ମେଟ୍ରୋ

ଅନ୍‌ଲାଇନ୍‌ରେ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଅନ୍‌ଲାଇନରେ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ ଦେଖାଦେଇଛି। ଅନ୍‌ଲାଇନ୍‌ରେ କିଛି ସଂସ୍ଥା ଏହି ଦୁଇ ମନ୍ଦିରର ଅବଢ଼ା ଯୋଗାଉଥିବାରୁ ଏହାକୁ ନେଇ ଥାନାରେ ଏତଲା ହୋଇଛି। ଭୁବନେଶ୍ୱର ଲିଙ୍ଗରାଜ ଥାନାରେ ସଂପୃକ୍ତ ସଂସ୍ଥା ନାଁରେ…

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ: ଆଜି ୩୯୩ ପଜିଟିଭ୍‌ ଚିହ୍ନଟ, ୬ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଚାଷୀଙ୍କ ଆଢୁଆଳରେ ଆନ୍ଦୋଳନ କରୁଛନ୍ତି

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଚାଷୀଙ୍କୁ ଦିଆଯାଉଥିବା ଟୋକନ ଏବଂ ଧାନକିଣାରେ ଅନିୟମିତତା ହେଉଥିବା ନେଇ କେତେକ ସଂଗଠନ ଚାଷୀଙ୍କ ନାମରେ ନିଜର ନ୍ୟସ୍ତ ସ୍ବାର୍ଥ ପାଇଁ ଆନ୍ଦୋଳନ କରୁଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।…

ଟିକାକରଣ ପାଇଁ କମିଟି ଗଠନ କଲେ ସରକାର

ଭୁବନେଶ୍ୱର, ୫।୧୨(ବ୍ୟୁରୋ)- ଖୁବ୍‌ଶୀଘ୍ର ଦେଶରେ କରୋନା ଟିକା ଉପଲବ୍ଧ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଟିକାକରଣ ବ୍ୟବସ୍ଥା ଯେଭଳି ସୁଗମ ହୋଇପାରିବ ସେଥିପାଇଁ ବିଭିନ୍ନ କମିଟି ଗଠନ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୫ କରୋନା ଆକ୍ରାନ୍ତ: କଟକରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ…

ରାଜ୍ୟରେ କରୋନା ଦ୍ୱିତୀୟ ଲହରି ଆଶଙ୍କା ନାହିଁ

ଭୁବନେଶ୍ୱର, ୫।୧୨(ବ୍ୟୁରୋ)-କରୋନାର ଦ୍ୱିତୀୟ ଲହରି ଆଶଙ୍କା ଓଡ଼ିଶାରେ ନାହିଁ। ଡିସେମ୍ବର ମାସରେ କରୋନାର ଦ୍ୱିତୀୟ ଲହରି ଆସିବ ବୋଲି ଆଶଙ୍କା କରାଯାଉଥିଲା। ତାହା ଆଉ ଆସି ନ ପାରେ ବୋଲି ସ୍ବାସ୍ଥ୍ୟ ବିଭାଗ ବୈଷୟିକ କମିଟି ମୁଖପାତ୍ର ତଥା ଏସ୍‌ସିବି ମେଡିସିନ୍‌…

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ରିମାଣ୍ଡ ଅବଧି ଶେଷ: ଜେଲଗଲେ ପାଠକ ବାପ-ପୁଅ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରିମାଣ୍ଡ ଅବଧି ଶେଷ ହେବା ପରେ ପୁଣି ଥରେ ଶନିବାର ଜେଲ ଗଲେ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକ। ଜେଲ ଯିବାବେଳେ ଅଭୟକାନ୍ତଙ୍କ କହିଛନ୍ତି ଯେ, ସବୁ ପ୍ରମାଣ ଦେବି। ମୋ ବିରୋଧରେ ଷଡଯନ୍ତ୍ର…

ରାଜ୍ୟରେ ମ୍ୟାଲେରିଆ ୪୦.୩୯% କମିଛି

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ମ୍ୟାଲେରିଆ ହ୍ରାସ କରିବାରେ ଭାରତ ଯଥେଷ୍ଟ ଅଗ୍ରଗତି କରିଛି। ୨୦୧୮ ତୁଳନାରେ ୨୦୧୯ରେ ୧୭.୬% ହ୍ରାସ ପାଇଥିବା ବିଶ୍ୱ ମ୍ୟାଲେରିଆ ରିପୋର୍ଟ-୨୦୨୦ରେ ପ୍ରକାଶ ପାଇଛି। ତେବେ ଦେଶରେ ମ୍ୟାଲେରିଆ ହ୍ରାସ କରାଇବାରେ ଓଡ଼ିଶାର ପ୍ରମୁଖ ଅବଦାନ ରହିଛି। ରାଜ୍ୟରେ…

ମଙ୍ଗଳାଯୋଡ଼ିରେ ‘ମାଲାର୍ଡ’ ପକ୍ଷୀ

ଭୁବନେଶ୍ୱର,୫।୧୨(ବ୍ୟୁରୋ) : ଶୀତ ଆରମ୍ଭରୁ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ପ୍ରଥମଥର ସେଠାରେ ବିରଳ ପ୍ରଜାତିର ‘ମାଲାର୍ଡ’ ପକ୍ଷୀ ଶୁକ୍ରବାର ଠାବ ହୋଇଛି। ବାର୍ଡ ଗାଇଡ୍‌ ମଧୁ ବେହେରା ଏହି ପକ୍ଷୀଟିକୁ ଦେଖି ତା’ର ଫଟୋ…

ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ସାଉଥ୍‌କୋ, ଓ୍ବେସକୋ ହାତେଇଲା ଟିପିସିଏଲ୍‌

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀକୁ ଘରୋଇ ସଂସ୍ଥା ହାତକୁ ଟେକି ଦେଉଛନ୍ତି। ନିକଟରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ଘରୋଇ କମ୍ପାନୀ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ(ଟିପିସିଏଲ୍‌)କୁ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?