ମେଟ୍ରୋ

ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ। ଓଡ଼ିଶା ହିନ୍ଦୁ ଦେବୋତ୍ତର ଆଇନ-୧୯୫୧ ଅନୁଯାୟୀ ମନ୍ଦିର ପରିଚାଳନା କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଏହି ନୂତନ ଆଇନ ଦ୍ୱାରା ସମସ୍ତ…

ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍‌ ଚିହ୍ନଟ: ୪୨ ସୁସ୍ଥ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ…

ଆକାଶଙ୍କ ନାଁରେ ୬୫ ଲକ୍ଷ ଠକେଇ ଅଭିଯୋଗ ଆଣିଲା ସ୍କାଏ କିଙ୍ଗ୍‌ ସଂସ୍ଥା

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଆକାଶ ପାଠକ ଠକେଇ ମାମଲାରେ ପୋଲିସ ଖୋଳତାଡ କରୁଛି। ଆୟ ବହିର୍ଭୂତ ସମ୍ପତି ଠୁଳ ନେଇ ଖୋଳତାଡ ଚାଲିଥିବା ବେଳେ ଭୁବନେଶ୍ୱର ଟ୍ରାଭେଲ ଏଜେନ୍ସୀ ସ୍କାଲ କିଙ୍ଗ୍‌ ଆଣିଛି ୬୫ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ। ବିମାନରେ ବୁଲିବା,…

‘ସମ୍ପର୍କୀୟଙ୍କୁ ଥାର୍ଡ ଡିଗ୍ରୀ ପ୍ରୟୋଗ କରାଯାଉଛି’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଜେଡିରୁ ବହିସ୍କୃତ ହେବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କର ସମ୍ପର୍କୀୟଙ୍କୁ ପୋଲିସ ଥାନାକୁ ଡକାଇ ଥାର୍ଡ ଡିଗ୍ରୀ ପ୍ରୟୋଗ କରୁଛି। ତାଙ୍କ ବିରୋଧରେ କୌଣସି ଏତଲା କିମ୍ବା ଅଭିଯୋଗ ହୋଇ ନ ଥିଲେ…

ପ୍ରଦୀପଙ୍କ ଜନବିରୋଧୀ କାର୍ଯ୍ୟର ଜବାବ ଦେଲା ବିଜେଡି

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ରବିବାର ବହିସ୍କୃତ କରାଯାଇଛି। ତେବେ କେଉଁ ଜନବିରୋଧୀ କାର୍ଯ୍ୟ ସ୍ବାମୀ କରିଛନ୍ତି ସେ ବିଷୟରେ ଗଣମାଧ୍ୟମକୁ ବିଜେଡି ପକ୍ଷରୁ ଜଣାଯିବା ଦରକାର ବୋଲି ପ୍ରଦୀପଙ୍କ ସ୍ତ୍ରୀ ଏକ…

ପରୀକୁ ନେଇ ଥମୁନି ତାତି

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ପରୀ ମୃତ୍ୟୁ ଘଟଣାରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ପରେ ବି ଏହି ମାମଲା ଥମିବାର ନାଁ ନେଉନି। ଭାଜପାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସୋମବାର ନୟାଗଡ଼ ଜିଲା ଯଦୁପୁର ଗାଁକୁ ଯାଇ ପରୀ ମା’ ଓ ବାପାଙ୍କୁ ଭେଟିବା…

ଏଣିକି ଏକସଙ୍ଗେ ଗର୍ଭବତୀଙ୍କ ଏଚ୍‌ଆଇଭି, ସିଫିଲ୍ସ ପରୀକ୍ଷଣ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏଣିକି ଗର୍ଭବତୀ ମହିଳାଙ୍କର ଏଚ୍‌ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ ଏକାସଙ୍ଗେ ହୋଇପାରିବ। ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ସହଯୋଗରେ ବିକଶିତ ଏଚ୍‌ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ କିଟ୍‌କୁ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର…

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଦାୟିତ୍ୱ ନେଲେ ଜଷ୍ଟିସ ବିଜୟ ପଟେଲ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଜଷ୍ଟିସ ବିଜୟ କ୍ରିଷ୍ଣ ପଟେଲ ମଙ୍ଗଳବାର ଓଡ଼ିଶା ମାନବ ଅଧିକାର ଆୟୋଗ (ଓଏଚ୍‌ଆରସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ଏକ କମିଟି ରାଜ୍ୟପାଳ ଗଣେଶୀ ଲାଲଙ୍କ ନିକଟରେ ଜଷ୍ଟିସ୍‌ ପଟେଲଙ୍କ…

ଓଏମ୍‌ସି ଗ୍ରାହକ ପରିଚାଳନା ସେବା ଶୁଭାରମ୍ଭ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ଗ୍ରାହକ ସମନ୍ବିତ ପରିଚାଳନା ସେବା(ସିଆଇଏମ୍‌ଏସ୍‌) ଏବଂ ଷ୍ଟକ୍‌ୟାର୍ଡ ପରିଚାଳନା ବ୍ୟବସ୍ଥା(ଏସ୍‌ଏମ୍‌ଏସ୍‌)ର ଶୁଭାରମ୍ଭ କରିଛନ୍ତି। ବର୍ତ୍ତମାନ ଓଏମ୍‌ସି ଦେଶର ଦ୍ରୁତ ଅଭିବୃଦ୍ଧି ସାଧାରଣ…

ଶୁଭଶ୍ରୀ ‘ଫେମିନା ମିସ୍‌ ଇଣ୍ଡିଆ ଓଡ଼ିଶା’

ଭୁବନେଶ୍ୱର, ୨ା୧୨(ବ୍ୟୁରୋ): ୨୦୨୦ ବର୍ଷ ପାଇଁ ‘ଫେମିନା ମିସ୍‌ ଇଣ୍ଡିଆ ଓଡ଼ିଶା’ ଟାଇଟଲ୍‌ ଜିତିଛନ୍ତି ବଲାଙ୍ଗୀରର ଶୁଭଶ୍ରୀ ରାୟଗୁରୁ। କୋଭିଡ୍‌ ସଂକ୍ରମଣ ଲାଗି ଚଳିତବର୍ଷ ଭିଡିିଓ କନ୍‌ଫରେନ୍ସ ମାଧ୍ୟମରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ଶ୍ରେଷ୍ଠ ୩୧ ଜଣ…

ଗ୍ରାମାଞ୍ଚଳରେ ଦୁର୍ନୀତିର ଚିତ୍ର: ମାସେ ବି ତିଷ୍ଠିଲାନି

ଯାଜପୁର ଅଫିସ/ ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡପମ୍ପ ଟ୍ୟୁବ୍‌ୱେଲ୍‌ରେ ସୌରଚାଳିତ ପମ୍ପ ସଂଯୋଗ କରାଯାଇଛି। ଏଥିପାଇଁ ଗୋଟିଏ ପ୍ରକଳ୍ପ ପିଛା ୨.୮ ଲକ୍ଷରୁ ୪.୫୭ ଲକ୍ଷ ଟଙ୍କା ଯାଏ ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?