ମେଟ୍ରୋ

ଖରିଫ ଧାନ ସଂଗ୍ରହ ଲାଗି ୧ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କ ନାମ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ଅଗଷ୍ଟ ୧ ତାରିଖରୁ ଆରମ୍ଭ ହେବ। ଅଧିକରୁ ଅଧିକ କ୍ଷୁଦ୍ର, ନାମମାତ୍ର ଓ ନୂତନ ଚାଷୀ ଯେପରି ସେମାନଙ୍କ ନାମ ପଞ୍ଜୀକରଣ କରିପାରିବେ ସେଥିପ୍ରତି...

ଏନ୍‌ସିଇଆର୍‌ଟି ବହିରେ କଳାହାଣ୍ଡି ଜିଲା ସମ୍ବନ୍ଧରେ ବିଭ୍ରାନ୍ତିକର ତଥ୍ୟ: ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କୁ ଜଣାଇଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ବାରା ପଞ୍ଚମ ଶ୍ରେଣୀ ପରିବେଶୀୟ ପାଠ୍ୟ (ଇଭିଏସ୍‌) ପୁସ୍ତକରେ କଳାହାଣ୍ଡି ଜିଲା ସମ୍ପର୍କରେ ବର୍ଣ୍ଣନା ଦେବାକୁ ଯାଇ ଏହାକୁ ଦାରିଦ୍ର୍ୟ ଓ ଅନାହାରର ଭୂଖଣ୍ଡରୂପେ ଚିତ୍ରଣ କରାଯାଇଛି।...

ଶୁକ୍ରବାରରୁ ୪ ଜିଲା, ୧ ମହାନଗର ନିଗମ ଲକ୍‌ଡାଉନ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଶୁକ୍ରବାରଠାରୁ ୪ ଜିଲା ଓ ରାଉରକେଲା ମହାନଗର ନିଗମରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାରେ ଏହି ଲକଡାଉନ ଘୋଷଣା ହୋଇଛି। ଶୁକ୍ରବାର ରାତି ୯ଟାରୁ ଏହି କଟକଣା ଲାଗୁ...

ସୁନାର ମାସ୍କ ପିନ୍ଧି ଚର୍ଚ୍ଚାରେ କଟକର ଏହି ବ୍ୟବସାୟୀ

କଟକ ଅଫିସ,୧୬ା୭: କରୋନା ମହାମାରୀ ଆରମ୍ଭ ହେବା ସମୟରେ ନିଜର ସୁରକ୍ଷା ପାଇଁ ଲୋକେ ମୁହଁରେ ଯେଉଁ ମାସ୍କ ପିନ୍ଧୁଥିଲେ, ତାହା ଏବେ ଫ୍ୟାଶନର ରୂପ ନେଲାଣି। ବଜାରରେ ଏବେ ଅନେକ ଅଭିନବ  ଓ ଆକର୍ଷଣୀୟ ରୂପର ମାସ୍କ ମିଳୁଛି।...

୨୦ରୁ ରାଜ୍ୟରେ ଟେଲି ମେଡିସିନ୍‌ ସେବା

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ ସେବା। ରାଜ୍ୟରେ କରୋନା କଟକଣା ପରିସ୍ଥିତି ଯୋଗୁ ସାଧାରଣ ରୋଗୀଟିଏ ହସ୍ପିଟାଲ ଯିବା ସମ୍ଭବ ହୋଇପାରୁ ନାହିଁ। ପ୍ରତିକାର ସ୍ବରୂପ ରାଜ୍ୟ ସରକାର ଟେଲି ମେଡିସିନ୍‌ ସେବା ଆରମ୍ଭ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଜିଲାରୁ ସର୍ବାଧିକ ୯୮ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝର, ମାଲକାନଗିରି, ଜଗତସିଂହପୁରରୁ ୧୭ ଜଣ ଲେଖାଏଁ...

‘କଭି ଅଲବିଦା ନା କେହେନା’

ଭୁବନେଶ୍ୱର,୧୬।୭(ବ୍ୟୁରୋ): ସୁନ୍ଦରଗଡ଼ ଏସ୍‌ପି ଭାବେ ବଦଳି ହୋଇଛନ୍ତି ଟ୍ରାଫିକ୍‌ ଡିସିପି ସାଗରିକା ନାଥ। ତାଙ୍କୁ ପୋଲିସ ସେବା ଭବନରେ ଗୁରୁବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଅପରାହ୍ନରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ସାଗରିକା ସହଯୋଗ ପାଇଁ ପୋଲିସ ଅଧିକାରୀ, ଗଣମାଧ୍ୟମକୁ ଧନ୍ୟବାଦ...

ଭୁବନେଶ୍ୱର @ ୯୧୯: ଆଜି ଚିହ୍ନଟ ହେଲେ ୬୦ ନୂଆ କରୋନା ଆକ୍ରାନ୍ତ; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ନୂଆ ୬୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ୪୦ ଜଣ ଥିବା ବେଳେ ୨୦ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର...

୩୬ ସାଧାରଣ ସମ୍ପାଦକ ନିଯୁକ୍ତ କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା କି ଦାୟିତ୍ୱ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୩୬ଜଣ ନେତାଙ୍କୁ ସାଧାରଣ ସମ୍ପାଦକ ନିଯୁକ୍ତ କରିବା ସହ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି। ସୁଶାନ୍ତ ସିଂହ, ଚନ୍ଦ୍ରସାରଥୀ ବେହେରା, ମନୋହର ରନ୍ଧାରୀ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ,...

ରାଜ୍ୟରେ କରୋନା ନେଲା ଆଉ ୨ଜୀବନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି। ଗଞ୍ଜାମର ୨ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ...

CORONAVIRUS UPDATE: ରାଜ୍ୟରେ ୧୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨କ୍ୱାରାଣ୍ଟାଇନ୍‌ ସେଣ୍ଟରର...

ଅନିଶ୍ଚିତତାରେ ଧଉଳି ରୋପ୍‌ ଓ୍ବେ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍‌.ଏ.): ଧଉଳିରେ ହେବାକୁ ଥିବା ରୋପ୍‌ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍‌ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍‌ ସମୟରେ କାର୍ଯ୍ୟ ନ କରିପାରିବାରୁ ପର୍ଯ୍ୟଟନ ବିଭାଗ ଏହାକୁ ବାତିଲ କରିଛି। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri