ମେଟ୍ରୋ

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ,୩ା୭: ସୋମବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହି ପରୀକ୍ଷା ସହ ଷ୍ଟେଟ୍‌ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଛି। ସାରା ରାଜ୍ୟରେ ମୋଟ୍‌ ୮୦ଟି...

ରତ୍ନଭଣ୍ଡାର ଖୋଲିବା ଦାବି ଥମୁନି

ଭୁବନେଶ୍ବର,୩ା୭(ସୁନିତ୍‌ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ନେଇ ରାଜନୀତି ଥମିବାର ନଁା ଧରୁନାହିଁ। ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗ୍ରହ ପ୍ରକାଶ କରାଯାଉ ନ ଥିବାବେଳେ ବିରୋଧୀ କିନ୍ତୁ ଏହି କଥାକୁ ଜାବୁଡି ଧରିଛନ୍ତି।...

ଆସନ୍ତା ୬ରେ ଗୁଆହାଟୀରେ ବସିବ ଓଡ଼ିଶା ଭାଜପାର ବୈଠକ

ଭୁବନେଶ୍ବର,୩ା୭(ସୁନିତ୍‌ ମିଶ୍ର): ଦେଶର ସବୁ ରାଜ୍ୟକୁ ନେଇ ଭାଜପା ଗୁଆହାଟୀଠାରେ ଆସନ୍ତା ୬ ତାରିଖରୁ ୩ ଦିନିଆ ବୈଠକ ଡାକିଛି। ଆସନ୍ତା ୬, ୭ ଏବଂ ୮ ତାରିଖରେ ହେବାକୁ ଥିବା ଏହି ବୈଠକରେ ଦେଶକୁ ୩ଟି ଜୋନ୍‌ରେ ଭାଗ...

ନୂଆ ରୂପରେ ‘ଦି କ୍ରାଉନ’ ଭୁବନେଶ୍ୱର

ଭୁବନେଶ୍ୱର,୩।୭: (ଅଭୟ ଦାଶ): ସ୍ମାର୍ଟସିଟି ଭୁବନେଶ୍ୱରର ଜଣାଶୁଣା ହୋଟେଲ ‘ଦି କ୍ରାଉନ’ର ଆନୁଷ୍ଠାନିକ ଉଦଘାଟନୀ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଦୀର୍ଘ ମାସ ହେବ ନବୀକରଣ ହେଉଥିବା କ୍ରାଉନ ଅତ୍ୟାଧୁନିକ ସୁବିଧା ସହ ନୂଆ ରୂପରେ ପୁନଃ...

ଖୋଜାଚାଲିଛି ୫୨ ମୃତକଙ୍କ ପରିଚୟ

ଭୁବନେଶ୍ୱର,୩।୭(ଅଭିଜିତ ଦାସ): ଗତ ଜୁନ୍‌ ୨ରେ କରମଣ୍ଡଳ ଟ୍ରେନ୍‌ ହାଓଡାରୁ ଚେନ୍ନାଇ ଅଭିମୁଖେ ଯାତ୍ରା କରୁଥିଲା। କିଏ ପରିବାର ସହ ଯାଉଥିଲା ତ ଆଉ କିଏ ସାଙ୍ଗସାଥିଙ୍କ ସହ ହସଖୁସିରେ ମଜି ଯାଇଥିଲେ। କିନ୍ତୁ ବାହାନଗା ରେଳଷ୍ଟେଶନ ନିକଟରେ ସବୁକିଛି...

ଆବର୍ଜନାମୟ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ୟୁନିଟ-୨ ମାର୍କେଟ ବିଲ୍ଡିଂ ସ୍ଥିତି ଏବେ ଦୟନୀୟ ହୋଇପଡିଛି। ସବୁଠି ଅଳିଆ ଭର୍ତ୍ତି ହୋଇଥିବାବେଳେ ମାର୍କେଟ ଆସୋସିଏଶନ୍‌ ପକ୍ଷରୁ ସଫେଇ କାର୍ଯ୍ୟ ବନ୍ଦ ରହିଛି। ଅସ୍ଥାୟୀ ବ୍ୟବସାୟୀମାନେ ବସୁଥିବା ସ୍ଥାନକୁ ସଫା ନକରି ଚାଲିଯାଉଛନ୍ତି। ଫଳରେ...

