ମେଟ୍ରୋ

ବରମୁଣ୍ଡା ବସ୍‌ ଟର୍ମିନାଲ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍‌ ଡିପୋ…

ଜମି ହରାଉଛନ୍ତି ଏସ୍‌ସି, ଏସ୍‌ଟି

ଯାଜପୁର ଅଫିସ,୧୧ା୧୨:ରାଜ୍ୟର ୯ ଜିଲାରେ ୨୦୦୯-୧୦ରୁ ୨୦୧୯-୨୦ ବର୍ଷ ମଧ୍ୟରେ ଅନୁସୂଚିତ ଜାତି(ଏସ୍‌ସି) ଓ ଜନଜାତି(ଏସ୍‌ଟି)ଙ୍କ ୨୩୩୭.୮୧୧ ଏକର ଜମି ବିକ୍ରି ପାଇଁ ୭,୮୪୭ ସାଧାରଣ ବର୍ଗଙ୍କ ସପକ୍ଷରେ ଅନୁମତି ତଥା ଭୂସଂସ୍କାର (ଓଏଲ୍‌ଆର୍‌) ପ୍ରମାଣପତ୍ର ଦିଆଯାଇଛି। ଏଥିରେ ଖଣି ଓ…

ମୁଖ୍ୟମନ୍ତ୍ରୀ ନାହିଁ କଲେ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ଗତ ୯ ମାସ ହେବ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କେତେକ କ୍ଷେତ୍ରରେ ଅନ୍‌ଲାଇନରେ ପଢା ହେଉଛି। ତେବେ ଅଧିକାଂଶ ପିଲା ଏହି ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ପାଠପଢା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୮ କରୋନା ଆକ୍ରାନ୍ତ: ଅନୁଗୋଳ ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀରରୁ ୪୪, ଖୋର୍ଦ୍ଧାରୁ ୪୧, ସୁନ୍ଦରଗଡ଼ରୁ ୩୭, ମୟୂରଭଞ୍ଜରୁ ୩୫, କଟକରୁ ୨୪, ନୂଆପଡ଼ାରୁ ୨୪, ଜଗତସିଂହପୁରରୁ ୨୨, ଯାଜପୁରରୁ…

ଖୋଲିବ ସ୍କୁଲ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଡିସେମ୍ବର ସ୍କୁଲ ଖୋଲିହେବ ବୋଲି ଏସ୍‌ଆର୍‌ସି କହିଥିଲେ। ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ…

ନୂଆବର୍ଷରୁ ଖୋଲିପାରେ କଲେଜ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଦୀର୍ଘ ୮ରୁ ୯ ମାସ ଧରି ସ୍କୁଲ, କଲେଜ ବନ୍ଦ ରହିଛି। ତେବେ ନୂଆ ବର୍ଷରେ କଲେଜ ଖୋଲିପାରେ ବୋଲି ଆଶା ପ୍ରକଟ କରିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର। କଲେଜରେ କ୍ଲାସ ହେବ କି…

ରାଜ୍ୟରେ ପୁଣି ୩୪୩ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଚୋରି

କୋଣାର୍କ,୧୦ା୧୨(ଡି.ଏନ୍‌.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପରିସର ପୂର୍ବ ପାର୍ଶ୍ୱ ବାଲିବନ୍ତଠାରୁ ବାଲି ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ତେବେ ଏହି ଚୋରି ଆଉ କେହି ନୁହେଁ ଖୋଦ୍‌ ଏଏସ୍‌ଆଇ ଅଧିକାରୀଙ୍କ ନିର୍ଦ୍ଦେଶରେ ହେଉଥିବା କୋଣାର୍କର ୨ଟି ସଂଘ ଏହି ଅଭିଯୋଗ ଆଣିଛନ୍ତି। ତେବେ…

ପ୍ରଥମ ଦିନରେ ୨୨ କଟେଜରେ ପର୍ଯ୍ୟଟକ

କୋଣାର୍କ,୧୦ା୧୨(ଡି.ଏନ୍‌.ଏ.):ଓଡ଼ିଶାର ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ପର୍ଯ୍ୟଟକଙ୍କୁ ଆଡ୍‌ଭେଞ୍ଚର ସ୍ପୋର୍ଟସ, ମନୋରଞ୍ଜନ ଆଦିର ଭିନ୍ନ ଅନୁଭବ ଦେବାକୁ ବୁଧବାରଠାରୁ ଆରମ୍ଭ ହୋଇଛି ‘ଇକୋ ରିଟ୍ରିଟ୍‌’। ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟର ୫ଟି ସ୍ଥାନରେ ଆୟୋଜିତ ଏହି ଫେଷ୍ଟିଭାଲକୁ ମୁଖ୍ୟମନ୍ତ୍ରୀ ନବୀନ…

ଜେଲରେ ଜେରା ହେବେ ପ୍ରଦୀପଙ୍କ ସହ ପାଠକ ବାପପୁଅ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୩ଟି ମାମଲା ରୁଜୁ କରିଛି। ପାଠକ ବାପପୁଅଙ୍କ ନାଁରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ…

‘ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍‌ ଓ ଅନ୍ୟାନ୍ୟ କୋଭିଡ୍‌ ସାମଗ୍ରୀ କିଣାରେ ବହୁ କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସମ୍ପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଲୋକାୟୁକ୍ତ ଗୁରୁତ୍ୱପୂର୍ଣ୍ଣ…

‘କୋଇଲା ରୟାଲ୍‌ଟି ସଂଶୋଧନ କର’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍‌ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି। ଯଦିଓ କ୍ଲିନ୍‌ ଏନର୍ଜି ସେସ୍‌ ଅନେକ ଥର ବୃଦ୍ଧି କରାଯାଇଛି ତେବେ ତାହା ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?