ମେଟ୍ରୋ

ଟସର ଚାଷକୁ ପ୍ରୋତ୍ସାହନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): କୋଭିଡ୍‌-୧୯ ସତ୍ତ୍ୱେ ରାଜ୍ୟ ସରକାର ବୁଣାକାର, ହସ୍ତଶିଳ୍ପୀ ଏବଂ ଚିତ୍ରକରମାନଙ୍କ ପାଇଁ ୧୧ ଲକ୍ଷ ମାନବ ଦିବସ ସୃଷ୍ଟି କରିପାରିଛନ୍ତି। ବୁଣାକାର, ହସ୍ତଶିଳ୍ପୀ ଓ ଚିତ୍ରକରମାନଙ୍କ ଉତ୍ପାଦିତ ୧୩୨.୨୯ କୋଟି ଟଙ୍କାର ସାମଗ୍ରୀ କ୍ରୟ କରାଯାଇଛି। ଗୁରୁବାର ମୁଖ୍ୟ ଶାସନ…

ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର ସନ୍ଧ୍ୟାରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି। ସାଇବର ପୋଲିସ ଷ୍ଟେଶନ କେସ୍‌ ନଂ. ୨୬/୨୦୨୦(ଆଇପିସି ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦(ବି) ଏବଂ ଆଇଟି…

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇନେଲେ

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହୋଇ ଚର୍ଚ୍ଚାରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନିଆଯାଇଛି। କିଛି ଲୋକ କ୍ରାଇମବ୍ରାଞ୍ଚର ପରିଚୟ ଦେଇ ତାଙ୍କୁ ଭୁବନେଶ୍ୱର ସରକାରୀ ବାସଭବନରୁ ଉଠାଇ ନେଇଛନ୍ତି। ଏପରି କହିଛନ୍ତି ପ୍ରଦୀପଙ୍କ ସ୍ତ୍ରୀ ସୁଜାତା ।…

ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ, +୨ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନ୍‌ରେ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି। ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ। ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍‌ଇ…

ଧର୍ମପାଲଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଏମ୍‌ଡିଏଚ୍‌ର ମୁଖ୍ୟ ଧର୍ମପାଲ ଗୁଲାଟିଙ୍କ ନିଧନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ଏହି ଖବର ଶୁଣିସେ ଦୁଃଖିତ। ଭାରତୀୟ ଉଦ୍ୟୋଗୀ ଯାତ୍ରାର ସେ ଜଣେ ବିରଳ ଦୃଷ୍ଟାନ୍ତ। ଧର୍ମପାଲ ଏମ୍‌ଡିଏଚ୍‌ ମସଲାକୁ ଏକ ବ୍ରାଣ୍ଡରେ ପରିଣତ କରିଥିଲେ। ବ୍ୟବସାୟ…

ଜନଜାତିଙ୍କ ଅର୍ଥନୈତିକ ବିକାଶ କରୁଛି ‘ମିଶନ ଜୀବିକା’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କର ‘ମୋ ସରକାର’ ଓ ‘୫-ଟି’ କାର୍ଯ୍ୟକ୍ରମ ଅଧୀନରେ ଗତବର୍ଷ ଅକ୍ଟୋବର ମାସରେ ‘ମିଶନ ଜୀବିକା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରତିବର୍ଷ ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ଏବେସୁଦ୍ଧା ୫୪୫ଟି…

ରାଜ୍ୟରେ ପୁଣି ୪୩୪ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଯାଉଛି: ଭାଜପା

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆଇନ ଆଗରେ ସାନ ବଡ଼ କିଛି ନାହିଁ। ପରୀ ଜଣେ ଗରିବ ଅଟୋ ଡ୍ରାଇଭରଙ୍କ ଝିଅ ଥିଲା। ପରୀ ଅପହରଣ ଓ ହତ୍ୟା ଛୋଟ ଘଟଣା ନୁହେଁ। ପରୀକୁ ନ୍ୟାୟ ଦେବା ପର୍ଯ୍ୟନ୍ତ ସରକାରଙ୍କୁ ଚାପରେ ରଖିବା ଲାଗି ବିଧାନସଭାରେ ଲମ୍ବା…

୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଥଣ୍ଡା ବୃଦ୍ଧିପାଇବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ…

୩ ଦିନିଆ ରିମାଣ୍ଡରେ ପାଠକ ବାପ, ପୁଅ

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ଠକେଇ ର଼୍ୟାକେଟ୍‌ର ଗୁମର ଖୋଲିବ ଭିଜିଲାନ୍ସ। ପାଠକ ବାପପୁଅଙ୍କ କଳା ସାମ୍ରାଜ୍ୟର ଗୁମର…

୪୦୦ ଟଙ୍କାରେ ଆର୍‌ଟିପିସିଆର୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ):ରାଜ୍ୟ ସରକାର କରୋନା ପରୀକ୍ଷା ମାଗଣାରେ କରୁଛନ୍ତି। କିନ୍ତୁ ଘରୋଇ ଲାବରେଟୋରି ବା ହସ୍ପିଟାଲ ପାଇଁ ଧାର୍ଯ୍ୟ ହୋଇଥିବା ଆର୍‌ଟିପିସିଆର୍‌ ଟେଷ୍ଟ୍‌ ମୂଲ୍ୟରେ ସରକାର ପୁଣି ହ୍ରାସ କରିଛନ୍ତି। ପୂର୍ବରୁ ଏଥିପାଇଁ ୧୨ଶହ ଟଙ୍କା ନିଆଯାଉଥିବାବେଳେ ଏଣିକି ସର୍ବାଧିକ ୪୦୦ ଟଙ୍କା…

ଫି’ ଛାଡ଼ ମାମଲା: ଘରୋଇ ସ୍କୁଲ ଉପରେ କର୍ତ୍ତୃତ୍ୱ ନାହିଁ

ଘରୋଇ ସ୍କୁଲ ଫି’ ସମସ୍ୟା ଦୂର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୧୮ରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଥିଲା। ସେହି କମିଟିରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଅଧ୍ୟକ୍ଷ ଥିବାବେଳେ ଆଇନ ବିଭାଗ ଓ ଅର୍ଥ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?