CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...
୫ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଗାଏବ। ଆସନ୍ତା ୩ ଦିନ ଯାଏ ବର୍ଷାର ସମ୍ଭାବନା ନାହିଁ। ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ବାଦ୍ ଦେଲେ ରାଜ୍ୟରେ ବର୍ଷାର ସୂଚନା ନାହିଁ। ପାଣିପାଗ ବିଭାଗ ଅନୁଯାୟୀ ରାଜ୍ୟରେ ଜୁନ୍ ପହିଲାରୁ...
କୋଭିଡ୍ରେ ମୃତ ଅଙ୍ଗନଓ୍ବାଡି, ଆଶାକର୍ମୀଙ୍କ ପରିବାରକୁ ମିଳିବ ମାସିକ ସହାୟତା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ଲଢ଼େଇରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ଇତିମଧ୍ୟରେ ଏହି କୋଭିଡ୍ ଯୋଦ୍ଧାଙ୍କ ଜୀବନ ମଧ୍ୟ ଗଲାଣି। ପୂର୍ବରୁ ଏମାନଙ୍କ ପାଇଁ ଏକାଧିକ ପ୍ରୋତ୍ସାହନର ବ୍ୟବସ୍ଥା ରହିଥିବାବେଳେ ଶୁକ୍ରବାର ରାଜ୍ୟ ସରକାର ଆଉ ଏକ...
ସଂଶୋଧିତ ଗାଇଡ୍ଲାଇନ ଜାରି
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତ୍ର ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍ଡାଉନ ଘୋଷଣା କରିଛନ୍ତି। ଏହି...
ଭୁବନେଶ୍ୱର ୪ନଂ. ମାର୍କେଟ୍ ସିଲ୍
ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍ ସିଲ୍। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ବିଏମ୍ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍ କରାଯାଇଛି। ଆଗାମୀ ଆଦେଶ...
ବିପିୟୁଟିର ସମସ୍ତ ଅନଲାଇନ୍ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି ପ୍ରଫେସର ଚିତରଞ୍ଜନ ତ୍ରିପାଠୀ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ତ୍ରିପାଠି କହିଛନ୍ତି,...
ଲକଡାଉନ୍: ଓ୍ବାର୍କ ଫ୍ରମ୍ ହୋମ କରିବେ ସରକାରୀ କର୍ମଚାରୀ
ଭୁବନେଶ୍ୱର,୧୭ା୭(ବ୍ୟୁରୋ)-କରୋନା ମହାମାରୀ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତି ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍ଡାଉନ ଘୋଷଣା କରିଛନ୍ତି। ଏହି ସବୁ ଜିଲାରେ...
ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ସ୍ବାସ୍ଥ୍ୟବିଭାଗ ଜାରି କଲା ଗାଇଡଲାଇନ୍
ଭୁବନେଶ୍ୱର,୧୭ା୭(ବ୍ୟୁରୋ)-ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଏବଂ ଡାକ୍ତରଙ୍କ ମଧ୍ୟରେ କୋଭିଡ୍-୧୯ ସଂକ୍ରମଣ ବଢୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ଡାକ୍ତରଖାନାର ଚିକିତ୍ସକ ଏବଂ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍ ଜାରି କରାଯାଇଛି। ଏଣିକି...
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୭।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗୀରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ...
ରାଜଧାନୀରେ ଏକ ଗଣମାଧ୍ୟମ ସଂସ୍ଥାର ୫ଜଣଙ୍କୁ କରୋନା
ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ଚିହ୍ନଟ ହୋଇଥିବା ୧୨୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୫ଜଣ ଗଣମାଧ୍ୟମ ସଂସ୍ଥାର କର୍ମଚାରୀ ଅଛନ୍ତି। ସେମାନଙ୍କର ବୟସ ଯଥାକ୍ରମେ ୩୫, ୩୨, ୨୪,୨୮, ୩୦ ବର୍ଷ ଏବଂ ସମସ୍ତେ ପୁରୁଷ ଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)...
ଜୁଲାଇ ୩୧ ଯାଏ ମୋ’ ବସ୍ ସେବା ବନ୍ଦ
ଭୁବନେଶ୍ୱର,୧୭।୭(ବ୍ୟୁରୋ)-ସାରା ରାଜ୍ୟରେ ଦିକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ଲକ୍ଡାଉନ କଟକଣା ଲାଗୁ କରିଛନ୍ତି। ତେବେ ଏହି ସମୟରେ ମୋ...
ଡ୍ୟୁଟିରେ ଥାଇ ଜୀବନ ଗଲେ ମିଳିବ ଭତ୍ତା
ଭୁବନେଶ୍ୱର,୧୭।୭(ବ୍ୟୁରୋ): କୋଭିଡ ଯୋଦ୍ଧା ଅଙ୍ଗନଓ୍ବାଡି ଓ ଆଶା କର୍ମଙ୍କ ପରିବାର ପାଇଁ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ଡ୍ୟୁଟିରେ ଥାଇ ଅଙ୍ଗନଓ୍ବାଡି, ଆଶା କର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ଭତ୍ତା ମିଳିବ। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୬୦ ବର୍ଷ...
Archives


