ଦଶଦିନରେ ଦୁଇଗୁଣ ସଂକ୍ରମଣ: ଭୁବନେଶ୍ୱରରେ ୬୦୦ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ମାଡ଼ି ଚାଲିଛି। ଜୁଲାଇ ଆରମ୍ଭରୁ କୋଭିଡ୍-୧୯ ଉଗ୍ର ହେବାରେ ଲାଗିଛି। ଶେଷ ୨୪ ଘଣ୍ଟାରେ ଆଉ ୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୫ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ...
ମାନବ ଅଧିକାର କମିଶନଙ୍କୁ ଫେରାଦ ହେଲା ଭାଜପା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ଜଗତସିଂହପୁର ମୁଖ୍ୟ ହସ୍ପିଟାଲରେ ଏକ ଅମାନବୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁ ଜଗତସିଂହପୁର ଜିଲା ଏରସମା ବ୍ଲକ କଟିଜଙ୍ଗୀ ଗାଁର ଏକ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ଗତ ଜୁନ୍ ୩୦ରୁ ନିର୍ଲିପ୍ତ ଭୋଳ ଏବଂ ତାଙ୍କ...
ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାରରେ ହଠାତ୍ ବୃଦ୍ଧି ଘଟିଛି। ଜୁନ୍ ମାସ ପର୍ଯ୍ୟନ୍ତ ଓଡ଼ିଶାରେ ଏହି ସଂକ୍ରମଣ ହାର ବେଶ୍ ସନ୍ତୋଷଜନକ ଥିବାବେଳେ ଜୁଲାଇ ଆରମ୍ଭରୁ ସ୍ଥିତି ଅଧିକ ବିପଜ୍ଜନକ ହେବାରେ ଲାଗିଛି। ଏବେ ଦୈନିକ ସଂକ୍ରମଣ...
୩ ଅଧିକାରୀଙ୍କୁ କୋଭିଡ ଦାୟିତ୍ୱ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୩ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ କୋଭିଡ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶ ଲିଙ୍ଗରାଜ...
କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ
ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ...
ଘୋଷଣା ହେଲା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର: ଜାଣନ୍ତୁ ଏଥର କେଉଁମାନେ ପୁରସ୍କୃତ ହେବେ….
ଭୁବନେଶ୍ୱର, ୧୦।୭(ବ୍ୟୁରୋ)- ଶେଷରେ ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ୨୦୧୫ ଓ ୨୦୧୬ ବର୍ଷ ପାଇଁ ଶୁକ୍ରବାର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଏଥିପାଇଁ ବିଭିନ୍ନ ବିଭାଗରେ ବହୁ ପ୍ରତିଷ୍ଠିତ ଲେଖକ ତଥା ନାଟ୍ୟକାର, ଔପନ୍ୟାସିକଙ୍କୁ ଏକାଡେମୀ...
ପ୍ଲାଜମା ଥେରାପିର ହବ୍ ହେବ ଏସ୍ସିବି
ଭୁବନେଶ୍ୱର, ୧୦।୭(ବ୍ୟୁରୋ)- କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଖୁବ୍ଶୀଘ୍ର ପ୍ଲାଜମା ଥେରାପି ଆରମ୍ଭ ହେବ। ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ, କିମ୍ସ, ଏସଏମ ହସ୍ପିଟାଲ ଏବଂ ଅଶ୍ୱିନୀ ହସ୍ପିଟାଲ ଆଦି ୪ଟି ହସ୍ପିଟାଲରେ ପ୍ଲାଜମା ଥେରାପିର ବ୍ୟବସ୍ଥା...
ରାଜ୍ୟରେ ରେକର୍ଡ: ଆଜି ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜ୍ୟରେ ରେକର୍ଡ। ଶୁକ୍ରବାର ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୮୫ ଜଣ ଥିବାବେଳେ ରାୟଗଡାରୁ ୮୫, ବଲାଙ୍ଗୀରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡରୁ ୨୪, ସୁନ୍ଦରଗଡ଼ରୁ...
୪୮ ଘଣ୍ଟା ପାଇଁ ବନ୍ଦ ରହିବ ପୋଲିସ ସେବା ଭବନ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସର ପୋଲିସ ସେବା ଭବନ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏ ନେଇ କମିଶନରେଟ...
ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ...
ବିଧାନସଭା ଶଟ୍ଡାଉନ୍
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦିନକ ପାଇଁ ବିଧାନସଭାକୁ ଶୁକ୍ରବାର ଶଟ୍ଡାଉନ୍ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି। ଏ ନେଇ ସମସ୍ତ ବୈଠକଗୁଡ଼ିକୁ ବାତିଲ କରାଯାଇଛି। ନୀଳଗିରି ବିଧାୟକ ପଜିଟିଭ୍ ପରେ...
CORONAVIRUS UPDATE: ଆଜି ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚିଲା
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚତ୍ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ...
Archives


