ମେଟ୍ରୋ

ଫଳ, ପରିବାରେ ସବ୍ୟସାଚୀ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସମୟରେ ଶତାଧିକ ଓଡ଼ିଶାବାସୀଙ୍କୁ ବିପଦରୁ ଉଦ୍ଧାର କରିଥିବା ଅଭିନେତା ସବ୍ୟସାଚୀ ମିଶ୍ର କେବଳ ଓଡ଼ିଶାରେ ନୁହେଁ, ଓଡ଼ିଶା ବାହାରେ ମଧ୍ୟ ‘ରିୟଲ୍‌ ହିରୋ’ର ଆଖ୍ୟା ପାଇଛନ୍ତି। ଝାଡ଼ଖଣ୍ଡର ଏକ ହୋଟେଲରେ ଦେଶବ୍ୟାପୀ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବା…

ନ୍ୟାୟ ନ ପାଇ ବିଧାନସଭା ମୁହାଁ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଗାଁଠୁ ସହର ସବୁଠି ସତେଯେମିତି ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ଅପହଞ୍ଚ ହୋଇଯାଉଛି। ଥାନାରୁ ଲୋକେ ଠିକ୍‌ ଭାବେ ନ୍ୟାୟ ପାଉନାହାନ୍ତି। ପୋଲିସର ତଦନ୍ତ ଠିକ୍‌ ସମୟରେ ଶେଷ ହେଉ ନାହିଁ। ଉପରିସ୍ଥ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ମଧ୍ୟ କେହି…

ପେଟ୍ରୋଲ୍‌ ପମ୍ପ ବିସ୍ଫୋରଣ ମାମଲା: ଅନଭିଜ୍ଞ କାମ କରୁଥିବା କହିଲା ପେସୋ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ଦେଢ଼ମାସରୁ ଊର୍ଦ୍ଧ୍ୱ ବିତିଲାଣି। ଏହି ଘଟଣାରେ ବିଭିନ୍ନ ସଂସ୍ଥା ତଦନ୍ତ କରୁଥିଲେ ସୁଦ୍ଧା କେଉଁ କାରଣରୁ ବିସ୍ଫୋରଣ ହେଲା, ସେନେଇ କେହି ସ୍ପଷ୍ଟଭାବେ କହିପାରୁ ନାହାନ୍ତି। ଏଥିରେ ୨ଜଣଙ୍କ ମୃତ୍ୟୁ…

ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତା ସିଲ୍‌

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତାକୁ ରବିବାର ସିଲ୍‌ କରାଯାଇଛି। ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ଲଗାତାର ଆତ୍ମାହୃତି ଉଦ୍ୟମ ହେଉଥିବା ଯୋଗୁ ଉକ୍ତ ରାସ୍ତାକୁ ବନ୍ଦ କରିଦିଆଯାଇଛି। ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏ ରାସ୍ତାକୁ ସିଲ କରାଯାଇଛି।…

ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ କରିଛନ୍ତି। ସେମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ଘଟଣାର ସିବିଆଇ ତଦନ୍ତ…

ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି। ତେବେ…

ଏସ୍‌ଆଇଟିର ଖୋଳତାଡ଼: ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଏଥିସହ ଟାଟା ମୋଟର୍ସରେ ଚାକିରି ଦେବା ଆଳରେ ଜାଲ୍‌…

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ତଦନ୍ତ କରାଯିବ ବୋଲି ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ଡିସେମ୍ବରରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ)- କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସଗୁଡିକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଛି। କର୍ମଚାରୀମାନେ ରୋଷ୍ଟର ଡ୍ୟୁଟି କରୁଛନ୍ତି। ତେବେ ଆସନ୍ତା ଡିସେମ୍ବର ପହିଲାରୁ କଟକ ଓ ଭୁବନେଶ୍ୱରରେ…

ରାଜ୍ୟରେ ସୁସ୍ଥ ହେଲେ ୮୦୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡାରୁ ୪୯, ଅନୁଗୁଳରୁ ୪୩, କେନ୍ଦ୍ରାପଡାରୁ ୩୨, ବଲାଙ୍ଗୀରରୁ…

ଭୁବନେଶ୍ୱରରୁ ଆଜି ୪୩ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଏସଆଇଟିର ମୁଖ୍ୟ ହେଲେ ଅରୁଣ ବୋଥ୍ରା

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ନୟାଗଡ ’ପରୀ’ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଟିମ ଗଠନ କରିଛନ୍ତି ରାଜ୍ୟ ସରକାର । ଏସଆଇଟି ମୁଖ୍ୟ ଭାବେ ଆଇଜି ଅରୁଣ ବୋଥ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଅରୁଣଙ୍କ ନେତୃତ୍ୱରେ ଗଠିତ ଏସଆଇଟି ଟିମରେ କ୍ରାଇମବ୍ରାଞ୍ଚ ଏସପି ଆର. କେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?