୁବନେଶ୍ୱର, ୨୨ା୭(ଅନୁରାଧା ମହାରଣା):ରାଜ୍ୟ ସରକାରଙ୍କ ‘ନୂଆ ଗନ୍ତବ୍ୟନୀତି’ ଦ୍ୱାରା ପରିଚାଳିତ ତଥା ବାଣିଜ୍ୟ ଓ ପରିବହନ ବିଭାଗର ନେତୃତ୍ୱରେ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ବିମାନ ସଂଯୋଗକୁ ପ୍ରୋତ୍ସାହିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ବିମାନ ରକ୍ଷଣାବେକ୍ଷଣ, ମରାମତି ଓ…
ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…
ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ…
ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର
ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍ ପ୍ରଧାନଙ୍କୁ ନିଲମ୍ବନ କରିଥିଲା…
ରାଜନୀତିରେ ହଇଚଇ: ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନେତାଙ୍କ ଛାତି ଧଡ଼ଧଡ଼
ଭୁବନେଶ୍ୱର,୨୧।୭: ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ ଖାଲି…
ପେଟ୍ରୋଲ ବିକ୍ରିକୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା: ଏଣିକି ଆସନ୍ତାକାଲିଠୁ…
ଭୁବନେଶ୍ୱର,୨୧।୭: ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ…
FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଭକ୍ତଙ୍କ ଘୋଷଣା, ଆସନ୍ତା ୨୪ରେ ହେବ…
ଭୁବନେଶ୍ୱର,୨୧।୭: ଗଣବଳାତ୍କାର ଏବଂ ବିଭିନ୍ନ ନିର୍ଯାତନାର ଶିକାର ହୋଇଥିବା ଝିଅ, ଭଉଣୀ ଏବଂ ମହିଳାମାନଙ୍କୁ ନ୍ୟାୟ ମିଳୁନାହିଁ। ବିଶେଷ କରି ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ। ଛାତ୍ରୀ ଜଣଙ୍କ କହି କହି ଥକି ଗଲା, ହେଲେ ପୋଲିସ…
ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ାରେ ହେବ…
ଭୁବନେଶ୍ୱର,୨୧।୭: ସରକାରୀ କାର୍ଯ୍ୟର ସମୀକ୍ଷା ବେଳେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦ୍ରାପଡ଼ାରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ହେବ ମନ୍ତ୍ରୀ ସୂଚନା ଦେଇଛନ୍ତି। ସରକାରଙ୍କ ଟପ୍-୨୧ ଏଜେଣ୍ଡା ଭିତରେ ଏହା ସ୍ଥାନ ପାଇ…
ଯାଜପୁରରୁ ଆସିଲା ବଡ଼ ଖବର: ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ…
ଭୁବନେଶ୍ୱର,୨୧।୭: ଯାଜପୁରରେ ବଡ଼ କାଣ୍ଡ । ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ ହୋଇଛି। ୨ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକା ଅଭିଯୋଗ କରିଛନ୍ତି। ଟାଉନ ଥାନାରେ ମାମଲା ରୁଜୁ ହୋଇଥିବାବେଳେ କୋର୍ଟରେ ପୀଡ଼ିତାଙ୍କ…
FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ICC କଲା ସାଂଘାତିକ ଖୁଲାସା, ସାମ୍ନାକୁ ଆସିଲା ବଡ଼ ସତ!
ଭୁବନେଶ୍ୱର,୨୧।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ଜାରି ରହିଛି। ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ…
ବୋତଲରେ ଖୋଲା ପେଟ୍ରୋଲ, ଡିଜେଲ ମନା ପ୍ରସଙ୍ଗ: ସନ୍ଧ୍ୟା ୫ଟାରେ ଆସିବ ବଡ଼ ନିଷ୍ପତ୍ତି…
ଭୁବନେଶ୍ୱର,୨୧।୭: ବୋତଲରେ ପେଟ୍ରୋଲ, ଡିଜେଲ ମନା ପ୍ରସଙ୍ଗ ନେଇ ସୋମବାର ସନ୍ଧ୍ୟାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ବୈଠକ ଡକାଇଛନ୍ତି। ଏହି ବୈଠକ ଲୋକସେବା ଭବନରେ ବସିବ। ବୈଠକରେ ପେଟ୍ରୋଲ ପମ୍ପ ସଂଘ ଏବଂ ବିଭାଗୀୟ ଅଧିକାରୀ ସାମିଲ ହେବେ…
ଏନ୍ସିଇଆର୍ଟି ବହିରୁ ପାଇକ ବିଦ୍ରୋହ ବାଦ୍
ଭୁବନେଶ୍ୱର,୨୧ା୭(ସୁଚିସ୍ମିତା ସାହୁ): ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ କୁହାଯାଉଥିବା ଓଡ଼ିଶାର ପାଇକ ବିଦ୍ରୋହକୁ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଏନ୍ସିଇଆର୍ଟି ଦ୍ୱାରା ପ୍ରକାଶିତ ୮ମ ଶ୍ରେଣୀର ଇତିହାସ ବହିରେ ସ୍ଥାନିତ କରାଯାଇଥିଲା। କିନ୍ତୁ ଗତ ସପ୍ତାହରେ ଏନ୍ସିଇଆରଟିର ନୂଆ ଇତିହାସ…
Archives


