ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ରୁ ଆରମ୍ଭ
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ମାଟ୍ରିକ୍ ଏବଂ ଓପନ୍ ସ୍କୁଲ୍ ସପ୍ଲିମେଣ୍ଟାରୀ ପରୀକ୍ଷା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରୀଛାତ୍ର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିଭଳି ଓପନ୍ ସ୍କୁଲ୍ର ୧୨,୯୩୯ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ମାଟ୍ରିକ୍…
୧୩ରେ ଭୁବନେଶ୍ୱର ୟୁନିଟ-୧ ହାଟ ବନ୍ଦ
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ନିଟ୍ ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଆସନ୍ତା ୧୩ ତାରିଖରେ ୟୁନିଟ-୧ ହାଟକୁ ୬ ଘଣ୍ଟା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରିଛି। ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହାଟ ଭିତର…
କରୋନା କବଳରେ ଆଉ ଜଣେ ମନ୍ତ୍ରୀ
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏଥିରୁ ବାଦ୍ ପଡ଼ିନାହାନ୍ତି ମନ୍ତ୍ରୀ, ବିଧାୟକ ଏବଂ ଏମ୍ପି। ଶୁକ୍ରବାର ରାଜ୍ୟର ଆଉ ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ହେଲେ ରାଜ୍ୟ ମହିଳା…
୧୩ରେ ଏନ୍ଇଇଟି, ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ଗୁରୁବାର ଭୁବନେଶ୍ୱରରେ ଏକ ବୈଠକ ବସିଥିଲା। ବିଏମ୍ସି କମିଶନର…
ଅକ୍ଟୋବର ପହିଲାରୁ ଖୋଲିବ ଇକୋ-ଟୁର୍ ସେଣ୍ଟର
ଭୁବନେଶ୍ୱର,୧୧। ୯(ବ୍ୟୁରୋ): କରୋନା କଟକଣା ପାଇଁ ୬ମାସ ଧରି ବନ୍ଦ ରହିଥିବା ରାଜ୍ୟର ପରିବେଶ ପର୍ଯ୍ୟଟନସ୍ଥଳୀ ବା ଇକୋ-ଟୁରିଜମ୍ ସେଣ୍ଟର ଅକ୍ଟୋବର ୧ରୁ ଖୋଲିବ। ପ୍ରଥମ ପର୍ଯ୍ୟାୟରେ ୮ଟି ସେଣ୍ଟର ଖୋଲାଯିବାକୁ ନିଷ୍ପତ୍ତି ହୋଇଥିବାବେଳେ ପର୍ଯ୍ୟାୟକ୍ରମେ ଅନ୍ୟ ସମସ୍ତ ପରିବେଶ ପର୍ଯ୍ୟଟନସ୍ଥଳୀକୁ…
୧୮ରୁ ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ: ଏବେ ନୂଆ ଆବେଦନ ମନା
ଭୁବନେଶ୍ୱର ୧୧।୯(ବ୍ୟୁରୋ): ମାର୍ଚ୍ଚ ୨୫ରୁ ବନ୍ଦ ଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଓ ଲର୍ନିଂ ଲାଇସେନ୍ସ (ଏଲ୍ଏଲ୍) ପୁନର୍ବାର ଆରମ୍ଭ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା ୧୮ରୁ…
୪ହଜାର ଛୁଇଁବ ଦୈନିକ ସଂକ୍ରମଣ: ରାଜ୍ୟରେ ୮୦% ଆକ୍ରାନ୍ତ ଲକ୍ଷଣବିହୀନ
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତା ବଢ଼ାଉଥିବା ସମୟରେ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ମାସ ଶେଷବେଳକୁ ସଂକ୍ରମଣ କମିବା ଆରମ୍ଭ କରିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଆଶାବ୍ୟକ୍ତ କରିଛନ୍ତି। ତେବେ କେବେଠୁ କମିବ ତାହା ନିର୍ଦ୍ଦିଷ୍ଟ ଭାବେ…
ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୪ ଜଣଙ୍କ ଜୀବନ ଯାଇଛି
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ କେବଳ ୫…
CORONAVIRUS UPDATE: ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା ସଂକ୍ରମିତଙ୍କ ସଂଖ୍ୟା; ୩୦ ଜିଲାରୁ ୩୯୯୬ ଚିହ୍ନଟ
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୩୯୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୫୯…
ପ୍ରଶଂସକଙ୍କ ସହଯୋଗ ଲୋଡିଲେ ଅନୁଭବ ମହାନ୍ତି
କଟକ ଅଫିସ୍,୧୧।୯: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ବୈବାହିକ ଜୀବନକୁ ନେଇ ଉଠିଥିବା ବିବାଦ ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ପରସ୍ପରର ଅଭିଯୋଗକୁ ମିଥ୍ୟା ଦର୍ଶାଇ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ବେଳେ…
ବର୍ଷା-ଅନୁଭବଙ୍କୁ ଭେଟିଲେ ମାନବାଧିକାର କର୍ମୀ
କଟକ ଅଫିସ,୧୧ା୯:ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଗୁରୁବାର କେତେଜଣ ମାନବାଧିକାର କର୍ମୀ ଆଗେଇ ଆସିଛନ୍ତି। ସେମାନେ ଅନୁଭବଙ୍କ ଚୌଧୁରୀବଜାରସ୍ଥିତ ବାସଭବନକୁ ଯାଇ ଅନୁଭବ ଓ ବର୍ଷାଙ୍କ…
କମିପାରେ ଶସ୍ୟ ଉତ୍ପାଦନ
ଭୁବନେଶ୍ୱର,୧୧ା୯(ବ୍ୟୁରୋ):ଚଳିତ ବର୍ଷର ଅନିୟମିତ ମୌସୁମ ବର୍ଷା ଖରିଫ ଫସଲ ପାଇଁ ମହା ବିପଦ ସୃଷ୍ଟି କରିଛି। ଜୁଲାଇ ମାସର ବର୍ଷାଭାବ ଏବଂ ଅଗଷ୍ଟର ଅତ୍ୟଧିକ ବୃଷ୍ଟି ରାଜ୍ୟର ଖରିଫ ଶସ୍ୟ ଉତ୍ପାଦନକୁ ଗୁରୁତର ପ୍ରଭାବିତ କରିବା ଆଶଙ୍କା ଦେଖାଦେଇଛି। କମ୍ ବେଶି…
Archives


