ଓଡ଼ିଶାରେ ପ୍ରଥମ: ଚିଲିକାରେ ମାଛ ସଂଗ୍ରହାଳୟ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍ ମ୍ୟୁଜିୟମ୍ ବା ମାଛ ସଂଗ୍ରହାଳୟ। ଏସିଆ ମହାଦେଶର ଏହି ସର୍ବବୃହତ୍ ଲବଣାକ୍ତ ହ୍ରଦ ଶତାଧିକ ପ୍ରଜାତି...
୭ ଜିଲାରେ ମରୁଡ଼ିର ପଦଧ୍ୱନି
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଜୁଲାଇ ଅଧା ହେବାକୁ ବସିଲାଣି। ମାସେ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ପ୍ରବେଶ କଲାଣି। ହେଲେ ଆଶାନୁରୂପ ବର୍ଷା ମିଳିପାରୁ ନାହିଁ। ଦୁର୍ବଳ ମୌସୁମୀ ସାଙ୍ଗକୁ ଲଘୁଚାପ ସୃଷ୍ଟି ହେଉ ନ ଥିବାରୁ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି...
ମାସ୍କ ଜୀବନ ସହ ଜଡିତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭(ବ୍ୟୁରୋ): ସାରା ବିଶ୍ୱରେ କରୋନା ମହାମାରୀ ରୂପ ନେଇଥିବା ବେଳେ ଏହାକୁ ରୋକିବା ସକାଶେ ସମସ୍ତେ ଉଦ୍ୟମ ଜାରି ରଖିଛନ୍ତି। କିଛି ନିର୍ଦ୍ଦିଷ୍ଟ ସାବଧାନତା ରକ୍ଷା କରି ଲୋକମାନେ ଏହି ମହାମାରୀରୁ ଦୂରେଇ ରହିପାରିବେ ବୋଲି ସରକାର କହୁଛନ୍ତି। ଅନ୍ୟପଟେ...
ସଡ଼କ ପରିବହନ ସେବା ବିପର୍ଯ୍ୟସ୍ତ: ରୋଡ୍ ଟ୍ୟାକ୍ସ ଛାଡ଼ ହେଉ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ମହାମାରୀ କରୋନା କେବଳ ସ୍ବାସ୍ଥ୍ୟ ନୁହେଁ, ବିଭିନ୍ନ କ୍ଷେତ୍ରରେ ଜୀବିକା ଉପରେ ପ୍ରଚଣ୍ଡ ପ୍ରହାର ଦେଇଛି। ରାଜ୍ୟ ଅର୍ଥନୀତିରେ ଯାତ୍ରୀ ପରିବହନ ସେବା ଏକ ବଡ ଅଂଶ। କରୋନା ସଂକ୍ରମଣ ଆଶଙ୍କା ଦେଖାଦେବା ଦିନ ଠାରୁ ଏହି କ୍ଷେତ୍ର...
ପିସିସି ସଭାପତି ରେସରେ ୧୩ ଆଶାୟୀ: ସୁର
ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ବଦଳିବେ। ରାଜ୍ୟରେ ନୂଆ ସଭାପତି ଖୁବ୍ଶୀଘ୍ର ଚୟନ କରାଯିବ ବୋଲି ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏହି ରେସ୍ରେ ୧୩ଜଣ ନେତା ରହିଥିବା ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର...
ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍
ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ୧୩ ଜଣ ସୁସ୍ଥ ହୋଇ ଘରକୁ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୨। ୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୭୧, ଯାଜପୁରରୁ୨୫, ନବରଙ୍ଗପୁରରୁ ୨୪, ସମ୍ବଲପୁରରୁ ୨୨, ଖୋର୍ଦ୍ଧାରୁ ୧୫, ବାଲେଶ୍ୱରରୁ ୯, ବରଗଡରୁ...
୨୪୫୧ ବେଡ୍ ବିଏମ୍ସିକୁ ନିଅଣ୍ଟ: ଘରେ ଚିକିତ୍ସିତ ହେବେ ଲକ୍ଷଣ ନ ଥିବା ରୋଗୀ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏଭଳି ସ୍ଥିତିରେ ଘରେ ରହି କରୋନା ଆକ୍ରାନ୍ତ ଚିକିତ୍ସିତ ହେବେ ବୋଲି ବିଏମ୍ସି ନୂଆ ନିର୍ଦ୍ଦେଶନାମା ଜାରି କରିଛି। ଲକ୍ଷଣ ନ ଥିବା କିମ୍ବା ଅଳ୍ପ ଲକ୍ଷଣ ଥିବା କୋଭିଡ୍ ଆକ୍ରାନ୍ତ...
ହସ୍ପିଟାଲ, ହଟ୍ସ୍ପଟ୍ ଜିଲା ଫେରନ୍ତାଙ୍କ ପାଇଁ ସଂକ୍ରମଣ ବଢୁଛି
ଭୁବନେଶ୍ୱର, ୧୨।୭(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେବଳ ଜୁଲାଇ ୧ରୁ ୧୦ ମଧ୍ୟରେ ୩୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହସ୍ପିଟାଲରୁ ୬୧, ସ୍ଥାନୀୟ ସଂକ୍ରମିତ ୩୭ ଏବଂ ଟ୍ରାଭେଲ ହିଷ୍ଟ୍ରି ଥିବା ବା କଣ୍ଟାକ୍ଟରେ ଆସି...
CORONAVIRUS UPDATE: ଆଉ ୩ ମୁଣ୍ଡ ନେଲା କରୋନା; ସମସ୍ତେ ଗଞ୍ଜାମ ଜିଲାର
ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ। ମୃତକମାନେ ଗଞ୍ଜାମ ଜିଲାର। ଏବେ ସୁଦ୍ଧା ଜିଲାରେ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ୬୪କୁ ବୃଦ୍ଧି ପାଇଛି। ପ୍ରକାଶ ଯେ, ରବିବାର ରାଜ୍ୟରେ ୫୯୫ ନୂଆ...
CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍ କେସ୍ ଥିବା ବେଳେ ୨୦୧ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି। ସେଥିରୁ ୮୩୬୦...
ଜଳବାୟୁ ପରିବର୍ତ୍ତନ: ସଂଶୋଧିତ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ପାଇଁ ଆଗାମୀ ଦିନରେ ଆହୁରି ବିପଦ ସୃଷ୍ଟି କରିବ। ଇଣ୍ଡିଆନ୍ ନ୍ୟାଶନାଲ୍ ସେଣ୍ଟର ଫର ଓସନ୍ ଇନ୍ଫର୍ମେଶନ ସର୍ଭିସେସ୍ (ଆଇଏନ୍ସିଓଆଇଏସ୍) ଦ୍ୱାରା ଓଡ଼ିଶାର କୋଷ୍ଟାଲ ଭଲ୍ନରେବିଲିଟି ଇଣ୍ଡେକ୍ସ (ସିଭିଆଇ) ପ୍ରସ୍ତୁତ କରାଯାଇଛି। ସମୁଦ୍ର...
Archives


