ମେଟ୍ରୋ

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୧୩।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପୁଣି ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରୁ ସର୍ବାଧିକ; ଆଖି ବୁଜିଲେ ୫

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୬୫ ଲୋକାଲ କେସ୍‌…

ସ୍ଥାୟୀ ନିଯୁକ୍ତି ଦାବିରେ ଏଏନ୍‌ଏମ୍‌ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ଦାବିରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଗତ ୨୮ ତାରିଖରୁ ଏଏନ୍‌ଏମ୍‌ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ସେମାନେ କହିଛନ୍ତି। କରୋନା ମହାମାରୀ ସମୟରେ ସରକାରଙ୍କ…

ଚାଲିଥିଲା ମଉଜ, ୪ ବାର୍‌ ସିଲ୍‌

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ରାଜଧାନୀର ବାର୍‌ରେ ମଦ ସହ ମଉଜ ଚାଲିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ନାଚଗୀତଠାରୁ ଆରମ୍ଭ କରି ଚିତ୍ତବିନୋଦନ ପାଇଁ ସବୁକିଛି ମିଳୁଛି। କରୋନା କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଏ ସମ୍ପର୍କରେ ଅଭିଯୋଗ ଆସିବା ପରେ କମିଶନରେଟ ପୋଲିସ ପକ୍ଷରୁ…

ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍‌ଫଣ୍ଡ, ଜମି ଭଳି ଅନେକ ଦୁର୍ନୀତିରେ ବିଜେଡି ନେତାମାନଙ୍କର ସମ୍ପୃକ୍ତି ରହିଛି। ସେହିପରି ପରୀ ହତ୍ୟାକାଣ୍ଡରେ…

‘ମିଛ କହୁଛନ୍ତି ଭାଜପା ନେତ୍ରୀ’

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଦୁଇ ଦୁଇଟି ଉପନିର୍ବାଚନରେ ହାରିଥିବା ଭାଜପା କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବାକୁ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଲୋକଙ୍କୁ ମିଛ କହୁଛନ୍ତି। ଏଭଳି ପ୍ରବଞ୍ଚନା ଓଡ଼ିଶାବାସୀଙ୍କ ନିକଟରେ କାମ ଦେବ ନାହିଁ ବୋଲି ବିଜେଡି ରାଷ୍ଟ୍ରୀୟ…

୨୩ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଛତିଶା ନିଯୋଗ…

୩୫୦ରୁ କମ୍‌ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…

ପ୍ରଦୀପଙ୍କ ଦୁର୍ନୀତି ମାମଲା: ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ, ତଦନ୍ତ କରିବ ଭିଜିଲାନ୍ସ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କର ସମସ୍ତ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏ ସଂକ୍ରାନ୍ତରେ…

ପିସି ଆଣ୍ଡ୍‌ ପିଏନ୍‌ଡିଟି ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍‌ ପିଏନ୍‌ଡିଟି) ସମ୍ବନ୍ଧୀୟ ଅଲ୍‌ଟ୍ରାସାଉଣ୍ଡ୍‌ର ପଞ୍ଜୀକରଣ ଏବଂ ନବୀକରଣ ସୁବିଧାକୁ ଲୋକସେବା ଆଇନ ଅଧିକାର ପରିସରଭୁକ୍ତ କରିଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର…

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ତେବେ ଟାଟା କମ୍ପାନୀରେ ଚାକିରି…

ଖୋଲିଲା ବନ୍ଧୁକ କାରବାର ଗୁମର

କଟକ ଅଫିସ୍‌, ୧୨।୧୨: ବ୍ୟବସାୟୀ ଓ ଠିକାଦାରଙ୍କଠାରୁ ବଟି ଆଦାୟ, ଟେଣ୍ଡର ଫିକ୍ସିଂ, ବାଲିଘାଟ ନିଲାମ ଓ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କରିବା ଅଭିଯୋଗରେ ଗିରଫ ହୋଇ ଦୀର୍ଘ ୪ବର୍ଷ ହେଲା ଜେଲରେ ଥିବା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତ ଭ୍ରାତାଙ୍କ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?