ଡେଙ୍ଗୁ ହଟ୍‌ସ୍ପଟ୍‌ ଭୁବନେଶ୍ୱର

ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ। ଆଉ ଡେଙ୍ଗୁର ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀ ଭୁବନେଶ୍ୱର। ଜୁଲାଇ ୧ ସୁଦ୍ଧା ରାଜ୍ୟରୁ ୧୭୫ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବାବେଳେ ସେଥିରୁ ସର୍ବାଧିକ ୯୨ଜଣ ଭୁବନେଶ୍ୱରରୁ ରହିଥିଲେ। ତେବେ ରବିବାର ସୁଦ୍ଧା...

ଗୁଳୁଗୁଳି ଜାରି, ଆଜିଠୁ ବର୍ଷା ବଢ଼ିବ

ଭୁବନେଶ୍ୱର,୩ା୭(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶକୁ ଅଗ୍ରସର ହୋଇଛି। ତେବେ ଓଡ଼ିଶାରେ ମୌସୁମୀ ପ୍ରବାହ ଦୁର୍ବଳ ରହୁଥିବାରୁ ଦିନରେ ଆର୍ଦ୍ରତା ଯଥେଷ୍ଟ ଅଧିକ ରହୁଛି। ତେଣୁ ରାଜ୍ୟର ବିଭିନ୍ନ ଜିଲାରେ ଟାଇଁଟାଇଁ ଖରା ସହ ଗୁଳୁଗୁଳି ଅନୁଭୂତ...

ଦେବଦତ୍ତ ବିଓବିର ନୂତନ ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର,୨।୭: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ନୂତନ ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦେବଦତ୍ତ ଚାନ୍ଦ ଶନିବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଚାନ୍ଦ ଏହା ପୂର୍ବରୁ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏପରିକି...

ଲକ୍ଷାଧିକ ଭକ୍ତଙ୍କୁ ଜେଏସ୍‌ପି ଫାଉଣ୍ଡେଶନର ସହାୟତା

ଭୁବନେଶ୍ୱର,୨।୭: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି)ର ସମାଜ କଲ୍ୟାଣ ସଂସ୍ଥା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କୁ ରନ୍ଧାଖାଦ୍ୟ, ଥଣ୍ଡା ପାନୀୟ ଜଳ ଓ ଗ୍ଲୁକୋଜ ଆଦି ଯୋଗାଇ ଦିଆଯାଇଥିଲା। ଏପରିକି ଫାଉଣ୍ଡେଶନର ଚେୟାରପର୍ସନ...

ରିଜର୍ଭ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଓଡ଼ିଶା କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ ଭାବେ ଡ. ସାରଦା ପ୍ରସନ୍ନ ମହାନ୍ତି ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଡ. ମହାନ୍ତି ଆର୍‌ବିଆଇର ମୁମ୍ବାଇ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ...

ଅଭିଜ୍ଞ ଡାକ୍ତରଙ୍କୁ ଅରୁନ୍ଧତୀର ସମ୍ବର୍ଦ୍ଧନା

ଭୁବନେଶ୍ୱର,୨।୭: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଲଏର୍ସ ପକ୍ଷରୁ ଶନିବାର ଅନ୍ତର୍ଜାତୀୟ ଡକ୍ଟରସ୍‌ ଡେ ପାଳିତ ହୋଇଯାଇଛି। ଏପରିକି ଅରୁନ୍ଧତୀ ଜୁଏଲର୍ସର ସମସ୍ତ ଶୋ’ରୁମ୍‌ରେ ମଧ୍ୟ ଡକ୍ଟରସ୍‌ ଡେ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri